-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର 

08-May-2026



ବଲାଙ୍ଗୀର(ପ୍ରେରଣା ଖବର): ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ କେନ୍ଦ୍ରୀୟ କାର୍ଯ୍ୟାଳୟ ନୂଆଦିଲ୍ଲୀର ପ୍ରସ୍ତୁତି ଓ ଆହ୍ଵାନ କ୍ରମେ ସମଗ୍ର ଦେଶରେ ଥିବା ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ, ସମସ୍ତ ଜିଲ୍ଲାରେ ଦାବୀପତ୍ର ଦେବା ପାଇଁ ସ୍ଥିର ହୋଇଛି। ଏଣୁ, ଆଜି ଏଠାରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଓ ବଲାଙ୍ଗୀର ଗସ୍ତରେ ଥିବା ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏହାର ପ୍ରତି ପ୍ରଦାନ କରା ଯାଇଛି l 

ପଞ୍ଚାୟତ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜିଲ୍ଲାପାଳଙ୍କ ଜରିଆରେ ଦ୍ରବ୍ୟ ଗୁଡିକର ଦାମ୍ ସୂଚୀରେ ଲିଖିତ ରହୁଥିବା(ଏମ୍ ଆର୍ ପି) ସର୍ବାଧିକ ବିକ୍ରୟ ମୂଲ୍ୟ  ନିର୍ଦ୍ଧାରଣ ପାଇଁ କୋଣସି ନିୟମ ନଥିବା ଯୋଗୁଁ  ପ୍ରକୃତ ଦର ଠାରୁ ଢେର ଅଧିକ ଗ୍ରାହକ ମାନଙ୍କୁ ଦେବାକୁ ପଡୁଥିବାରୁ ଏହାର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ   ଦାବୀ କରିଛି। କେନ୍ଦ୍ର ସରକାର ବ୍ୟାପାର ଓ ବାଣିଜ୍ଯ ବିଭାଗ  ଖାଉଟି ହିତ ଦୃଷ୍ଟିରୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅନୁରୋଧ କରାଯାଇଛି। ଆଜି ଏଠାରେ ଗ୍ରାହକ ପଞ୍ଚାୟତ ଜିଲ୍ଲା ସଭାପତି ଗୋପବନ୍ଧୁ ଶତପଥୀ ଓ ଓଡିଶା ପଶ୍ଚିମ ପ୍ରାନ୍ତ ସଭାପତି କିଶୋର ମୋହନ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିଠି ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like