-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ

05-May-2026



କଟକ (ତପନ ମହାନ୍ତି) କଟକ ଜିଲ୍ଳା ବିପର୍ଯ୍ୟୟ ପରିଚାଳନା ସମିତି ପକ୍ଷରୁ ସନ୍ତରଣ ଏବଂ ବୁଡିବାରୁ ରକ୍ଷା ପାଇବା କୌଶଳ ସମ୍ବନ୍ଧୀୟ ତାଲିମ ଶିବିର ଆଜି ଉଦଘାଟିତ ହୋଇଯାଇଛି । ମୁଣ୍ଡଳିସ୍ଥିତ ଏନଡିଆରଏଫ କ୍ୟାମ୍ପସଠାରେ ଏହି ତାଲିମ ଶିବିର ଆୟୋଜିତ ହେଉଛି । ଏହି ପ୍ରଶିକ୍ଷଣ ଶିବିରରେ ବିଭିନ୍ନ ବିଦ୍ୟାଳୟ ତଥା ମହାବିଦ୍ୟାଳୟର ୧୪ ବର୍ଷରୁ ଉର୍ଦ୍ଧ୍ୱ

ଛାତ୍ରଛାତ୍ରୀଙ୍କୁ ତାଲିମ ପ୍ରଦାନ କରାଯାଉଅଛି । ଛାତ୍ର ଓ ଛାତ୍ରୀଭାନଙ୍କୁ ପୃଥକ୍ ପୃଥକ୍ ଗୃପରେ ବିଭକ୍ତ କରଯାଇ ତାଲିମ ପ୍ରଦାନ କରାଯାଉଛି । ପ୍ରତ୍ୟେକ ଗୃପ୍‌ରେ ପ୍ରାୟ ୪୦ ଜଣ ଲେଖାଏଁ ଛାତ୍ର/ଛାତ୍ରୀ ପ୍ରଶିକ୍ଷଣ ଗ୍ରହଣ କରୁଛନ୍ତି । ପ୍ରତ୍ୟେକ ଗୃପକୁ ୬ ଦିନ ଲେଖାଏଁ ସନ୍ତରଣ ତାଲିମ ପ୍ରଦାନ କରାଯିବ । ପ୍ରଶିକ୍ଷଣ ସମୟରେ ଅଂଶଗ୍ରହଣକାରୀମାନଙ୍କ ପାଇଁ ମାଗଣାରେ ଖାଦ୍ୟ ଓ ରହିବା ନିମନ୍ତେ ବ୍ୟବସ୍ଥା କରାଯାଇଛି । ଏନଡିଆରଏଫର ତାଲିମପ୍ରାପ୍ତ ପ୍ରଶିକ୍ଷକମାନେ ଏହି ତାଲିମ

ପ୍ରଦାନ କରୁଛନ୍ତି । ଛାତ୍ରଛାତ୍ରୀମାନେ ସନ୍ତରଣ ସମୟରେ ନିଜ ଆତ୍ମରକ୍ଷା କରିପାରିବା ସହ ବିପର୍ଯ୍ୟୟ ସମୟରେ ଅନ୍ୟକୁ କିପରି ସହାୟତା କରିପାରିବେ ସେ ସମ୍ପର୍କରେ ମଧ୍ୟ ପ୍ରଶିକ୍ଷଣ ଗ୍ରହଣ ଦିଆଯାଉଛି । ଆଜିର ଉଦଘାଟନୀ ଦିବସରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ପୁଷ୍ପଶ୍ରୀ ସାଣ୍ଡିିଲ, ଡେପୁଟି କମାଣ୍ଡାଂଟ ଶ୍ରୀ ପ୍ରବୀଣ ଚୌହାନ, ମୁଖ୍ୟ ମେଡିକାଲ ଅଫିସର ଡକ୍ଟର ନବୀନ୍ କୁମାର, ସବ ଇନସପେକ୍ଟର ବାହାଦୁର ସିଂ ପ୍ରମୁଖ ଉପସ୍ଥିତ ଥିଲେ । ଜୁନ୍ ମାସ ୧୨ ତାରିଖ ପର୍ଯ୍ୟନ୍ତ ଏହି ତାଲିମ ଶିବିର ଚାଲିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like