-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଅବ୍ୟବସ୍ଥା ଘେରରେ ବଲାଙ୍ଗୀର ସହର ; କେଉଁଠି ଅନ୍ଧାର ତ କେଉଁଠି ଆଲୁଅ…

07-Feb-2021



ବଲାଙ୍ଗୀର(ପ୍ରେରଣା ଖବର): ବଢୁଛି ବଲାଙ୍ଗୀର ସହର, ତା ସାଙ୍ଗକୁ ବଢୁଛି ସମସ୍ୟା। ବର୍ଷ ବର୍ଷ ଧରି ଭଙ୍ଗା ଦଦରା ହୋଇ ପଡିଥିବା ରାସ୍ତା ଗୁଡିକୁ ଏବେ ନିର୍ମାଣ କରାଯାଇଛି । ହେଲେ ରାସ୍ତାକୁ ଆଲୋକୀ କରଣ କରିବାକୁ ଭୁଲି ଯାଇଛି ପ୍ରଶାସନ। ଯାହାଫଳରେ କେଉଁଠି ଆଲୁଅ ତ ଆଉ କେଉଁଠି ଅନ୍ଧାର। ସହରର ଗାନ୍ଧୀ ମାର୍ଗ ଓ ୨୬ ନମ୍ବର ଜାତୀୟ ରାଜପଥକୁ ଛାଡି ଦେଲେ ବିଭିନ୍ନ ରାସ୍ତାରେ ଏବେ ଅନ୍ଧାର । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ସହରବାସୀ।

ବଲାଙ୍ଗୀର ସହର ଗାନ୍ଧୀମାର୍ଗ। ନିର୍ମାଣ ହେବା ପରେ ରାସ୍ତା କଡରେ ଏବେ ଝଲସୁଛି ସୁସଜ୍ଜିତ ଆଲୋକ ମାଳା। ବିଭିନ୍ନ ବିଦ୍ୟୁତ ଖୁଣ୍ଟରେ ରଙ୍ଗବେରଙ୍ଗର ଲିଚୁ ଲାଇଟ ବେଶ ସୁନ୍ଦର ଦେଖାଯାଉଛି। ହେଲେ ରାଜେନ୍ଦ୍ର ବିଶ୍ବ ବିଦ୍ୟାଳୟ , ଭିମଭୋଇ ମେଡିକାଲ କଲେଜ ରାସ୍ତା , ସହ ପାଟଣାଗଡ ଖରିଆରକୁ ଯିବା ଭଳି ମୂଖ୍ୟ ରାସ୍ତାର ଦୃଶ୍ୟ ଅନ୍ଧାର। ରାସ୍ତା ପ୍ରଶସ୍ତି କରଣ ହୋଇଛି। ରାସ୍ତାର ଡିଭାଇଡରରେ ଲାଗିଛି, ହେଲେ ରାତିରେ ଲୋକଙ୍କ ପାଇଁ ଆଲୋକ ଦେବାକୁ ଭଲି ଯାଇଛି ପ୍ରଶାସନ। ଦୀର୍ଘ ୨ ବର୍ଷ ହେଲାଣି ବିଦ୍ୟୁତ ଖୁଣ୍ଟ ଲାଗିବାକୁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ମାତ୍ର ୪ ଟି ଖୁଣ୍ଟରେ ସରିଗଲା କାମ। ଆଉ ଏବେ ରାସ୍ତା କଡରେ କିଛି ଖୁଣ୍ଟ ଲଗାଯାଇ କାମ ଚଳାଇବା ଭଳି କାମ କରିଛି ପ୍ରଶାସନ । ଯାହାକୁ ନେଇ ଦେଖାଦେଇଛି ଅସନ୍ତୋଷ।

କେବଳ ଏତିକିରେ ସରିନି କଥା। ସହରର ରିଙ୍ଗରୋଡ, ଆରଟିଓ ଅଫିସ ରାସ୍ତା, ଆଠଗାଁ ରାସ୍ତା , ଖୁଜେଲ ପାଲି ରାସ୍ତା , ବିଭିନ୍ନ ରାସ୍ତାମାନଙ୍କରେ କୋଟି କୋଟି ଟଙ୍କାର ଏଲଇଡି ଲାଇଟ ମାନ ଲଗାଯାଇଥିବା ବେଳେ କେବେ ଜଳି ଥାଏ ତ ଆଉ ଦିନମାସ ମାସ ଧରି ବନ୍ଦ ହୋଇ ପଡିଥାଏ। ସେପଟେ କିଛି ରାସ୍ତାରେ ବିଦ୍ୟୁତ ଖୁଣ୍ଟ ଲାଗିଥିଲେ ବି ଲାଇଟର ଦେଖାନାହିଁ। ଯାହାକୁ ନେଇ ବିଭିନ୍ନ ସମୟରେ ଚୋରି ଡକାୟତି ସହ ଲୁଟ କରିବାକୁ ସୁଯୋଗ ପାଉଛନ୍ତି ଦୁର୍ବୃତ୍ତ। ସେପଟେ ଏନେଇ ପ୍ରଶାସନକୁ ବାରମ୍ବାର ଗୁହାରି କଲା ମଧ୍ୟ କେହି ଶୁଣୁନଥିବା ଅଭିଯୋଗ ଆସିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like