-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର

07-May-2026



ବଲାଙ୍ଗୀର(ପ୍ରେରଣା ଖବର ): ଓବିସି ମଞ୍ଚ ବଲାଙ୍ଗୀରର ପ୍ରତିନିଧି ଦଳ, ସରୋଜ କୁମାର ମେଶ୍ଵା ସଂଯୋଜକ ଓବିସି ମଞ୍ଚ ବଲାଙ୍ଗିର ଙ୍କ ନେତୃତ୍ବରେ, ବଲାଙ୍ଗୀର ତହସିଲଦାରଙ୍କୁ  କେନ୍ଦ୍ର ଗୃହ ମନ୍ତ୍ରୀ ମାନନୀୟ ଅମିତ ଶାହାଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଭାରତ ସରକାର ଗତ ଜାନୁଆରୀ ମାସ ୩୦ ତାରିଖ ର କେନ୍ଦ୍ର କେବିନେଟ ନିଷ୍ପତ୍ତି କ୍ରମେ ୨୦୨୬ ଜନଗଣନା ରେ ଜାତିଭିତ୍ତିକ ଓବିସି ବର୍ଗର ଜନଗଣନା କରିବାକୁ ପ୍ରତିଶ୍ରୁତି ଦେଇଥିଲେ ତାହା ମିଥ୍ୟ ପ୍ରମାଣିତ ହୋଇଛି। ବର୍ତମାନ ର ଗୃହ ଗଣନା ଯାହା ଜନଗଣନା ର ପ୍ରଥମ ସୋପାନ, ସେଥିରେ ୩୩ ଟି ପ୍ରଶ୍ନର ଉତ୍ତର ଗୃହକର୍ତା ଦେବେ ପ୍ରଶ୍ନ ନମ୍ବର ୧୨ ରେ ଗୃହ କର୍ତା ଙ୍କ ଜାତି କଣ ବୋଲି ଏଥିରେ ଉଲ୍ଲେଖ ଅଛି, ଏଥିରେ ଏସ୍ ଟି, ଏସ୍ ସି ଏବଂ ଅନ୍ୟାନ୍ୟ ବୋଲି ସୁଚିତ ଅଛି ଯାହା ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ହୋଇ ରହିଛି।ଓବିସି ବୋଲି ପଚାରି ଥିଲେ ପରବର୍ତ୍ତୀ ସମୟରେ ଓବିସି ବର୍ଗର ଲୋକଙ୍କ ଗଣନା ହୋଇପାରିଥାନ୍ତା, କିନ୍ତୁ ସେପରି ହୋଇନାହିଁ। ସରକାର ଓବିସି ଜନସାଧାରଣଙ୍କ ସହିତ ପ୍ରତାରଣା କରୁଛି। ଏଣୁ ଓବିସି ବର୍ଗର ଲୋକମାନେ ଏହି ଜନଗଣନା କୁ ଗ୍ରହଣ କରିପାରୁନାହାନ୍ତି। ଏହି ବିଷୟରେ ଅବଗତ କରାଇବା ସହ ଏକ ଦାବିପତ୍ର କେନ୍ଦ୍ର ଗୃହ ମନ୍ତ୍ରୀ ମାନନୀୟ ଅମିତ ଶାହା ଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ସରକାର ଏହାକୁ ଲାଗୁ ନ କଲେ ଦେଶର ଅର୍ଦ୍ଧାଧିକ ଲୋକଙ୍କ ଉନ୍ନତିରେ ରେ ପ୍ରତିବନ୍ଧକ ସୃଷ୍ଟି କରାଯାଉଛି ବୋଲି ଓବିସି ମଞ୍ଚ ସଂଯୋଜକ ସରୋଜ କୁମାର ମେଶ୍ଵା ଉପସ୍ଥାପନ କରିଛନ୍ତି। ସରକାର ଆଗାମୀ ଦିନରେ ଓବିସି ବର୍ଗର ଲୋକଙ୍କ କଥା ନ ଶୁଣିଲେ ଓବିସି ମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି। ଏଥିରେ ପୁର୍ଣ୍ଣଚନ୍ଦ୍ର ବିଶ୍ବାଳ, ଆଇନଜିବୀ ଅର୍ଜୁନ ମୁଗ୍ରି, ସୁଶାନ୍ତ କୁମାର କଲତା ପ୍ରମୁଖ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like