-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||     

HOME   ଜିଲ୍ଲା

*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-

06-May-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅଧୀନସ୍ଥ ଗୁଜା ଗ୍ରାମରେ ଦେଶୀ ରନ୍ଧା ମହୁଲି ମଦ ଓ ଗଞ୍ଜେଇ ପରିବହନ ସମ୍ପର୍କରେ ସୋନପୁର ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏ ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ସୂଚନା ଦେଇଛନ୍ତି ଏସପି ନାରାୟଣ ନାୟକ। ଗତକାଲି ରାତି ପ୍ରାୟ ୨ଟା ବେଳେ ସୁବର୍ଣ୍ଣପୁର ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଉଲୁଣ୍ଡା ଥାନା ଆଇଆଇସି ଓ କର୍ମଚାରୀଙ୍କ ସହିତ ଗୁଜା ଗ୍ରାମରେ ଚଢାଉ କରି ଅଭିଯୁକ୍ତଙ୍କ ଅବୈଧ କବଜାରୁ ଚୋରା ଗଞ୍ଜେଇ ଜବତ କରିଥିଲେ । ଏହି ମାମଲାରେ ଏନଡିପିଏସ ଆଇନର ପ୍ରଚଳିତ ନିୟମ ଅନୁସରଣ କରି, ସାକ୍ଷୀ ଏବଂ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଲାସୀ କରାଯାଇଥିଲା ବେଳେ ମୋଟ ୦୭ ଗୋଟି ବଡ଼ ବ୍ୟାଗ ଚିହ୍ନଟ ହୋଇଥିଲା । ଉକ୍ତ ୦୭ ଗୋଟି ବଡ଼ ବ୍ୟାଗ ଖୋଲିବା ପରେ, ପଲିଥିନରେ ଗୁଡ଼ାଯାଇଥିବା ୧୬୦ଟି ଛୋଟ ପ୍ୟାକେଟରୁ ସର୍ବମୋଟ ୧ କ୍ୱିଣ୍ଟାଲ ୫୮ କେଜି ୫୦୦ ଗ୍ରାମ ଗଞ୍ଜେଇ ମିଳିଥିଲା । ସରକାରୀ ମୂଲ୍ୟ ଅନୁଯାୟୀ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୫,୮୫,୦୦୦ ଟଙ୍କା । ଏହି ମାମଲାରେ ୨ ଜଣ ଅଭିଯୁକ୍ତ ଗୁଜା ଗ୍ରାମର ଭରଦ୍ୱାଜ କର୍ଣ୍ଣ (୩୬) ଓ ଗୋପବନ୍ଧୁ କର୍ଣ୍ଣ (୩୪) ଙ୍କୁ ଗିରଫ କରାଯିବା ସହ ଉଲୁଣ୍ଡା ଥାନାରେ ଏକ ମାମଲା 80/2026 NDPS Act.ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି ଏବଂ ଗଞ୍ଜେଇର ଉତ୍ସ ଏବଂ ଅପରାଧୀମାନଙ୍କ ବିଷୟରେ ଅଧିକ ତଦନ୍ତ ଜାରି ରହିଛି । ସେଠାରେ ଦେଶୀ ରନ୍ଧା ମହୁଲି ମଦ ପ୍ରସ୍ତୁତି କରୁଥିବା ବେଳେ ଆଇଆଇସି ଉଲୁଣ୍ଡା ଥାନା କର୍ମଚାରୀଙ୍କ ସହିତ ଅବକାରୀ ବିଭାଗର ଉପସ୍ଥିତିରେ ୨୦୦ ଲିଟର ଦେଶୀ ମହୁଲି ରନ୍ଧା ମଦ ଜବତ କରିଥିଲେ ଏବଂ ପ୍ରାୟ ୫୦୦୦ ଲିଟର ମହୁଲି ପୋଚ ନଷ୍ଟ କରିଥିଲେ । ଏହି ମାମଲାରେ ଜଣେ ଅଭିଯୁକ୍ତ ଶଙ୍କର କର୍ଣ୍ଣ ଙ୍କୁ  ଅଟକ ରଖାଯାଇ ଉଲୁଣ୍ଡା ଥାନା ରେ ଆଉ ଏକ ମାମଲା 81/2026 ଓଡ଼ିଶା ଅବକାରୀ ଆଇନ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି ଏବଂ ତଦନ୍ତ ଚାଲିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026

You Might Also Like