-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*

08-May-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
-ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଅନୁଷ୍ଠି ଅନୁଷ୍ଠିତ ହୋଇଯାଇଛି। ବିଡିଓ ସମିର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଏପ୍ରିଲ ୧ରୁ ୩୦ A 8606 a ଅକ୍ଟୋବର ୨୦୨୫ ମଧ୍ୟରେ ହାଇଥିବା ମନରେଗା ଓ କେନ୍ଦ୍ରୀୟ ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ ହୋଇଥିବା ଖର୍ଚ ଓ ପ୍ରକଳ୍ପର  ଜନ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଏହି  ସମୟ ମଧ୍ୟରେ ଡାବୁଗାଁବ୍ଲକ ର ୧୨ଟି ଗ୍ରାମପଞ୍ଚାୟତ ପାଇଁ ୬ ଲକ୍ଷ ୬ ହଜାର ୭୨୪ ଶ୍ରମ ଦିବସ ସୃଷ୍ଟି କରାଯାଇଥିବା ବେଳେ ୧୩୮୩୯ ପରିବାର କାର୍ଯ୍ୟ କରିବା ପାଇଁ ପଞ୍ଜୀକୃତ ହୋଇଥିଲେ ୯୦୬୪ ପରିବାର ୧୦୦ ଦିନ କାମ ପାଇଥିଲେ । ଏହି ସମୟ ମଧ୍ୟରେ ୧୫ କୋଟି ୬୪ ଲକ୍ଷ ୨୩ ହଜାର ଟଙ୍କା ଖର୍ଚ ହୋଇଥିବା ବେଳେ ୩୮୫୪ ପ୍ରକଳ୍ପ ମଧ୍ୟରୁ ୨୩୪୪ ପ୍ରକଳ୍ପ ଶେଷ ହୋଇଥିଲା। ବିଶେଷକରି ସାଇନ୍ ବୋର୍ଡ ଓ ପଞ୍ଚାୟତର ରେଜିଷ୍ଟ୍ରାର ଠିକ୍‌ରେ ପରିଚାଳନା କରାଯାଉ ନଥିବା ନେଇ ବ୍ଲକ ସାମାଜିକ ସମୀକ୍ଷକ କହିଥିଲେ । ନୂତନ ଜବକାର୍ଡ ଧାରିଙ୍କ ନାମ ପଞ୍ଜୀକୃତ ପାଇଁ ବ୍ୟାପକ ପ୍ରଚାର ପ୍ରସାର କରିବାକୁ କୁହା ଯାଇଥିଲା |ଗ୍ରାମ ପଞ୍ଚାୟତ ଗୁଡ଼ିକର ରେଜିଷ୍ଟ୍ରାରରେ ଦେଖାଦେଇଥିବା ତ୍ରୁଟି କୁ ୭ ଦିନ ମଧ୍ୟରେ ସଂଶୋଧନ କରି ବିଡିଓଙ୍କୁ ଅବଗତ କରିବାକୁ ସମସ୍ତ ପିଇଓ, ଜି ଆର ଏସ ଙ୍କୁ କୁହା ଯାଇଥିଲା । ସେହି ପରି ସର୍ବ ଶିକ୍ଷା ଅଭିଯାନ ରେ ବିଦ୍ୟା ଦ୍ୟାଳୟ ଗୁଡ଼ିକ ର ଅବ୍ୟବସ୍ଥା ସମ୍ପକରେ ଅଭିଯୋଗ ହୋଇଥିଲା । ବିଶେଷ କରି ବିଦ୍ୟାଳୟ ଗୁଡ଼ି ର ଭିରିଭୂମି ରେ ସମସ୍ୟା , ସ୍ୱଚାଳୟ ସଫା ସୁତୁରା ରଖୁବା,ରୋଷେଇ ଗୃହ ପରିଷ୍କାର ପରିଚ୍ଛନ୍ନ ଉପରେ ଗୁରୁତ୍ୱାରୋପ କରାଯାଇ। ଏହି କାର୍ଯ୍ୟକ୍ରମ ଏପିଓ ଦାୟିତ୍ୱରେ ଥିବା ବିଦ୍ୟାଧର ବିଶୋଇ ସୁଚାରୁରୂପେ ପରିଚାଳଳା କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତମ୍, ଜିଲ୍ଲା ପରିଷଦ ସଭ୍ୟ ଧନ ସି" ଉତରା, ଏଇ ସଙ୍କେତ ନାୟକ, ଜନ ଶୁଶାଣି କମିଟି ସଭ୍ୟ ସୁରେନ୍ଦ୍ର ମିଶ୍ର , ଢିପିଇଓ ପଦ୍ମନାଭ ଲାଲୁ, ବନପାଳ ଉମାକାନ୍ତ ପଟ୍ଟନାୟକ, ସମସ୍ତ ସରପଞ୍ଚ, ପିଇଓ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like