-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

କନ୍ଧମାଳରେ ପୁଣି ଆରମ୍ଭ ହେଲା ଚିଟଫଣ୍ଡ କେଳେଙ୍କାରୀ : ୧୩ ଲକ୍ଷ ଟଙ୍କା ନେଇ ଚମ୍ପଟ

07-Feb-2021



 କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ରାଜ୍ୟରେ ଚିଟ୍‌ଫଣ୍ଡ ଠକେଇର ତଦନ୍ତ ଧିମେଇ ଯାଇଛି। ଏବେ କନ୍ଧମାଳ ଜିଲ୍ଲାରେ ପୁଣି ଏକ ଚିଟ୍‌ଫଣ୍ଡ ଠକେଇ ଘଟଣା ନଜରକୁ ଆସିଛି। ଭୁବନେଶ୍ବରର ସିଏମ୍‌ସି ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଏକ ଠକ ସଂସ୍ଥା ଋଣ ଦେବା ନାଁ’ରେ ଲୋକଙ୍କ ଠାରୁ ୧୩ ଲକ୍ଷ ଟଙ୍କା ଚଳୁ କରିଛି। ଏହି ସଂସ୍ଥା ସ୍ଥାନୀୟ କେତେକ ଯୁବକଯୁବତୀଙ୍କ ଠାରୁ ୫ରୁ ୧୦ହଜାର ଟଙ୍କା ଲେଖାଏଁ ସିକ୍ୟୁରିଟି ଆକା‌ରରେ ନେଇ ସେମାନଙ୍କୁ ଚାକିରି ଦେଇଥିଲା। ହେଲେ ଏହା ଠକ ସଂସ୍ଥା ବୋଲି ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକ ଯୁବତୀମାନେ ଫୁଲବାଣୀ ଟାଉନ୍‌ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ଅନୁସାରେ ଏହି ସଂସ୍ଥା କନ୍ଧମାଳ ଜିଲ୍ଲାର ଫୁଲବାଣୀ, ବାଲିଗୁଡ଼ା, ଟିକାବାଲି ଓ ଖଜୁରୀପଡ଼ାରେ ୪ଟି ଅଫିସ୍ ଖୋଲି ଲୋକଙ୍କୁ ଋଣ ଦେବା ନାମରେ ଜଣକ ପିଛା ୫ ଶହ ଟଙ୍କା ଆଦାୟ କରିଥିଲା। ଜିଲ୍ଲାରେ ୩୫୦ରୁ ଊର୍ଦ୍ଧ୍ବ ଗ୍ରୁପ୍‌ (ଗୋଟିଏ ଗ୍ରୁପ୍‌ରେ ୬/୭ଜଣ) ଲୋକଙ୍କଠାରୁ ଉକ୍ତ ସଂସ୍ଥାର କର୍ମଚାରୀଙ୍କ ମାଧ୍ୟମରେ ୧୩ ଲକ୍ଷ ଟଙ୍କା ଠକି ନେଇଛନ୍ତି। ବିଶେଷକରି ଏହି ସଂସ୍ଥା ମହିଳା ଗ୍ରୁପ୍‌ଙ୍କୁ ଟାର୍ଗେଟ୍‌ କରି ସେମାନଙ୍କ ମନରେ ବିଶ୍ବାସ ଜନ୍ମାଇ ୫୦୦ ଟଙ୍କା ଲେଖାଏଁ ଆଦାୟ କରିଛି। ‌ତେବେ ଟଙ୍କା ନେଇଗଲା ପରେ ଏହି ଠକ ସଂସ୍ଥା ପାର୍‌ ହୋଇଯାଇଛି। ଏହି ସଂସ୍ଥାରେ ଚାକିରି କରୁଥିବା ଖଗେଶ୍ବରୀ ସାହାଣୀ, ମାଣିକ ଦିଗାଲ, ପ୍ରମୋଦିନୀ ସାହାଣୀ, ଦେବାଶିଷ ସାହାଣୀ, ଶୁଭମ କୁମାର ସେଠୀ, ଜିତୁ ନାୟକ ଓ ଶରତ ଚନ୍ଦ୍ର ଦିଗାଲ ପ୍ରମୁଖ ଫୁଲବାଣୀ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହି ଠକସଂସ୍ଥାର ମାଲିକଙ୍କୁ ଗିରଫ କରିବା ସହ ସେମାନଙ୍କ ଟଙ୍କା ଫେରାଇବାକୁ ଉକ୍ତ କମ୍ପାନିର କର୍ମଚାରୀ ଖଗେଶ୍ବରୀ ସାହାଣି ଦାବି କରିଛନ୍ତି। ଏତଲା ଆଧାରରେ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଛି ବୋଲି ଟାଉନ ଥାନାଧିକାରୀ ସୁଶାନ୍ତ ସେଠୀ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like