-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ

04-May-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ସରକାରୀ ମହିଳା ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ବିଶ୍ୱ ପତ୍ରକାରିତା ଦିବସ(World Press Freedom Day) ପାଳନ କରାଯାଇଛି l  ଶାନ୍ତିପୂର୍ଣ୍ଣ ଭବିଷ୍ୟତ ଗଠନ କରିବା, ମାନବ ଅଧିକାର, ବିକାଶ ଓ ସୁରକ୍ଷା ପାଇଁ ପତ୍ରକାରିତା ର ସ୍ୱାଧୀନତାକୁ ପ୍ରୋତ୍ସାହିତ କରିଛି l

କାର୍ଯ୍ୟକ୍ରମର ପୂର୍ବପ୍ରସ୍ତୁତି ଓ ସଂଯୋଜନା ପାଇଁ ବିଭାଗ ପକ୍ଷରୁ ସ୍ବେଛାସେବୀ ଭାବେ ଦ୍ଵିତୀୟ ବର୍ଷର ଛାତ୍ରୀମାନେ ଏବଂ ପ୍ରଥମ ବର୍ଷର ଛାତ୍ରୀମାନଙ୍କୁ ନିଯୁକ୍ତି କରାଯାଇଥିଲା l ସେହିମାନେ  ଶୃଙ୍ଖଳା ରକ୍ଷା, ପୋଷ୍ଟର ପ୍ରଦର୍ଶନ ଓ ଅନ୍ୟାନ୍ୟ ବ୍ୟବସ୍ଥା ଦାଇତ୍ୱରେ ଥିଲେ l  କାର୍ଯ୍ୟକ୍ରମଟି ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବାବେଳେ  ଅଧ୍ୟକ୍ଷ ନିଜେ ସ୍ୱାଗତ ସମ୍ଭାଷଣ ରଖିଥିଲେl ଏହାପରେ ବିଭାଗର ମୁଖ୍ୟ ଡ଼ଃ. ରାଜେଶ କୁମାର କର୍ଣ୍ଣ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି ଭାବରେ  ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଡ଼ଃ. ରାଜ କିଶୋର ପାତ୍ର ଏବଂ ମୁଖ୍ୟ ବକ୍ତା ଭାବରେ  ଗୋପବନ୍ଧୁ ଶତପଥି ଉପସ୍ଥିତ ଥିବା ବେଳେ ଆଇ.କ୍ୟୁ. ଏ. ସି ସଂଯୋଜକ ଡ଼ଃ ବିଭୁତି ଭୂଷଣ ସାହୁ,ବିଭାଗର ଅଧ୍ୟାପକ ସିଦ୍ଧାର୍ଥ ଦଶ ଏବଂ ସନାତନ ବାରିକ ମଧ୍ୟ ଉପସ୍ଥିତ ଥିଲେ । ଅଧ୍ୟକ୍ଷ ଦ୍ୱାରା ମୁଖ୍ୟ ଅତିଥି ଏବଂ ମୁଖ୍ୟ ଵକ୍ତାଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ସମ୍ବର୍ଦ୍ଧନା ଦିଆଯଇଥିଲା।  ଅତିଥିଙ୍କ ସୁନ୍ଦର ଅଭିଭାଷଣ ଛାତ୍ରୀ ମାନଙ୍କୁ ପତ୍ରକାରିତାର ନୂଆ ସ୍ୱାଦ ଦେବା ସହ ଯାନ୍ତ୍ରିକ ଅଭିବୃତ୍ତଧି କପରି ପରିବର୍ତନ ର କାରଣ ହେଉଛି ସେ ବିଷୟରେ ଆଲୋକପାତ କରିଥିଲେ।
ବଲାଙ୍ଗୀର ଜିଲ୍ଲା ର ଏହି ମହାବିଦ୍ୟାଳୟର ଏହି ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ର ଏହା ଥିଲା ପ୍ରଥମ ବିଶ୍ୱ ପ୍ରେସ ଦିବସର ପାଳନ l ଯେଇଉଁଥିରେ କି ବିଭାଗର ଛାତ୍ରୀମାନେ ସବୁ କାର୍ଯ୍ୟ କରିବା ସହ ସେମାନେ ସ୍ବେଛାସେବୀ ଭାବରେ ନିଜ ବିଭାଗ ର ଏହି କାର୍ଯ୍ୟକ୍ରମଟିକୁ ପୁରା କରିଥିଲେ l ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଯେ ଛାତ୍ରୀମାନଙ୍କୁ ଗଣମାଧ୍ୟମ ସ୍ୱାଧୀନତା, ଦାଇତ୍ୱ ଏବଂ ସମାଜ ପାଇଁ ଏହାର ଭୂମିକା ସମ୍ପର୍କରେ ସଚେତନ କରାଇବା ଏବଂ ସତ୍ୟ ଆଧାରିତ ସାମ୍ବାଦିକତାର ଆବଶ୍ୟକତା ଉପରେ ଆଲୋକପାତ କରିବା l

ବଲାଙ୍ଗୀର ଜିଲ୍ଲାର ସରକାରୀ ମହିଳା ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗ ପକ୍ଷରୁ ଆୟୋଜିତ ବିଶ୍ୱ ପ୍ରେସ ଦିବସ କାର୍ଯ୍ୟକ୍ରମ ଟି ଛାତ୍ରୀମାନଙ୍କ ମଧ୍ୟରେ ସାମ୍ବାଦିକତା ର ନୈତିକ ମୂଲ୍ୟବୋଧ, ସତ୍ୟ କହିବାର ସାହସ ଓ ସମାଜ ପ୍ରତି ଦାଇତ୍ୱବୋଧ, ସୃଷ୍ଟି କରିବାରେ ସଫଳ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like