-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||     

HOME   ରାଜ୍ୟ

ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା

07-May-2026



ବଲାଙ୍ଗିର(ପ୍ରେରଣା ଖବର):ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ମହୀମୁଣ୍ଡା ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ଶିବ ନାରାୟଣ ସେଲମା ସର୍ବାଧିକ ନମ୍ବର ରଖି ବ୍ଲକ ସ୍ତରରେ ଟପ୍ପର ହୋଇଛନ୍ତି। ଛାତ୍ର ସେଲମା ଯାଦବ ସମାଜର ହୋଇଥିବାରୁ ପୁଇଁନ୍ତଲା ବ୍ଲକ ଯାଦବ ସମାଜ ଜାତିର ଗର୍ବ ମନେ କରି ଉତ୍ସାହିତ ହେବା ସହ ତାଙ୍କ ମହାଦେବପାଲି ସ୍ଥିତ ବାସଭବନ କୁ ଯାଇ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମାଜ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା !  ଛାତ୍ର ଶ୍ରୀମାନ ସେଲମା ଜିଲ୍ଲା ଯାଦବ ମହାସଭାର ଉପସଭାପତି ପ୍ରଦୀପ କୁମାର ସେଲମା ଓ ଶ୍ରୀମତୀ ଦୀପା ସେଲମା ଙ୍କ ସୁପୁତ୍ର ଅଟନ୍ତି।
ଏହି ସମ୍ବର୍ଦ୍ଧନା ପର୍ବରେ ବ୍ଲକ ଯାଦବ ସମାଜର ସଭାପତି ଅନିରୁଦ୍ଧ ବଗର୍ତ୍ତୀ, ସାଧାରଣ ସଂପାଦକ ଜଗନ୍ନାଥ ଚନ୍ଦନ, ଉପସଭାପତି ଚନ୍ଦ୍ର ବଦନ ବଗର୍ତ୍ତୀ, ଜିଲ୍ଲା ସହ ସଂପାଦକ ଦେବେନ୍ଦ୍ର ହାତୀ, ଯୁବ ଯାଦବ ସଂପାଦକ ସଚିତା ନନ୍ଦ ବଗର୍ତ୍ତୀ, ପିତାମ୍ବର ବାଙ୍କ, ସମ୍ପତ୍ତି ବାଗ, ରଘୁନାଥ ମଟାରୀ, ପାର୍ଥ ପୋଡ଼, ଚମ୍ପେଶ୍ୱର ବାଗଙ୍କ ସମେତ ଯାଦବ ସମାଜର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026

You Might Also Like