-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||     

HOME   ଜିଲ୍ଲା

କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ

05-May-2026



ବରପାଲି - (ସୁଦାମ ଦୀପ) 
ବରଗଡ଼ ଜିଲ୍ଲା ବରପାଲି ବ୍ଲକ କୁମ୍ଭାରୀ ଧାନ ମଣ୍ଡିରେ ଗୁଣନିଧି ପଧାନ ଙ୍କ ସଭାପତିତ୍ୱ ରେ ଚାଷୀ ସଚେତନତା ସମାବେଶ ଅନୁଷ୍ଠିତ ହୋଇଯାଇଛି। କୁମ୍ଭାରୀ ମଣ୍ଡିରେ ତିନିବର୍ଷ ପୂର୍ବରୁ କୌଣସି ବିଶେଷ ସୁବିଧା ନ ଥିଲା। ଦଲାଲ ମାନଙ୍କ ଦ୍ୱାରା ଚାଷୀମାନଙ୍କୁ ଆର୍ଥିକ ଶୋଷଣ ହେବା ସହିତ ଧାନ ବିକ୍ରି ପାଇଁ ଅନେକ ସମସ୍ୟା ଭୋଗିବାକୁ ପଡୁଥିଲା। ଚାଷୀମାନେ ଏକତ୍ରିତ ହୋଇ ଅନେକ ଆଲୋଚନା ପର୍ଯ୍ୟାଲୋଚନା ପରେ କୃଷକ କମିଟି ଗଠନ କରି ସମସ୍ତେ ଦଲାଲ ମୁକ୍ତ ଆଦର୍ଶ ମଣ୍ଡି ଗଢ଼ିତୋଳିବା ପାଇଁ ସଂକଳ୍ପ ନେଇଥିଲେ। ବର୍ତ୍ତମାନ ଟୋକନ ଲାପ୍ସ ହେବା, ଧାନ ବିକ୍ରୀରୁ ବଞ୍ଚିତ ହେବା ଘଟଣା ଆଉ ମଣ୍ଡିରେ ଦେଖିବାକୁ ମିଳୁନାହିଁ। କୌଣସି ଗୋଟିଏ ଚାଷୀର ଅସୁବିଧା ହେଲେ ସଂଗଠନ ତୁରନ୍ତ ସମାଧାନ ପାଇଁ ପଦକ୍ଷେପ ନେଉଛି । ସେଥିପାଇଁ ଏତେ ବଡ ମଣ୍ଡିରେ ଯେଉଁଠି ୪୦ ହଜାର ରୁ ଉର୍ଦ୍ଧ୍ୱ କ୍ୟୁଣ୍ଟାଲ ଧାନ ବିକ୍ରି କରୁଛନ୍ତି ହେଲେ ଅସନ୍ତୋଷ୍ଟ ପରିଲକ୍ଷିତ ହେଉନାହିଁ। ତଥାପି ମଣ୍ଡିରେ ଅନେକ ସମସ୍ୟା ଥିବା ବୈଠକ ରେ ଆଲୋଚନା ହୋଇଥିଲା। ମଣ୍ଡିରେ ପାଚେରୀ ନାହିଁ ଏବଂ ଆବଶ୍ୟକ ଧାନ ରଖିବା ପାଇଁ କଭରସେଟ, ପିଣ୍ଢୀ ବା ଗୋଦାମ ଗୃହ ନାହିଁ ଫଳରେ ଧାନ ଅସଂରକ୍ଷିତ ଭାବରେ ପଢୁଛି ଏବଂ ବର୍ଷା ହେଲେ ନଷ୍ଟ ହେବାର ଅନେକ ସମ୍ଭାବନା ଥାଏ।ମଣ୍ଡି ଚଳିତ ବର୍ଷ କିଛି କାମ ଆସିଅଛି ଏବଂ ତାହା ନିର୍ମାଣ ଧାନ ଅବସ୍ଥାରେ ଅଛି। ରବି ଋତୁ ଧାନ କେମିତି ଓ କିପରି ସୁରୁଖୁରୁରେ ବିକ୍ରି କରିପାରିବେ ସେହି ପ୍ରସଙ୍ଗରେ ଆଲୋଚନା ହେଲେ। ଏହି ସଭାରେ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ସୁରେଶ ନିକେଣ୍ଟି, ବରପାଲି କୃଷକ ସଂଗଠନ ସଭାପତି କାରଣ ସାହୁ, ତୁଳଣ୍ଡି ମଣ୍ଡିର ସଭାପତି ବନବାସ ପଧାନ ସମେତ ଗ୍ରାମର ତେଜରାଜ ବେହେରା, କୃଷ୍ଣଚନ୍ଦ୍ର ଭୋଇ, ଜୟପ୍ରତାବ ସାହୁ, ଡମ୍ବରୁଧର ପଧାନ, ମାଖନୁ ସାହୁ, ହୃଷିକେଶ ବାରିକ, ନିରଞ୍ଜନ ସାହୁ, ବିଦ୍ୟାଧର ସାହୁ, ଆଲ୍ଲାଦିନୀ ମାଝୀ, ସୋମନାଥ ପଧାନ, ଘନ ସାହୁ, ଡୋଳାମଣି ସାହୁ ଏବଂ ରାଧେଶ୍ୟାମ ନାୟକ ସମେତ ଶହଶହ ଚାଷୀ ବୈଠକରେ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026

You Might Also Like