-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି : ସଡକ ସୁରକ୍ଷା ମାସ ପାଳିତ

07-Feb-2021



ଡୁଙ୍ଗୁରିପାଲି/ପଣ୍ଡକିଟାଲ (ପ୍ରେରଣା ଖବର)- ମାନବ ଜୀବନକୁ ସୁରକ୍ଷିତ ରଖିବାକୁ ହେଲେ ସମସ୍ତଙ୍କୁ ସଢକ ସୁରକ୍ଷା ପ୍ରତି ଯଥେଷ୍ଟ ସତର୍କତା ହେବାକୁ ପଡିବ ବୋଲି ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଣ୍ଡକିଟାଲ ଠାରେ ଜୁନିଅର ରେଡକ୍ରସ ତରଫରୁ ଅନୁଷ୍ଠିତ ହୋଇଯାଇଥିବା ସଡକ ସୁରକ୍ଷା ମାସ ପାଳନ ଅବସରରେ ବକ୍ତମାନେ ମତବ୍ୟକ୍ତ କରିଅଛନ୍ତି । କେନ୍ଦ୍ର ସରକାରଙ୍କ ସଡକ ପରିବହନ ବିଭାଗଙ୍କ ଆହ୍ୱାନ କ୍ରମେ ଏ ବର୍ଷର ଥିମ “ସଡକ ସୁରକ୍ଷା,ଜୀବନ ରକ୍ଷା” ସଂପର୍କିତ  ପ୍ଲାକାର୍ଡ ପ୍ରଦର୍ଶନ କରି ଏବଂ ସ୍ଲୋଗାନ ଦେଇ  ପଣ୍ଡକିଟାଲ ମୁଖ୍ୟ ରାସ୍ତାରେ ବିଭିନ୍ନ ବର୍ଗର ଯାତାୟତ କରୁଥିବା ପଥଚାରୀ, ଗାଡି ଡ୍ରାଇଭର ମାନଙ୍କୁ ନିଜ ଜୀବନକୁ ସୁରକ୍ଷିତ କରି ସାବଧାନତାର ସହିତ ଗାଡି ଚଳାଇ ଯାତ୍ରା କରିବାକୁ ସଚେତନ କରାଯାଇଅଛି । ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋକୁଲ ବିହାରୀ ଦାଶ ପତାକା ପ୍ରଦର୍ଶନ କରି ଏହି କାର୍ଯ୍ୟକ୍ରମକୁ  ଶୁଭାରମ୍ଭ କରିଥିଲେ । ସମ୍ମାନୀତ ଅତିଥି ଭାବରେ ସ୍ଥାନୀୟ ଡାକ୍ତର ବଳିଷ୍ଠ ପ୍ରଧାନ, ସିଆରସିସି ହାରାଧନ ବାରିକ, ଶାହାଜବାହାଲ ସ୍କୁଲର ପ୍ରଧାନ ଶିକ୍ଷକ ମେରୁଧର ପାତ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦାନ କରି ମତବ୍ୟକ୍ତ କରିଥିଲେ । ସମଗ୍ର କାର୍ଯ୍ୟକ୍ରମକୁ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପରିଚାଳନା କରିଥିଲେ । ବାଙ୍କିପାଳି ହାଇସ୍କୁଲର ଜୁନିଅର ରେଡକ୍ରସ ସାଧନ କର୍ମି ହୃଷିକେଶ ଡାଙ୍ଗ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଏହି ବ୍ଲକରେ କାର୍ଯ୍ୟରତ ଥିବା ବିଭିନ୍ନ ସ୍କୁଲର ପରାମର୍ଶଦାତା ଆକୁନ୍ଦ ସାହୁ, ରମେଶ ପଧାନ, ସଂପଦ ଖମାରି, ସୁଶିଲ ସାହୁ, ହେମ ଶାଗର ବାଗ, ସଂଚିତ କୁମାର ବାଗ, , ଗୋପେଶ ପଣ୍ଡା, ସମାଜ ସେବୀ ହଲଧର ମେହେର ଏବଂ ସୋନପୁରର ରେଡକ୍ରସ ସାଧନକର୍ମି ଚନ୍ଦ୍ର ଶେଖର ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଁଇ ଭିଡିଓ କନଫେରେନସିଂ ମାଧ୍ୟମରେ ନିଜର ଶୁଭେଚ୍ଚା ଜଣାଇଥିଲେ ।  ଶେଷରେ ବଡକର୍ଲ୍ଲେ ହାଇସ୍କୁଲର ପରାମର୍ଶଦାତା ରବିନ୍ଦ୍ରନାଥ ଦୀପ ଧନ୍ୟବାଦ ଅର୍ପଣ କରିଥିଲେ । 
            


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like