-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l

07-May-2026



ବିନିକା(ହିମାଂଶୁ ଶେଖର ପୁଟେଲ) "ପ୍ରେମ ମାନେ ନାହିଁ ଜାତି କି ଅଜାତି l ପ୍ରେମ ମାନେ ନାହିଁ ବାଧା ବିଘ୍ନ l ସ୍ବପ୍ନ ଦେଖିଥିଲେ ଦୁହେଁ ଏକାଠି ରହିବେ l ହେଲେ ବିଧିର ବିଧାନ ଥିଲା ଅଲଗା ପ୍ରକାର l ଦୁହେଁ କେତେ ସ୍ବପ୍ନ ଦେଖିଥିଲେ ସୁନାର ସଂସାର ଗଢିବା ପାଇଁ l ହେଲେ ସବୁ ଚୁର ମାର ହୋଇଗଲା l ଘର ଓ ପରିବାର ଲୋକେ ବିବାହ ପାଇଁ ଦେଲେନାହିଁ ସ୍ୱୀକୃତି l ବରଗଛରେ ଝୁଲିଗଲେ ପ୍ରେମୀଯୁଗଳ" । ଘଟଣା ଟି ଘଟିଛି ବିନିକା ଅଞ୍ଚଳରେ ।ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗୁଲୁଣ୍ଡା ସିଲାଟି ରାସ୍ତାରେ ଏକ ବରଗଛ ଡାଳରେ ଯୁବକ ଯୁବତୀଙ୍କ ଝୁଲନ୍ତା ଶରୀର ଦେଖିବାକୁ ମିଳିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।  ପରେ ପରେ ବଲାଙ୍ଗୀରରୁ ସାଇଣ୍ଟିଫିକ୍ ଟିମ୍ ଆସି ଘଟଣା ସ୍ଥଳରେ ପହଂଚି ତନ୍ନ ତନ୍ନ କରି ଅନୁଧ୍ୟାନ କରିଥିଲେ l ପରେ ପରେ ଝିଅଙ୍କ ପରିବାର ଲୋକେ ଓ ପୁଅଙ୍କ ପରିବାର ଲୋକେ ପହଞ୍ଚିଥିଲେ।  ଯୁବକ ଜଣକ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଲଚ୍ଛିପୁର ଥାନା ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ବାଜୀଖୋଲ ଗ୍ରାମର ରିତେଶ ଝାଙ୍କର (୨୨)ଓ ଝିଅ ଜଣକ ବିନିକା ବ୍ଲକ୍ ମେଘଳା ପଞ୍ଚାୟତ କଅଁରଡେରାର ଝରଣା ଧରୁଆ(୧୪) ପିତା ଭୀମ ଧରୁଆ । ରିତେଶଙ୍କ ଗ୍ରାମ ବାଜିଖୋଲରେ ଝରଣାଙ୍କ ସମ୍ପର୍କୀୟ ଘର ଥିବାରୁ ଝରଣା ସେହି ଗାଁ କୁ ଯାଇଥିବା ବେଳେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଉଭୟ ବିବାହ ହେବାକୁ ଯାଉଥିବା ବେଳେ ଝିଅର ବୟସ କମ୍ ଥିବାରୁ ପୁଅ ଘର ରାଜି ହୋଇନଥିଲେ ତେଣୁ ଦୁଇ ପ୍ରେମୀ ଯୁଗଳ ତାମିଲନାଡୁ ପଳେଇ ଯାଇଥିଲେ । ଗତକାଲି ସେମାନେ ତାମିଲନାଡୁରୁ ଆସିଥିବାବେଳେ ପୁଅ ଘର ଲୋକ ଉଭୟଙ୍କୁ ଝିଅ ଘର ମେଘଳାକୁ  ନେଇ ଝିଅକୁ ମା ଘରେ ଛାଡିବାକୁ କହିଥିଲେ ମାତ୍ର ପ୍ରେମୀଯୁଗଳ ଏଥିରେ ରାଜି ନହୋଇ ରାତିରେ ପଳେଇ ଆସି ବରଗଛରେ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like