-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

*ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*

08-May-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ଭୈରବ ଡିଗ୍ରୀ ମହାବିଦ୍ୟାଳୟ ର ଛାତ୍ରୀ ଭୁବନେଶ୍ୱରୀ ନାୟକ ସିକ୍କିମ ର ଦମଥାଙ୍ଗ ଠାରେ ଅନୁଷ୍ଠିତ ହୋଇଥୁବା ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ୫ କିମି କ୍ରସ କନ୍‌ଟ୍ରି ଦୌଡ ପ୍ରତିଯୋଗୀତା ଓ ପର୍ବତାରୋହଣ ପ୍ରତିଯୋଗିତାରେ ଭାଗ ନେଇ ତୃତୀୟ ସ୍ଥାନ ହାସଲ କରିବା ସହ ଦୁଇଟି ରୌପ୍ୟ ପଦକ ହାସଲ କରି ଜିଲ୍ଲା କୁ ଗୌରବାନ୍ବିତ କରିଛନ୍ତି। ଭୁବନେଶ୍ୱରୀ ନାୟକ ଜାତୀୟ ଏନସିସି ପର୍ବତାରୋହଣ ଶିକ୍ଷା ପାଇଁ ଜିଲ୍ଲା ସ୍ତରରେ ଚୟନ ପରେ ସିକ୍କିମ ରାଜ୍ୟର ଦମଥାଙ୍ଗରେ ଥୁବା ଇଣ୍ଡିଆନ ହିମାଳୟନ ସେଣ୍ଟର ଫର ଆଡଭେଞ୍ଚର ଓ ଇକୋ ଟୁରିଜିମ୍‌ରେ ଭାଗ ନେଇଥିଲେ। ସେଠାରେ ଜାତୀୟ ଏନସିସି ପର୍ବତାରୋହଣ ଶିକ୍ଷା ରେ ଭାଗ ନେଇ ୫ କିମି କ୍ରସ କଣ୍ଟ୍ରି ଦୌଡ ପ୍ରତିଯୋଗୀତା ରେ ତୃତୀୟ ସ୍ଥାନ ହାସଲ କରି ରୌପ୍ୟ ପଦକ ପାଇଥିଲେ। ସେହିପରି କଠିନ ପର୍ବତାରୋହଣ ପ୍ରତିଯୋଗିତା ରେ ତୃତୀୟ ସ୍ଥାନ ହାସଲ କରି ରୌପ୍ୟ ପଦକ ହାସଲ କରିଥିଲେ। ଦେଶର ବିଭିନ୍ନ ପ୍ରାନ୍ତରୁ
ହାସଲ ପ୍ରଶିକ୍ଷଣ ନେବା ପାଇଁ ଜାତୀୟ ଏନସିସି ପ୍ରଶିକ୍ଷଣ ଶିବିରରେ ଭାଗ ନେଇଥିବା ବେଳେ ଓଡିଶା ରାୟଗଡା ଜିଲ୍ଲାରୁ ୨ ଜଣ ଓ ନବରଙ୍ଗପୁର ଜିଲ୍ଲାରୁ ଭୁବନେଶ୍ବରୀ ପ୍ରତିନିଧିତ୍ବ କରି ଏହି କୃତିତ୍ବ ହାସଲ କରିଛନ୍ତି । ଏପ୍ରିଲ ମାସ ୮  ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ୨୦ ଦିନ ଧରି ଏହି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା। ଡାବୁଗାଁ ଭୈରବ ଡିଗ୍ରୀ ମହାବିଦ୍ୟାଳୟ ର ଛାତ୍ରୀ ଭୁବନେଶ୍ବରୀ ନାୟକ ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀ ହୋଇଥିବା ବେଳେ ସେ ବ୍ଲକର ଜୁନାପାଣି ପଞ୍ଚାୟତର କାମତା ଗ୍ରାମର ବାସିନ୍ଦା।ଏଥ୍ ପୂର୍ବରୁ ଭୁବନେଶ୍ବରୀ ଦାର୍ଜିଲିଂ ରେ ୨୦୨୫ ନଭେମ୍ବର ୧୭ ରୁ ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ପ୍ରଶିକ୍ଷଣ ନେଇଥିଲେ । ତାଙ୍କର ଏହି ସଫଳତା ପରେ ଭୈରବ ଡିଗ୍ରୀ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା, ବୁଦ୍ଧିଜୀବୀ ଓ ସ୍ଥାନୀୟ ଅଞ୍ଚଳବାସୀ ଭୂୟସୀ ପ୍ରଶଂସା କରିବା ସହ ଉନ୍ନତି କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like