-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

ଜବରଦଖଲକାରୀଙ୍କ କବଜାକୁ ଚାଲିଯାଉଛି  ବନମାଳୀପୁର ବିମାନ ଅବତରଣ ପଡିଆ, ପ୍ରଶାସନ ନୀରବ

12-Oct-2020



ଖଣ୍ଡପଡ଼ା,12/10(Pradip Panda)- ନୟାଗଡ ଜିଲ୍ଲା ପ୍ରଶାସନର ସ୍ଥାଣୁତା ସାଙ୍ଗକୁ ଖଣ୍ଡପଡା ତହସିଲ ପ୍ରଶାସନର ଅଣଦେଖା ଯୋଗୁଁ ବନମାଳୀପୁର ବିମାନ ଅବତରଣ ପଡିଆ ସମୟାନୁକ୍ରମେ ଜବରଦଖଲକାରୀଙ୍କ କବଜାକୁ ଚାଲିଯାଉଥିବା ଜଣାପଡିଛି । ଉକ୍ତ ପଡିଆର ଚତୁଃପାଶ୍ୱର୍ରେ ଏବେ ଜବରଦଖଲକାରୀମାନେ ଅନଧିକାର ଭାବେ ବାସଗୃହ ନିର୍ମାଣ କରି ବସବାସ କରୁଥିବା ଅଭିଯୋଗ ହେଉଛି । ସେହିପରି ପଡିଆର କିଛି ଅଂଶରେ ବାଲି ଓ ପଥର ମାଫିଆମାନେ ବାଲି, ପଥର ଗଦାକରି ରଖିଥିବାବେଳେ କେତେକ ସ୍ଥାନରେ ମାଟି ଇଟାଭାଟି ପୋଡା ଚାଲିଥିବା ଜଣାପଡିଛି । ପୁଣି ପଡିଆର କିଛି ଅଂଶରୁ ମାଟି ତାଡି ଅନ୍ୟତ୍ର ଚୋରାରେ ଚାଲାଣ ହେଉଥିବା ଅଭିଯୋଗ ହେଉଛି । ଖଣ୍ଡପଡା ତହସିଲ କାର୍ଯ୍ୟାଳୟ ଅଧିନସ୍ଥ ବନମାଳୀପୁର ରାଜସ୍ୱ ନୀରିକ୍ଷକଙ୍କ କାର୍ଯ୍ୟାଳୟ ଅଧିନରେ ଥିବା ଏହି ବିମାନ ଅବତରଣ ପଡିଆଟି ରାଜରାଜୁଡା ଅମଳର ସ୍ୱାକ୍ଷର ବହନ କରୁଥିବାବେଳେ ଏହାର ରକ୍ଷଣାବେକ୍ଷଣ ଦିଗରେ ପ୍ରଶାସନ ନତୁବା ରାଜ୍ୟ ସରକାର ଆଦୈା ଧ୍ୟାନ ଦେଉନଥିବା ଅଭିଯୋଗ ହେଉଛି । ଫଳରେ ଏହାର ସୁଯୋଗ ନେଇ ଅସାମାଜିକ ବ୍ୟକ୍ତିବିଶେଷ ଓ ସ୍ଥାନୀୟ ଅଂଚଳର ପ୍ରଭାବଶାଳୀ ବ୍ୟକ୍ତିମାନେ ନୟାଗଡ ଜିଲ୍ଲାର ଏକମାତ୍ର ବିମାନ ଅବତରଣ ପଡିଆକୁ ନିଜ ନିଜର ପୈତୃକ ସମ୍ପତି ପରି ବ୍ୟବହାର କରୁଥିବା ନେଇ ସାଧାରଣରେ ଆଲୋଚନା ହେଉଛି । ୬୨ ଏକରରୁ ଉର୍ଦ୍ଧ ମୂଲ୍ୟବାନ ଜମି ଉପରେ ଅବସ୍ଥିତ ଏହି ଐତିହ୍ୟ ସମ୍ପନ୍ନ ବିମାନ ଅବତରଣ ପଡିଆରୁ ଜବରଦଖଲକାରୀମାନଙ୍କୁ ହଟାଯାଇ ପ୍ରଶାସନ ନିଜସ୍ୱ ନିୟନ୍ତ୍ରଣରେ ଉକ୍ତ ପଡିଆଟିକୁ ରଖିବାକୁ ଖଣ୍ଡପଡା ଅଂଚଳବାସୀ ଦାବି କରିଛନ୍ତି । ଏଥିପ୍ରତି ନୟାଗଡ ଜିଲ୍ଲାପାଳ, ରାଜସ୍ୱ ବିଭାଗ ସଚିବ ଓ ବିଭାଗୀୟ ମନ୍ତ୍ରୀ ଦୃଷ୍ଟିଦେବାକୁ ଅଂଚଳବାସୀ ଦାବି କରିଛନ୍ତି । ଖଣ୍ଡପଡା ତହସିଲ ପ୍ରଶାସନ ମଧ୍ୟ ଏଥିପ୍ରତି ଦୃଷ୍ଟିଦେବାକୁ ଦାବିହେଉଛି । ଏଥିପ୍ରତି ସେ ଦୃଷ୍ଟି ଦେବେ ବୋଲି କହିଛନ୍ତି ଖଣ୍ଡପଡା ତହସିଲଦାର ପାର୍ଥସାରଥି ହାଁସଦା ।  


 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like