-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ରାଜ୍ୟ

ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି

04-May-2026



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ପାଟଣାର ଇଷ୍ଟଦେବୀ ମାଁ ପଟେଣେଶ୍ୱରୀ ଦେବୀଙ୍କ ୧୫୦ ବର୍ଷ ପୁର୍ତ୍ତି ଅବସରରେ ବିଭିନ୍ନ ମନ୍ଦିରର ପରିକ୍ରମା ପ୍ରକଳ୍ପ କାମ ସମ୍ପୁର୍ଣ୍ଣ ହୋଇନଥିବାରୁ ଏ ନେଇ ଦେବାଳୟ ଐତିହ୍ୟ ସୁରକ୍ଷା କମିଟି ଶନିବାର ଦିନ ସନ୍ଧ୍ୟା ସମୟରେ ମନ୍ଦିର ପ୍ରାଙ୍ଗଣରେ ପ୍ରଶାନ୍ତ ମହାକୁରଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଥିଲା । ପରିଚାଳନା କରିଥିଲେ ଅର୍ଜୁନ ସାହୁ । ଏ ନେଇ ମନ୍ଦିରର ପୂଜକ ମଧୁସୁଦନ ଦିସ୍ରୀ କମିଟି ସହ ଆଲୋଚନା କରିଥିଲେ । ମାଁ ଙ୍କ ପ୍ରତିମୁର୍ତ୍ତିରେ ନିର୍ମାଣ ହୋଇଥିବା ପରଭା ୧୯୯୩ ରେ ନିର୍ମାଣ ହୋଇଥିବା ମାଁ ଙ୍କ ପରଭା ଫାଟ ଫାଟ ସୃଷ୍ଟି ହୋଇଛି । ଏହା ମାଁ ଙ୍କ ପ୍ରତିମୁର୍ତ୍ତିରେ ଚୁନ ପଥର ପଡୁଛି । ଗମ୍ଭିରା ଘର ମୁଖ୍ୟ ଗେଟ ଭାଙ୍ଗି ଯାଇଛି । ଏ ନେଇ ବାରମ୍ବାର ପ୍ରଶାସନକୁ ଜଣାଇଲେ ମଧ୍ୟ କିଛି କାର୍ଯ୍ୟକାରୀ ହୋଇନାହିଁ । ଦେବାଳୟ ଐତିହ୍ୟ

ସୁରକ୍ଷା କମିଟି ମାଁ ଙ୍କ ଆଜ୍ଞା ମାଗି ମନ୍ଦିର ଦ୍ୱାରରେ ଟିଖିନିଖି ତଦାରଖ କରିଥିଲେ । ଆଗାମୀ ଦିନରେ ଉପମୁଖ୍ୟମନ୍ତ୍ରୀ ଓ ବଲାଙ୍ଗିର ବିଧାୟକ ଏବଂ ଦେବୋତ୍ତର ବିଭାଗ ସହ ଆଲୋଚନା କରିବେ ବୋଲି ନିଷ୍ପତ୍ତି ନେଇଥିଲେ । ପାଟଣେଶ୍ୱରୀ ମହୋତ୍ସବରେ ଆୟ ବ୍ୟୟ ପଠନ ହୋଇଥିଲା । ଜୟ କୁମାର ଆଚାର୍ଯ୍ୟ ସ୍ମରଣିକା କମିଟିର ଆଗାମୀ ମାସରେ ଏହା ବିଭିନ୍ନ ସ୍କୁଲ, କଲେଜ ଓ ଲାଇବ୍ରେରୀ କୁ ଅର୍ପଣ କରାଯିବ ବୋଲି କହିଥିଲେ । ଏଥିରେ କବିରାଜ ଭୋଇ, ରିଣ୍ଟୁ ସାହୁ, ସଂଜୟ ବିଶ୍ୱାଲ ଓ ଧନ୍ୟବାଦ ଅର୍ପଣ କରିଥିଲେ ଭବାନୀ ଶଙ୍କର ଭୋଇ । ରାଜ୍ୟ ସରକାରଙ୍କୁ ଏ ନେଇ ରାଜ୍ୟ ସରକାରକୁ ଏକ ଦାବିପତ୍ର ଦେଇ ସ୍ୱତନ୍ତ୍ର ଅନୁଦାନ ଦେବା ପାଇଁ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like