-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ

05-May-2026



କଟକ (ତପନ ମହାନ୍ତି): ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ବୃଦ୍ଧଙ୍କ ଜୀବନ ଚାଲିଯାଇଛି। ଅଧାଘଣ୍ଟା ଧରି ବୃଦ୍ଧ ଜଣକ ପଡି ରହି ଥିଲେ ମଧ୍ୟ ଡାକ୍ତର ଦେଖା ମିଳିନଥିଲା। ଚିକିତ୍ସା ନପାଇ ଯନ୍ତ୍ରଣାରେ ଛଟପଟ ହୋଇ ବୃଦ୍ଧ ଜଣକର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଏହାକୁ ନେଇ ରୋଗୀ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖୁବାକୁ ମିଳିଛି। ସୂଚନା ଅନୁଯାୟୀ, ଆଜମା ରୋଗରେ ଆକ୍ରାନ୍ତ ଥ‌ିବା କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଚାନ୍ଦୋଳ ଅଞ୍ଚଳର ପ୍ରଶାନ୍ତ କୁମାର ସ୍ବାଇଁ (୫୫) ପରାମର୍ଶ ଲାଗି ଏସସିବିକୁ ଆସିଥାନ୍ତି। ଡାକ୍ତରଙ୍କ ଅନୁଯାୟୀ ଏସସିବିରୁ ଔଷଧ ନେଇ ନିୟମିତ ଖାଉଥିଲେ। ସୋମବାର ଡାକ୍ତରଙ୍କ ପରାମର୍ଶ ନେବା ଲାଗି କେନ୍ଦ୍ରାପଡ଼ାରୁ କଟକ ଆସିଥିଲୋ ଡାକ୍ତର ଦେଖାଇବା ପରେ ଅପରାହ୍ନ ପ୍ରାୟ ୪ଟା ବେଳେ ନିରାମୟ କେନ୍ଦ୍ରରେ ଔଷଧ ଲାଗି ଧାଡ଼ିରେ ଛିଡ଼ା ହୋଇଥିଲୋ ହଠାତ ତାଙ୍କ ମୁଣ୍ଡ ବୁଲାଇଥିଲା| ଏ ସଂକ୍ରାନ୍ତରେ ଫୋନ କରି ତାଙ୍କ ଝିଅ ହିରଣ୍ମୟୀ ସ୍ବାଇଁଙ୍କୁ ଜଣାଇଥିଲୋ ଏହାର କିଛି ସମୟ ପରେ ପ୍ରଶାନ୍ତ ତଳେ ପଡ଼ିଯାଇଥିଲେ ସେଠାରେ ଉପସ୍ଥିତ ଥିବା ଲୋକେ ତାଙ୍କୁ କାଜୁଆଲିଟିକୁ ନେଇଯାଇଥିଲେ। ପାଖାପାଖୂ ଅଧଘଣ୍ଟା ଧରି ଯନ୍ତ୍ରଣାରେ ଛଟପଟ ହୋଇଥିଲେ ମଧ୍ୟ ଡାକ୍ତର ଚିକିତ୍ସା କରିବାକୁ ଆସିନଥିଲେ । ଡାକ୍ତର  ପରେ ପହଞ୍ଚି   ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଝିଅ ହିରଣ୍ମୟୀ ସ୍ବାଇଁ, ପୁତୁରା ସ୍ମୃତି ରଞ୍ଜନ ସ୍ବାଇଁ ଏବଂ ଅନ୍ୟ ସମ୍ପର୍କୀୟ ମାନେ ପହଞ୍ଚୁ ଥିଲେ। ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଡାକ୍ତର ଓ କର୍ମଚାରୀ ଙ୍କ ସ‌ହ କଥା କଟାକଟି ମଧ୍ୟ ହୋଇଥିଲା। ଅନେକ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ସନ୍ଧ୍ୟା ହୋଇ ଯିବାରୁ ଶବ ବ୍ୟବଚ୍ଛେଦ ଅସମ୍ଭବ ହୋଇଥିଲା। ତେଣୁ ମଙ୍ଗଳବାର ଶବ ବ୍ୟବଚ୍ଛେଦ କରାଯିବ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like