-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ

07-May-2026



କଟକ(ତପନ ମହାନ୍ତି): ବୟାଳିଶମୌଜା କଳପଡ଼ା ବଜାରରୁ ଗତ ୨୭ତାରିଖ ସନ୍ଧ୍ୟାରୁ ଅଂଶୁମାନ ପରିଡ଼ା (୧୨) ନାମକ ନାବାଳକ ନିଖୋଜ ଥିବାବେଳେ ପୁଲିସ ଏପର୍ଯ୍ୟନ୍ତ ତାଙ୍କୁ ଖୋଜିବାରେ ସଫଳ ହୋଇପାରି ନାହିଁ। ସିସିଟିଭି ଯାଞ୍ଚ ଓ ସନ୍ଧାନୀ କୁକୁର ଦ୍ବାରା ତଦନ୍ତ ସହ ଖୋଦ ଡିସିପି ଓ ଏସିପି ବାରମ୍ବାର ଅନୁଧ୍ୟାନ କରିଥିଲେ ହେଁ ଅଂଶୁମାନଙ୍କ ସନ୍ଧାନ ମିଳିପାରି ନାହିଁ। କଳପଡ଼ା ଗ୍ରାମର ସ୍ୱର୍ଗତ ସୁରେଶ ପରିଡ଼ାଙ୍କ ପୁଅ ସପ୍ତମ ଶ୍ରେଣୀରେ ପଢ଼ୁଥିବା ଅଂଶୁମାନ ଗତ ୨୭ତାରିଖରେ ନିଖୋଜ ହୋଇଯାଇଥିଲା। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ମଧ୍ୟ ସନ୍ଧାନ ନ ମିଳିବାରୁ ତା' ପରଦିନ ୨୮ ତାରିଖରେ ନାବାଳକର ବଡ଼ବାପା ରଞ୍ଜନ ପରିଡ଼ା ଥାନାରେ ଅଭିଯୋଗ କରିଥିଲେ। ବୟାଳିଶମୌଜା ପୁଲିସ ମୁଖ୍ୟ ରାସ୍ତାରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସନ୍ଧାନୀ କୁକୁର ଆଣି ତଦନ୍ତ କରିଥିଲେ ମଧ୍ୟ କୌଣସି ସଫଳତା ମିଳିନାହିଁ । ଏପରିକି ନିଜେ ଡିସିପି ଓ ଏସିପି ଏକାଧୂକ ଥର ଘଟଣାସ୍ଥଳ ବୁଲି ଅନୁଧ୍ୟାନ

କରିଛନ୍ତି। ବୟାଳିଶମୌଜା ଥାନା ପକ୍ଷରୁ ନିଖୋଜ ପିଲାର ସୂଚନାଦାତାଙ୍କ ପାଇଁ ୫୦ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିବା ସହିତ ସୂଚନାଦାତାଙ୍କ ତଥ୍ୟ ସମ୍ପୂର୍ଣ୍ଣ ଗୋପନୀୟ ରଖାଯିବ କହି ଏକ ସୂଚନା ମଧ୍ୟ ଜାରି କରିଛି। ଅଂଶୁମାନର ବାପା ଜୀବିତ ଥିବାବେଳେ ସେମାନେ ରାଜ୍ୟ ବାହାରେ ରହୁଥିଲେ। ତେବେ ୭ମାସ ପୂର୍ବେ ବାପାଙ୍କ ମୃତ୍ୟୁ ପରେ ମା' ପୁଅ ବୟାଳିଶମୌଜା ଚାଲିଆସିଥିଲେ। ଅଂଶୁମାନ ଓ ମା' ତାଙ୍କ ବଡ଼ବାପା ଓ ବଡ଼ ମା'ଙ୍କ ସହିତ ରହୁଥିଲେ। ଅଂଶୁମାନ ଭଲଭାବେ ହିନ୍ଦୀ କହି ପାରୁଥିବାରୁ

 ବାହାରକୁ ଯିବା ତାଙ୍କ ପକ୍ଷରେ  ସହଜ ହୋଇଥିବ ବୋଲି ସ୍ଥାନୀୟ ବାସିନ୍ଦା ସନ୍ଦେହ କରୁଛନ୍ତି। ଅନ୍ୟପଟେ ଯଦି ଏହା ଅପହରଣ ତେବେ ଅପହରଣ ପଛର କାରଣ କ'ଣ? ଏଭଳି ଅନେକ ଆଶଙ୍କା ସୃଷ୍ଟି ହେଉଛି ବୟାଳିଶମୌଜା ଜନସାଧାରଣଙ୍କ ମନରେ । ତେବେ ୧୨ ବର୍ଷ ବୟସର ପିଲାଟି ଏକା କୁଆଡ଼େ ପଳାଇବ ଏକଥା ବି ଗ୍ରହଣୀୟ ନୁହେଁ। । ତେବେ ପିଲାଟି ହଜିଯିବା ଆଉ ଅପହରଣ  କଥା ଠାରୁ ଆଗକୁ ଯାଇ ପୁଲିସ ଘଟଣାକୁ ଅନ୍ୟ ଅନ୍ୟ ଦୃଷ୍ଟିରୁ ତର୍ଜମା କରିବାର ଆବଶ୍ୟକ‌ତା ରହିଛି ବୋଲି ଜଣେ ଅବସରପ୍ରାପ୍ତ ପୁଲିସ କର୍ମଚାରୀ ମତ ରଖୁଛନ୍ତି। ଛନ୍ତି । ଅନ୍ୟପଟେ ପିଲା ହଜିବା ଘଟଣାକୁ ସହଜରେ ଗ୍ରହଣ କରୁ ନ ଥିବା ବୟାଳିଶ ମୌଜା ବାସୀ ଏବଂ ବିଭିନ୍ନ  ସାମାଜିକ ସଂଗଠନ ମନରେ ଅସନ୍ତୋଷ ଦାନା ନା ବାନ୍ଧୁଛି । ଘଟଣା ପରଠାରୁ ଛୋଟ ପିଲାଙ୍କୁ ବାହାରକୁ ଛାଡ଼ିବାକୁ ସ୍ଥାନୀୟ ଲୋକେ ଭୟ କରୁଛନ୍ତି। ତେଣୁ ପିଲାଟିକୁ ଯଥାଶୀଘ୍ର ଖୋଜି ଆଣିବା ପାଇଁ ତଦନ୍ତ ତ୍ବରାନ୍ବିତ କରିବାକୁ ପୁଲିସ ମହାନିର୍ଦେଶକଙ୍କ ନିକଟରେ   ଅଞ୍ଚଳବାସୀ     ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like