-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।

08-May-2026



ବରପାଲି (ସୁଦାମ ଦୀପ )
ବିଭିନ୍ନ ପ୍ରକାରର ନକଲି ଚକଲେଟ, ବିସ୍କୁଟ, ମୃଦୁ ପାନୀୟ, ଖାଇବା ତେଲ, ଚୁଡ଼ା ଆଦି ତିଆରି କରି ବଜାର ରେ ବିକ୍ରି କରି ମୁନାଫା କମାଉଥିଲେ । ବରଗଡ ଜିଲ୍ଲା ବରପାଲି ସାପ୍ତାହିକ ବଜାର ରାସ୍ତା ରେ ଏକ ବିସ୍ତୀର୍ଣ୍ଣ ଅଞ୍ଚଳ ରେ ନିର୍ମିତ କୋଠା ରେ ଏହା ସବୁ ତିଆରି ହୋଇ ବଜାର କୁ ଯାଉଥିଲା । ଜିଲ୍ଲା ପ୍ରଶାସନକୌଣସି ସୂତ୍ର ରୁ ଖବର ପାଇ ଆଜି ଉକ୍ତ ନକଲି ଖାଦ୍ୟ ସାମଗ୍ରୀ ନିର୍ମାଣ କାରଖାନା ଉପରେ ଚଢ଼ାଉ କରି ପ୍ରସ୍ତୁତ ହୋଇ ବଜାର କୁ ବିକ୍ରି ପାଇଁ ଯିବାକୁ ଥିବା ବିପୁଳ ପରିମାଣ ର ସାମଗ୍ରୀ, ଏହା ପ୍ରସ୍ତୁତ ପାଇଁ ଆବଶ୍ୟକ ଯନ୍ତ୍ର, ପାତି , କଞ୍ଚା ମାଲ କୁ ଜବତ କରିଛନ୍ତି। ପେପର୍ ରୁ ଚୁଡ଼ା ନିର୍ମାଣ କରାଯାଉଥିବା ବେଳେ, ପୋଡ଼ା ମୋବିଲ୍ ଖାଇବା ତେଲ ଆଦି ପ୍ରସ୍ତୁତ ହେଉଥିବା ଜଣା ପଡିଛି। ମାଲିକ ଘର ର କବାଟ ଖୋଲୁ ନ ଥିବାରୁ ତାଙ୍କ ବାସଗୃହ କୁ ପୋଲିସ ଘେରି ରହିଥିବା ବେଳେ ପ୍ରସ୍ତୁତ କାରଖାନା କୁ ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି। ଆଜିର ଏହି ଚଢ଼ାଉ ରେ ମାଜିଷ୍ଟ୍ରେଟ ଭାବରେ  ବରପାଲି ତହସିଲଦାର ରୁକ୍ମଣ ମେହେର,ପୋଲିସ ଇନ୍ସପେକ୍ଟର ପ୍ରମୋଦ କୁମାର ସାହୁ, ବରଗଡ ଟାଉନ ଥାନା ଇନ୍ସପେକ୍ଟର ଚିତ୍ତରଞ୍ଜନ ମେହେର,ବରଗଡ଼ ଫୂଡ୍ ଇନ୍ସପେକ୍ଟର ପରମେଶ୍ୱର ନାୟକ, ସାନିଟାରୀ ଇନ୍ସପେକ୍ଟର ତେଜ ଭାନୁ ସାହୁ,ବରଗଡ଼ ଏମ ଟି ସି ସୁଜିତ୍ ମଲ୍ଲିକ, ଙ୍କା ସମେତ ବହୁ ପୋଲିସ ଷ୍ଟାପ ପ୍ରମୁଖ  ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like