-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା

04-May-2026



ବରଗଡ଼/ବରପାଲି(ତୁଳସୀ ଚରଣ ଦାଶ): ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟର ଛାତ୍ରୀ ମାନଙ୍କ ସଫଳତା ପାଇଁ ଏକ ସମ୍ବର୍ଦ୍ଧନା ଉତ୍ସବ ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାଶଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ଓଡ଼ିଆ ବିଭାଗର ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁଙ୍କ ପରିଚାଳନା ସଭାରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେଇ ଛାତ୍ରୀ ମାନଙ୍କୁ ଶୁଭେଚ୍ଛା ପ୍ରଦାନ କରିବା ସହ ପୁଷ୍ପଗୁଚ୍ଛ ଓ ମିଷ୍ଟାନ୍ନ ବଣ୍ଟନକରି ଖୁସିର ମୁହର୍ତ୍ତକୁ ଦ୍ବିଗୁଣିତ କରିଥିଲେ। ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ଯ ସ୍ନାତକ କଳା ଅନ୍ତିମ ବର୍ଷରେ ଛାତ୍ରୀଙ୍କ ସଫଳତା ସବୁଠୁ ଆଗରେ ରହିଛି।ମହିଳା ମହାବିଦ୍ୟାଳୟର ୮ ଜଣ ଛାତ୍ରୀ ଶ୍ରେଷ୍ଠ ଦଶ ଜଣଙ୍କ ମଧ୍ୟରେ ସ୍ଥାନ ହାସଲ କରିଛନ୍ତି।
ରାଜନୀତି ବିଜ୍ଞାନ ବିଭାଗରେ ଯାଜ୍ଞସେନୀ ମହାକୁର ୮.୯୦ ସିଜିପିଏ ରଖି ଶ୍ରେଷ୍ଠ ଦଶ ଜଣଙ୍କ ମଧ୍ୟରେ ପ୍ରଥମ ହୋଇଥିବା ବେଳେ ହିନ୍ଦୀ ବିଭାଗରୁ ପାୟଲ ମେହେର ୮.୯୧ ସିଜିପିଏ ରଖି (ଦ୍ଵିତୀୟ), ଶିକ୍ଷା ବିଭାଗରୁ ସ୍ନେହା ରାଣୀ ସାହୁ  ୯.୦୩ ସିଜିପିଏ (ତୃତୀୟ),ଇତିହାସ ବିଭାଗରୁ ନନ୍ଦିନୀ ଗହୀର ୮.୯୮ ସିଜିପିଏ( ଚତୁର୍ଥ) ,ହିନ୍ଦୀ ବିଭାଗରୁ ଶ୍ରାବଣୀ ମେହେର ୮.୭୭ ସିଜିପିଏ (ଚତୁର୍ଥ),ହରିପ୍ରିୟା ସାହୁ
୮.୭୦ ସିଜିପିଏ( ଷଷ୍ଠ),ସ୍ମୃତି ସ୍ନିଗ୍ଧା ପାଣିଗ୍ରାହୀ ୮.୬୯ ସିଜିପିଏ(ସପ୍ତମ) ରଖି ଥିବା ବେଳେ  ଓଡ଼ିଆ ବିଭାଗରୁ ସ୍ବିଟି ବାରିକ
 ୮.୬୪ ସିଜିପିଏ ରଖି ( ଦଶମ) ସ୍ଥାନରେ ଅଛନ୍ତି। ଏ ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରୀମାନେ ସାମିଲ ହୋଇଥିଲେ। 
        --------×××--------


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like