-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ

07-May-2026



ବରଗଡ଼(ତୁଳସୀ ଚରଣ ଦାଶ):ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ସ୍ମୃତି କମିଟି ତରଫରୁ ସ୍ଥାନୀୟ ଏ.ଇ.ମିସନ ସ୍କୁଲ ଠାରେ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ତତ୍ବାବଧାନରେ ଲୁଲୁ ରବିନ ଦାସଙ୍କ ଆବାହକତ୍ବରେ ଦଧିବାବନ ଶତପଥୀଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି। ସମ୍ପାଦକ ତୁଳସୀ ଚରଣ ଦାଶ ବିବରଣୀ ପାଠ କରିଥିଲେ। ଉପସଭାପତି ସର୍ଦ୍ଦାର ପ୍ରିତମ ସିଂହଙ୍କ ସଂଯୋଜନାରେ ଅନୁଷ୍ଠିତ ପ୍ରଥମ ପ୍ରସ୍ତୁତି ବୈଠକରେ ଆସନ୍ତା ଦେବସ୍ନାନ ପୂର୍ଣ୍ଣିମାରେ ବିଗତ ବର୍ଷ ପରି ଚଳିତ ବର୍ଷ ଜୁନ ୨୮ ରବିବାର ଦିନ ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀରେ ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ପାଳନ ପାଇଁ ନିଷ୍ପତି ନିଆଯିବାସହ ଦୁଇ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ସ୍ମୃତି ସମ୍ମାନ ପ୍ରଦାନ କରାଯିବା ସହିତ ଗୁରୁ ଭଗବାନ ସାହୁଙ୍କ ସ୍ମୃତି ରକ୍ଷା ପାଇଁ କାର୍ଯ୍ୟ କରୁଥିବା ବିଭିନ୍ନ ଅନୁଷ୍ଠାନ ମାନଙ୍କୁ ସମ୍ମାନିତ କରାଯିବ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଭଗବାନ ସାହୁଙ୍କ ଉପରେ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବାସହ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବାକୁ ନିଷ୍ପତ୍ତି ନିଆଯାଇଛି, ସଂଗଠନ ସମ୍ପାଦକ ପ୍ରଦୀପ ଦେବତା ଧନ୍ୟବାଦ ଅର୍ପଣ କରିଥିଲେ l ସହ ସମ୍ପାଦକ ଡ଼ ଯଶବୀର ସିଂ ସୈନୀ, କୋଷାଧ୍ୟକ୍ଷ ଅଚ୍ୟୁତାନନ୍ଦ ବାରିକ, ବରିଷ୍ଠ ସଦସ୍ୟ ଉଦ୍ଧବ ଚରଣ ବେହେରା, ବିମଳ କୃଷ୍ଣ ମିଶ୍ର, ମନୋରଞ୍ଜନ ମେହେର,ପଞ୍ଚାନନ ବାରିକ, ଶିବାନନ୍ଦ ମଟାରୀ, ଅରୁଣ କୁମାର ସାହୁ, ନୁରାବତି ସାହୁ,ସନ୍ତୋଶିନି ଦାଶ,ଜୟଶ୍ରୀ ପଣ୍ଡା, ସଙ୍ଗୀତା ଦିପ, ସନ୍ତୋଶିନି ନାଗ, ଯଶୋବନ୍ତି କୁଅଁର, ସାରଥି ମେହେର, ମାନସ ରଂଜନ ଦାଶ ପ୍ରମୁଖ ଯୋଗଦାନ କରି ସୁଚିନ୍ତିତ ମତାମତ ପ୍ରକାଶ କରି ବିଭିନ୍ନ ଦାୟିତ୍ୱ ନ୍ୟସ୍ତ କରାଯାଇଥିଲା।
       


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like