-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଅପରାଧ

ବାଲିଗୁଡା:-ସଲପ ରସ ପିଆଇ ଯୁବତୀ କୁ ଦୁଷ୍କର୍ମ:ଦୁଇ ଅଭିଯୁକ୍ତ ଗିରଫ:ଡାକ୍ତରୀ ରିପୋର୍ଟ ପାଇଁ ପୋଲିସ ନାକେଦମ

07-Feb-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ପକାରୀ ପଞ୍ଚାୟତ ରେ ଘଟିଛି ଏକ ଜଘନ୍ୟକାଣ୍ଡ |ସୂଚନାନୂସାରେ ଚଳିତ ଫେବୃଆରୀ ୧ ତାରିଖ ରେ ଓସେଫ ବଡ଼ମାଝି,(23) ର ବାହାଘର ଥିଲା କିନ୍ତୁ ତା ପୂର୍ବରୁ ଗତ 29ଜାନୁଆରୀ ରେ ନିଜ ଗ୍ରାମ ର ତିନି ଜଣ ଯୁବତୀ ଙ୍କ ସହ ମିଶି ଏକ ଭୋଜି ଓ ମଦ୍ୟପାନ କରି ମଜାମସ୍ତି କରିବାକୁ କଥା ହୋଇଥିଲା ଓ ଗାଁ ରୁ 500ମିଟର ଦୂର ପେନାପେଟି ଜଙ୍ଗଲ ରେ ସନ୍ଧ୍ୟା 5 ଟା ସମୟରେ ସଲପ ତାଡି ଉକ୍ତ ତିନି ଜଣ ଯୁବତୀ ସହ ମିଶି ଓସେଫ ପିଇଥିଲା, ହେଲେ ସେଥିମଧ୍ୟରୁ ଦୁଇଜଣ ଯୁବତୀ ନିଶାସକ୍ତ ଅବସ୍ଥାରେ ଯେନତେନ ପ୍ରକାରରେ ଘରକୁ ଫେରି ଆସିଥିଲେ କିନ୍ତୁ ରହିଯାଇଥିବା ଜନୈକ ଯୁବତୀ ନିଶା ଅବସ୍ଥାରେ ଥିବା ସମୟ ରେ ଓସେଫ ନିଜର ସମ୍ପର୍କୀୟ ଭାଇ ନୀଳାମ୍ବର ବଡ଼ମାଝିଙ୍କୁ ଡାକି ସହଯୋଗ କରିବାକୁ କହିଥିଲେ ଏବଂ  ଓସେଫ, ନୀଳାମ୍ବର ଦୁହେଁ ମିଶି ଦୁଷ୍କର୍ମ କରିଥିଲେ |ଫଳରେ ଦୁଷ୍କର୍ମ କଥାଟି ପରିବାର ଲୋକ ଜାଣିବା ପରେ ପ୍ରଥମେ ନୀଳାମ୍ବର ର ପରିବାର କୁ ଜଣାଇଥିଲେ ଓ ଗ୍ରାମ ରେ ବିଚାର ବିମର୍ଶ ପରେ କୌଣସି ସମାଧାନ ନ ହେବାରୁ ବାଧ୍ୟ ହୋଇ ପୀଡିତା ପରିବାର କୋଟଗଡ ଥାନା ର ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଥିଲେ ଏବଂ ଅଭିଯୋଗ ଆଧାର ରେ କୋଟଗଡ ଥାନା ଅଧିକାରୀ ଅଲେଖ ଗରଡିଆ, କେସ ନଂ -5/21ପ୍ରକାରେ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତ ଙ୍କୁ ଗିରଫ କରିଥିବା କହିଛନ୍ତି, ହେଲେ ଥାନା ରେ ମାମଲା ରୁଜୁ ହେବା ପରେ ପୀଡିତାଙ୍କୁ ନେଇ ଡାକ୍ତର ରିପୋର୍ଟ ପାଇଁ ପୁଲିସ କୁ 3ଦିନ ନାକେଦମ ହବାକୁ ପଡ଼ିଥିବା ଜଣାପଡିଛି l କାରଣ ପ୍ରଥମେ କୋଟଗଡ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ସେଠାରୁ ତୁମୁଡିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ବାଲିଗୁଡା ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଓ ସେଠାରୁ ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଫୁଲବାଣୀ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ର ଯିବା ପରେ ଡାକ୍ତରୀ ରିପୋର୍ଟ ମିଳିଥିଲା କିନ୍ତୁ ଜଣେ ପୀଡିତା ର ଡାକ୍ତର ରିପୋର୍ଟ ପାଇଁ ବାରଦୁଆର ଶୁଣ୍ଢୀପିଣ୍ଡା କରାଯାଏ ତାହେଲେ ଦୁଷ୍କର୍ମ ର ତଥ୍ୟ ତଦନ୍ତ ବାଟବଣା ସମ୍ଭାବନା କୁ କେତେ ଦୂର ଏଡାଇହେବ  ଓ ପୀଡିତା ନ୍ୟାୟ ପାଇବ ତ? ଯଦି ପୁଲିସ ଅଧିକାରୀ ପୀଡ଼ିତାକୁ ନେଇ ଡାକ୍ତରଖାନା ରୁ ଡାକ୍ତରଖାନା କୁ ତିନି ଦିନ ବୁଲିବେ, ତା ହେଲେ ଯଦି କିଛି ଅସୁବିଧା ହୋଇଥାନ୍ତା ସେଥିପାଇଁ କିଏ ଦାୟୀ ହେବ ? ପୀଡିତା କୁ ଫେରାଇ ଦେଇଥିବା ଡାକ୍ତର ନା ଆଉ କିଏ ?  ବାଲିଗୁଡ଼ା ଉପଖଣ୍ଡ ଓଡ଼ିଶାର ସବୁଠାରୁ ବଡ଼ ଉପଖଣ୍ଡ ହୋଇ ଥିଲେ ମଧ୍ୟ ମହିଳା ଡାକ୍ତରଙ୍କ ଅଭାବ ହେତୁ ଏହି ଭଳି ଅସୁବିଧା ର ସମୁଖୀନ ହେବାକୁ ହେଉଛି ବୋଲି ସାଧାରଣରେ ଆଲୋଚନା ହେଉଛି। ବାଲିଗୁଡ଼ା ଉପଖଣ୍ଡ ରେ ଶାସକ, ପ୍ରଶାସନ , ବିରୋଧୀ ସମସ୍ତେ ଏଠି ଚୁପ୍ ବୋଲି ଏହି ସମସ୍ୟା ବୋଲି ବୁଦ୍ଧିଜୀବୀ ରେ ଆଲୋଚନା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like