-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ରାଜ୍ୟ

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି

05-May-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ପଶ୍ଚିମବଙ୍ଗ ଏବଂ ଆସାମରେ ବିଜେପିର ବିପୁଳ ବିଜୟ ପରେ ଏବେ ସରକାର ଗଠନ ପ୍ରକ୍ରିୟା ଜୋରଦାର ହୋଇଛି। ବିଧାୟକ ଦଳର ନେତା ଚୟନ ପାଇଁ ବିଜେପି ପକ୍ଷରୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପଶ୍ଚିମବଙ୍ଗ ପାଇଁ ବିଜେପିର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି l ସୂଚନା ଥାଉ କୀ ପଶ୍ଚିମବଙ୍ଗ ସମେତ ୫ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ଆସିଛି | ତିନୋଟି ରାଜ୍ୟରେ ବିଜେପିର ଲହରୀ ଦେଖିବାକୁ ମିଳିଛି | କିନ୍ତୁ ଏହି ନିର୍ବାଚନ ମଧ୍ୟରେ ସମସ୍ତଙ୍କ ଉତ୍କଣ୍ଠା ଥିଲା ପଶ୍ଚିମବଙ୍ଗ ନିର୍ବାଚନକୁ ନେଇ | ତେବେ ନିର୍ବାଚନ ଫଳାଫଳ ପରେ ଏବେ ପଶ୍ଚିମବଙ୍ଗରେ ବିଜେପିର କ୍ଷମତାକୁ ଆସିବା ନେଇ ସ୍ପଷ୍ଟ ହୋଇଛି | ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ରେ ବିଜେପିର ଐତିହାସିକ ସଫଳତା ପରେ ଏବେ ବଙ୍ଗର ମଙ୍ଗ କିଏ ସମ୍ଭାଳିବ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅମିତ ଶାହଙ୍କ ନେତୃତ୍ୱରେ ନିର୍ବାଚନ ଲଢିଥିଲା ବିଜେପି। ପ୍ରଧାନମନ୍ତ୍ରୀ ରାଜ୍ୟବ୍ୟାପୀ ଏକ ବଡ଼ ରାଲି କରିଥିଲେ। ଗତ ମାସ ଧରି, ପ୍ରଧାନମନ୍ତ୍ରୀ ମୋଦୀ ଲଗାତାର ଭାବେ ପ୍ରଚାରର ସାମିଲ ହୋଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like