-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ♦️ ଧାରଣାରେ ବସିଲେ ୱାର୍ଡ ବାସୀ

08-May-2026



କଟକ(ତପନ ମହାନ୍ତି): ଚାଉଳିଆଗଞ୍ଜ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏ ନେଇ ଶତାଧିକ ଲୋକ ହସ୍ପିଟାଲ ଆଗରେ ଧାରଣା ଦେଇଛନ୍ତି। ଚାଉଳିଆଗଞ୍ଜ ଥାନାରେ ମୃତକଙ୍କ ପୁଅ ଏ ନେଇ ଏତଲା ଦେଇଛନ୍ତି। ସୂଚନା ଅନୁସାରେ, କଟକ ମହାନଗର ନିଗମ ଅନ୍ତର୍ଗତ ୱାର୍ଡ ନଂ ୫୫ ଭଦିମୂଳର ପର୍ଶୁରାମ ଭୋଇଙ୍କ ପରିବାର ଲୋକେ ଗତମାସ ୯ ତାରିଖରେ ଉକ୍ତ 

ହସ୍‌ପିଟାଲ୍‌ରେ ଭର୍ତି କରାଇଥିଲେ। ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ, ପ୍ରଥମେ ସେମାନଙ୍କୁ ଦେଢ ଲକ୍ଷ ଟଙ୍କା ଦେବାକୁ କୁହାଯାଇ ଥିଲା। ପରେ ଆୟୁଷ୍ମାନ କାର୍ଡରେ ତାଙ୍କର ଚିକିତ୍ସା କରାଯାଇ ଥିଲା। ଗତକାଲି ଆୟୁଷ୍ମାନ୍ କାର୍ଡରୁ ଟଙ୍କା ସରିଗଲା ବୋଲି ହସ୍‌ପିଟାଲ୍ କର୍ତ୍ତୃପକ୍ଷ ସେମାନଙ୍କୁ କହିବା ସହ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ କୁହାଯାଇଥିଲା। ତେବେ ଗତକାଲି ଅପରାହ୍ନରେ ରୋଗୀଙ୍କ ମୃତ୍ୟୁ ଘଟିଛି ବୋଲି ସେମାନଙ୍କୁ ସୂଚନା ଦିଆଯାଇ ଥିଲା। ଏହାକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା । ୫୫ ନଂ ୱାର୍ଡ କର୍ପୋରେଟର ବିଶ୍ଵବନ୍ଦିତା ପଣ୍ଡା ଓ ଭଦିମୂଳ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଧାରଣାରେ ବସିଥିଲେ।

ପୂର୍ବରୁ ମଧ୍ୟ ଉକ୍ତ ହସ୍‌ପିଟାଲ ନାମରେ ରୋଗୀ ମୃତ୍ୟୁକୁ ନେଇ ଅଭିଯୋଗ ରହିଛି। ଖବରପାଇ ୫ ନଂ ଜୋନ୍ ଏସିପି ସୁଧାଂଶୁ ମୋହନ ଜେନା, ଚାଉଳିଆଗଞ୍ଜ ଥାନା ଅଧିକାରୀ ବିଉଟି ମହାନ୍ତି ଓ ଥାନା କର୍ମଚାରୀମାନେ ପହଞ୍ଚି ବୁଝାମୁଝା କରିବାରୁ ଲୋକେ ଧାରଣାରୁ ଉଠିଥିଲେ। ଅନ୍ୟପଟେ ମୃତକଙ୍କ ପରିବାର ପକ୍ଷରୁ ଏତଲା ଭିତ୍ତରେ ମାଲିକଙ୍କ ନାମରେ ମାମଲା ରୁଜୁ ହୋଇଛି। ଏହି ନର୍ସିଂହୋମ ନାଁରେ ବାରମ୍ବାର ଅଭିଯୋଗ ହୁଉଥିଲେ ହେଁ କାର୍ଯ୍ୟାନୁଷ୍ଠାନ ଶୂନ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like