-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -

04-May-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ପ୍ରଥମେ ସୋନପୁରର ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ମନ୍ଦିର ପରେ ପାତାଳୀ ଶ୍ରୀକ୍ଷେତ୍ର ଏବଂ ମା ମେଟାକାନୀ ଙ୍କ ମନ୍ଦିର ଦର୍ଶନ କରିଥିଲେ । ପରେ ସର୍କିଟ ହାଉସ ଠାରେ ଦଳୀୟ କର୍ମୀଙ୍କ ସହ ସାକ୍ଷାତ ଓ ଆଲୋଚନା କରିଥିଲେ । ଏହି ଅବସରରେ ସମ୍ମିଳନୀ କକ୍ଷରେ ମନ୍ତ୍ରୀ ଡ଼. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ସହରର ବିଭିନ୍ନ ସଂଗଠନ ପକ୍ଷରୁ ସହରର ବିଭିନ୍ନ ସମସ୍ୟା ତଥା ବିକାଶ ପାଇଁ ଦାବୀ ଉପସ୍ଥାପନ କରାଯାଇଥିଲା । ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ନଗର ଉନ୍ନୟନ ବିଭାଗ ର ସୋନପୁର ପୌରପରିଷଦ, ବିନିକା ଓ ତରଭା ଏନଏସି ର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ । ସହରାଞ୍ଚଳ ବିକାଶ ପାଇଁ ଆମ ସରକାର ସଂକଳ୍ପବଦ୍ଧ ବୋଲି କହିଥିଲେ। ଓ ସ୍ଵଚ୍ଛ ପାଣି, ସ୍ଵରେଜ ସିଷ୍ଟମ, ନୂତନ ଏନଏସି ର ରୂପରେଖ ଉପରେ, ସହରର ଆଲୋକୀ କରଣ, ସୌନ୍ଦର୍ଯ୍ୟକରଣ ପୋଖରୀ ଗୁଡିକର ପୁନରୁଦ୍ଧାର ଉପରେ ସହରୀ ବିକାଶ ଯୋଜନ ଉପରେ ଗୁରୁତ୍ୱ ଦେଇ ସମୀକ୍ଷା କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସହରାଞ୍ଚଳର ଅସମ୍ପୂର୍ଣ୍ଣ ପ୍ରକଳ୍ପ ଗୁଡିକ ଧାର୍ଯ୍ୟ ସମୟରେ ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅପରାହ୍ନ ରେ ସୋନପୁର ପୌରପରିଷଦ ଠାରେ ନୂତନ କୋଠାର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ ତେଲ ନଦୀ କୂଳ ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ, ରୟାଲ ପଡ଼ିଆ ଉନ୍ନତୀ କରଣ ଏବଂ ୱାର୍ଡ ନଂ ୧୪ ଠାରେ ବହୁମୁଖି ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେହିପରି ନୂତନ ଏନଏସି ବୀରମହାରାଜପୁର ଠାରେ ଅସ୍ଥାୟୀ କାର୍ଯ୍ୟାଳୟ ର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ବୀରମହାରାଜପୁର ବିଧାୟକ, ରଘୁନାଥ ଜଗଦଲା, ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝି, ବୀରମହାରାଜପୁର ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର, ସାଂସଦ ପ୍ରତିନିଧି ସାନନ୍ଦ ମେହେର, ବୀରମହାରାଜପୁର ବିଡ଼ିଓ, ପୌରପରିଷଦ ଅଧ୍ୟକ୍ଷା, ତାମସୀ ତାମସ୍ମିତା ନାଏକ, ସୋନପୁର ପୌରପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଋଷି ମାଝି, ବିନିକା ଏନଏସି ଅଧିକାରୀ ମାନସ ଭୋଇ, ତରଭା ଏନଏସି ଅଧିକାରୀ ଲକ୍ଷ୍ମୀକାନ୍ତ ମଲ୍ଲିକ ସମେତ ପୌରପରିଷଦ ଓ ଏନଏସି କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like