-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||     

HOME   ଜିଲ୍ଲା

ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ

08-May-2026



ବରଗଡ(ପ୍ରେରଣା ଖବର): ବରଗଡ଼ ଜିଲ୍ଲାରେ ଚାଂଚଲ୍ୟ । ବିଜେପି ଆଇଟିସେଲ ସଂଯୋଜକଙ୍କୁ ହତ୍ୟା ଧମକ । ରାତି ଅଧରେ ବନ୍ଧୁକ ମୁନରେ ତାଙ୍କୁ ଘରୁ ଉଠାଇନେଲେ ୮ ଦୁର୍ବୃତ୍ତ। ବନ୍ଧୁ ଦେଖାଇ ଧମକ ଚମକ ଦେଇ ଅଧାବାଟରେ ଛାଡ଼ିଦେଲେ । ଏଭଳି ଏକ ଖବରକୁ ନେଇ ବରଗଡ଼ରେ ଆଲୋଡ଼ନ ସୃଷ୍ଟି ହୋଇଛି ।  ବିଜେପି ଗଡ଼ରେ ବିଜେଡିର ହୀନମାନସିକତାକୁ ନେଇ ସାରା ଜିଲ୍ଲାରେ ଚର୍ଚ୍ଚା ।  ବିଜେପି ସେଲ ଆଇଟି ମୁଖ୍ୟ ନୀଳାଞ୍ଚଳ ଦରୁଆନଙ୍କୁ ହତ୍ୟା ଧମକ । ରାତି ଅଧରେ ସ୍କର୍ପିଓ ଗାଡ଼ିରେ ଘରୁ ଉଠାଇନେଇ  ଜୀବନରେ ମାରିଦେବାକୁ ଧମକ ।  ଜିଲ୍ଲାରେ ନୀଳାଞ୍ଚଳ ଦରୁଆନ ଆଇଟି ବିଜେପି ଆଇଟି ସେଲ କ୍ଷେତ୍ରରେ ଅନେକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି ।  ହେଲେ ବିଜେଡି ରାଜନୈତିକ ଅଭିସନ୍ଧି ରଖି ତାଙ୍କୁ ଜବରଦସ୍ତି ବିଜେପି ଛାଡ଼ି ବିଜେଡିରେ ମିଶିବାକୁ ଧମକ ଦେଇଛନ୍ତି । ବିଜେଡିରେ ମିଶିଲେ ସାତ ଖୁଣ ମାଫ୍ ବୋଲି ଧମକ ଦେଇଛନ୍ତି କିଛି ବିଜେଡି କର୍ମୀ ।ବନ୍ଧୁକ ମୂନରେ ଘରୁ ଉଠାଇ ନେଇ ଧମକ ଦେବା ଘଟଣାରେ ମେଲଛାମୁଣ୍ତା ଥାନା ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛନ୍ତି ନୀଳାଞ୍ଚଳ ଦରୁଆନ ।  ପୂରା ଘଟଣାକୁ ନେଇ ମେଲଛାମୁଣ୍ଡା ଥାନା ଅଧିକାରୀଙ୍କୁ ସେ ଏକ ଲିଖିତ ଅଭିଯୋଗ କରିଛନ୍ତି ।  ୬ ତାରିଖ ରାତି ପ୍ରାୟ ଗୋଟାଏ ତିରିଶ ବେଳେ ସ୍କର୍ପିଓ ଗାଡ଼ିରେ ୮ଜଣ ବ୍ୟକ୍ତି ନିଜକୁ ମେଲଛାମୁଣ୍ଡା ପୋଲିସ କହି ଭିତରକୁ ପଶିଥିଲେ । ତଦନ୍ତ ବାହାନାରେ ନିଳାଂଚଳକୁ ଖୋଜିଥିଲେ ।  ନିଳାଂଚଳଙ୍କୁ ଧକ୍କା ମାରିବାରୁ ପରିବାର ଲୋକ ଏହାକୁ ବାରଣ କରିଥିଲେ । ପରେ ଜୋରଜବରଦସ୍ତ ଘରୁ ସ୍କିର୍ପିଓ ଗାଡ଼ିରେ ନେଇଯାଇଥିଲେ ।  ଗାଡ଼ିରେ ଧମକ ଦେଇ କହିଥିଲେ, ବିଜେପି ପାଖରେ କାହିଁକି

ଅଛୁ, କାହିଁକି ବିଜେପି ପାଇଁ ପ୍ରଚାର କରୁଛୁ ବୋଲି କହିଥିଲେ । ଏମିତି ବନ୍ଧୁକ ଦେଖାଇ ଡରାଇଥିଲେ। ଆଗକୁ ବିଜେପି ପ୍ରଚାର କଲେ ଜୀବନରେ ମାରଦେବୁ ବୋଲି ଧମକ ଦେଇ  ରାସ୍ତା ମଝିରେ ଛାଡ଼ି ଦେଇଥିଲେ । ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଥାନାର ଦ୍ବାରସ୍ଥ ହୋଇଛନ୍ତି ନୀଳାଞ୍ଚଳ ବରୁଆନ । ନିର୍ବାଚନ ସମୟରେ ବିଜେପିକୁ ସମର୍ଥନ କରିବା ଓ ଭୋଟ୍ ଦେବା କାରଣରୁ ବିଜେଡିର କିଛି ସମର୍ଥକ ଏହି କାଣ୍ଡ ଭିଆଇଛନ୍ତି।  ଏହି ଘଟଣାର ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଥାନା ଅଧିକାରୀଙ୍କୁ ଅନୁରୋଧ କରିଛନ୍ତି ନୀଳାଞ୍ଚଳ ଦରୁଆନ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026

You Might Also Like