-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ

03-May-2026



ନୂଆପଡ଼ା(ପରମେଶ୍ୱର ମେହେର): ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ । ନୂଆପଡ଼ା ଜିଲ୍ଲାର ବହୁ ପ୍ରସିଦ୍ଧ ତଥା ପ୍ରାଚୀନ ପାତାଳ ଗଙ୍ଗାଠାରେ ବହୁ ଆଡ଼ ।ଡ଼ମ୍ବର ସହ ବୈଶାଖ ମେଳା ଆରମ୍ଭ ହୋଇଛି । ଏହି ମେଳା ଚାରେ କେବଳ ଓଡ଼ିଶା ନୁହେଁ ପଡୋଶୀ ରାଜ୍ୟ ଛତିଶଗଡ଼ ସମେତ ମତ ଅନେକ ରାଜ୍ୟର ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖୁବାକୁ ମିଳିଛି । ଏହି ପବିତ୍ର ପାତାଳ ଗଙ୍ଗାରେ ସ୍ନାନ କଲେ ପାପରୁ ମୁକ୍ତ ହେବା ସହିତ କୋଟି ଜନ୍ମର ପୂଣ୍ୟ ମିଳିଥାଏ ବୋଲି ଶ୍ରଦ୍ଧାଳୁଙ୍କ ବିଶ୍ବାସ ରହିଛି । ଏହା ଆସନ୍ତାକାଲି (ରବିବାର) ଶେଷ ହେବାକୁ ଥ‌ିବା ବେଳେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖ୍ ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।ରାଜ୍ୟ ଯାଦବ ସମାଜର ମହାସଚିବ ଲମ୍ବୋଦର ନିଆଲ୍ କହିଛନ୍ତି,"ତ୍ରେତୟା ଯୁଗରେ ପିତୃସତ୍ୟ ପାଳନ କରିବାକୁ ଯାଇ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମ, ଭାଇ ଲକ୍ଷ୍ମଣ ଏବଂ ଦେବୀ ମାତା ସୀତା 14 ବର୍ଷ ବନବାସ କରିବା ସମୟରେ ଏଠାକୁ ଆସିଥିବା ପୌରାଣିକ କଥାବସ୍ତୁରେ ବର୍ଣ୍ଣିତ ରହିଛି । ସେହି ସମୟରେ ପ୍ରଭୁ ଶ୍ରୀ ରାମଚନ୍ଦ୍ର ଛତିଶଗଡର ଚିତ୍ରକୂଟ ଦେଇ ନୂଆପଡା ଜିଲ୍ଲାର ଐତିହାସିକ ଗୁରୁ ଡ଼ଙ୍ଗର ଦ୍ବାର୍ଶନୀ ପୀଠ କୋଟଗାଁ ଜଙ୍ଗଲରେ ପହଞ୍ଚିଥ‌ିବା ସଂସ୍କୃତି ଗବେଷକମାନେ ମତ ଦିଅନ୍ତି । ସେହି ସମୟରେ ବୈଶାଖ ମାସ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥ୍‌ଲା । ମାତା ସୀତାଙ୍କୁ ପ୍ରବଳ ଶୋଷ ହେବାରୁ ପ୍ରଭୁ ରାମଚନ୍ଦ୍ର ଭୂମିରେ ସର ବିଦ୍ଧ କରି ପାତାଳରୁ ପାଣି ବାହାର କରି ମାତା ସୀତାଙ୍କ ଶୋଷ ମେଣ୍ଢାଇ ଥୂବା କିମ୍ବଦନ୍ତୀ ରହିଛି । ସେହି ଦିନଠାରୁ ପାତାଳ ଗଙ୍ଗା ସୃଷ୍ଟି ହୋଇଥ‌ିବା ବେଳେ ଏଯାବତ୍ ପାଣି ନିର୍ଗତ ହେଉଛି । ସେହି ପରମ୍ପରାକୁ ମନେ ପକାଇବା ପାଇଁ ଏଠାରେ ପ୍ରତିବର୍ଷ ବୁଦ୍ଧ ପୂର୍ଣ୍ଣିମା ଦିନ ବୈଶାଖ ମେଳା ଅନୁଷ୍ଠିତ ହୋଇଥାଏ । ଏହି ପର୍ଯ୍ୟଟନ କ୍ଷେତ୍ର ବଣ, ପାହାଡ଼, ସବୁଜ ବାନାନୀରେ ପର୍ଯ୍ୟଟକଙ୍କ ମନ କିଣୁଛି । ଏଠାରେ ମହାମୃତ୍ୟୁଞ୍ଜୟ ମନ୍ଦିର, ଗାୟତ୍ରୀ ମନ୍ଦିର, ରାଧା କୃଷ୍ଣ ମନ୍ଦିର, ଦୁର୍ଗା ମନ୍ଦିର, ଶ୍ରୀଗଣେଶ ମନ୍ଦିର, ଜଗନ୍ନାଥ ମନ୍ଦିର, ହନୁମାନ ମନ୍ଦିର, ଅଲେଖ ମଠ ସହିତ ଅନେକ ଦେବାଦେବୀଙ୍କ ମନ୍ଦିର ରହିଛି । ପ୍ରତିବର୍ଷ ବୈଶାଖ ପୂର୍ଣ୍ଣିମା ଦିନ ମନ୍ଦିର ଗୁଡିକରେ ସ୍ବତନ୍ତ୍ର ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇଥାଏ ।

ଏହି ଅବସରରେ ନୂଆପଡା ଜିଲ୍ଲା ଯାଦବ ସମାଜ, ଜିଲ୍ଲା ଗଣ୍ଡ ସମାଜ, ସାହା ସମାଜ, ମନ୍ଦିର ଟ୍ରଷ୍ଟ ଗୁଡିକ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ମାଗଣାରେ ଖାଇବା ପିଇବା ପାଣି ବ୍ୟବସ୍ଥା କରାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଆମ୍ବୁଲାନ୍ସ ସେବା, ମାଗଣା ଔଷଧ, ଡାକ୍ତର, ଦମକଳ ବାହିନୀ ଯୋଗାଇ ଦେଇଥିବା ଆୟୋଜକ କହିଛନ୍ତି ।

ଶ୍ରଦ୍ଧାଳୁଙ୍କ ଭିଡ଼କୁ ଆଖ୍ ଆଗରେ ରଖ୍ ନୂଆପଡ଼ା ପୋଲିସ ପକ୍ଷରୁ ଟ୍ରାଫିକ, ପାର୍କି ବ୍ୟବସ୍ଥାକୁ ଗୁରୁତ୍ବ ଦେବା ସହିତ ଗଙ୍ଗା ସ୍ନାନ ସମୟରେ ଦୁର୍ଘଟଣାକୁ ଏଡାଇବା ପାଇଁ ଦିବାରାତ୍ରି ପୋଲିସ ପହରା ଦେଇଥିଲେ । ସେହିଭଳି ବରିଷ୍ଠ ନାଗରିକ, ଶିଶୁମାନଙ୍କ ପ୍ରତି ଅଧୂକ ଧ୍ୟାନ ଦିଆଯାଉଥ‌ିବା ନୂଆପଡ଼ା ଆରକ୍ଷୀ ଅଧୂକ୍ଷକ ଅମ୍ରିତପାଳ ସିଂ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like