-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

ଡିଜିପି ଏବଂ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ♦️ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

08-May-2026



କଟକ(ତପନ ମହାନ୍ତି): ଭୁବନେଶ୍ବରର ବାଲିଅନ୍ତା ଅଞ୍ଚଳରେ  ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବା ସହିତ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଏଭଳି  ହତ୍ଯା ଘଟଣାର ଯେପରି ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପୁନରାବୃତ୍ତି ନହୁଏ, ସେଥ୍ପ୍ରତି ପୋଲିସ ପ୍ରଶାସନ ଓ ପୋଲିସ ବାହିନୀ ସତର୍କ ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ

କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଏହି ଘଟଣାରେ ପୋଲିସ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କୁ ଗିରଫ କରିବା ସହିତ ତା'ର ଅନୁସନ୍ଧାନ ଜାରି ରଖୁଛି। ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟ ମହିଳା  କମିଶନ ଅଧ୍ଯକ୍ଷା ଶ୍ରୀମତୀ ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି 

ଘଟଣାର ସମସ୍ତ ଦିଗ ପ୍ରତି ସଚେତନ ରହି ପ୍ରକୃତ ସତ୍ୟ ଖୋଜି ବାହାର କରିବା ପାଇଁ ଏହି ଘଟଣାରେ ଯେଉଁ ମହିଳାମାନଙ୍କ ସହିତ ଦୁବ୍ୟବହାର ହୋଇଥିବାର ଅଭିଯୋଗ ହୋଇଛି, ସେମାନଙ୍କ ସହିତ ଆଲୋଚନା କରିବାକୁ ଅଧ୍ଯକ୍ଷା ଶ୍ରୀମତୀ ମହାନ୍ତି ଶୁକ୍ରବାର ବାଲିଅନ୍ତା ଯିବେ ବୋଲି ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like