-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

07-May-2026



ସିନାପାଲି (ଚିନ୍ତାମଣି ନେତାମ): ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜି ଗ୍ରାମରେ ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ତାଙ୍କ ସୁପୁତ୍ର ଶ୍ରୀ ଦୁର୍ଗୁ ନିଆଲଙ୍କ ବାସଭବନ ପରିସରରେ ଏକ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି।
ସିନାପାଲି ବ୍ଲକ ଯାଦବ ସମାଜର ସଭାପତି ଶ୍ରୀ ଲିଙ୍ଗରାଜ ଘିଭେଲାଙ୍କ ଆବାହକତ୍ୱରେ ଆୟୋଜିତ ଏହି ସଭାକୁ ନୂଆପଡା ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ସଭାପତି ଶ୍ରୀ ସତ୍ୟବ୍ରତ ଗହୀର ପରିଚାଳନା କରିଥିଲେ। ସର୍ବପ୍ରଥମେ ନିମନ୍ତ୍ରିତ ଅତିଥି ଓ ସାମାଜିକ ବନ୍ଧୁବାନ୍ଧବମାନେ ସ୍ବର୍ଗତ ଆତ୍ମାଦ୍ୱୟଙ୍କ ଫଟୋଚିତ୍ର ସମ୍ମୁଖରେ ଦୀପ ପ୍ରଜ୍ବଳନ କରି ଫୁଲ ଓ ଚନ୍ଦନ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ଆତ୍ମାଦ୍ୱୟଙ୍କ ଶାନ୍ତି ଓ ସଦଗତି କାମନାରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା।
ଏହି ସଭାରେ ଚାରିଗଡ଼ ଯାଦବ ସମାଜର ସଭାପତି ଶ୍ରୀ କେନୁରାମ ଯାଦବ, ସମ୍ପାଦକ ହଳଧର ଯାଦବ, ଶିକ୍ଷାବିତ ସକିତ ରତେ, ନୂଆପଡା ଜିଲ୍ଲା ଯାଦବ ସମାଜର ସମ୍ପାଦକ ଶ୍ରୀ ତ୍ରିନାଥ ପୁଞ୍ଜି, ଖଡ଼ିଆଳ ବ୍ଲକ ସଭାପତି ଶ୍ରୀ କୀର୍ତନ୍ୟ ପୋଡ଼, ଗୋକୁଳ ଭୋଇ, ରାମଚନ୍ଦ୍ର କଟା, ନିତ୍ୟାନନ୍ଦ କଟା, ଜଗଦିଶ ନାଗ, ତୁଳସୀରାମ ବାଗ, ଲୋକନାଥ ଛତ୍ରିଆ, ଠାକୁର ନାଗ, ରିଖିରାମ ବାଗଙ୍କ ସହ ସିନାପାଲି ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ଶ୍ରୀ ସୁରେଶ୍ୱର ମେହେର, ପ୍ରଦୀପ ଠାକୁର, ନାରାୟଣ ବେହେରା, ପ୍ରଭାତ କୁମାର ପାତ୍ର, ଲକ୍ଷ୍ମଣ ପ୍ରଧାନ ଓ ଧବଳେଶ୍ୱର ମେହେର ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ଆତ୍ମାଦ୍ୱୟଙ୍କ ଆଦର୍ଶ, ବନ୍ଧୁପ୍ରେମ, ସରଳତା ଓ ନିରହଂକାର ଜୀବନଶୈଳୀ ଉପରେ ସ୍ମୃତିଚାରଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like