-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ

08-May-2026



ବଲାଙ୍ଗିର- ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡ୍ କ୍ରସ ଦିବସ ସ୍ଥାନୀୟ ସୁଭଦ୍ରା ଶକ୍ତି କେନ୍ଦ୍ର ଠାରେ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏଡିଏମ୍ ଡ. ବିଜୟାନନ୍ଦ ସେଠୀ ଯୋଗଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଏସ୍‌ପି ଗୁଣନିଧି ମଲ୍ଲିକ ଏବଂ ଅତିରିକ୍ତ ଜିଲ୍ଲାଧିକାରୀ ପ୍ରବୀର କୁମାର ପଣ୍ଡା, ଜିଲ୍ଲା ଜରୁରିକାଳିନ ଅଧିକାରୀ ସବିନା ଭୋଇ ଯୋଗଦାନ କରି ମତବ୍ୟକ୍ତ କରିଥିଲେ । ପ୍ରାରମ୍ଭରେ ରେଡକ୍ରସ ପତାକା ଉତ୍ତୋଳନ କରିବା ସହ ପ୍ରତିଷ୍ଠାତା ଜିନ୍ ହେନେରି ଡୁନାଣ୍ଟ ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଚଳିତ ବର୍ଷର ପ୍ରସଙ୍ଗ ମାନବିକତାରେ

ଏକତା କୁ ଆଧାର କରି ମାନବ ସେବା, ସହଯୋଗ ଓ ଭାତୃତ୍ୱର ସନ୍ଦେସ ଦିଆଯାଇଥିଲା । ଏହି ଅବସରରେ ରକ୍ତଦାନ ର ଗୁରୁତ୍ୱ ଓ ସମାଜସେବାରେ ରେଡକ୍ରସର ଭୂମିକା ବିଷୟରେ ମତପ୍ରକାଶ ପାଇଥିଲା । କାର୍ଯ୍ୟକ୍ରମକୁ ଜିଲ୍ଲା ରେଡକ୍ରସ ସଂପାଦିକା ସସ୍ମିତା ପ୍ରଧାନ ପରିଚାଳନା କରିବା ସହ ଜିଲ୍ଲା ରେଡକ୍ରସର ବାର୍ଷିକ ବିବରଣୀ ପଠନ କରିଥିଲେ । ଚଳିତ ବର୍ଷ ବିଷ୍ଣୁ ପ୍ରସାଦ କେଡିଆ, ଶଙ୍କର ପ୍ରସାଦ ଜୈନ, ରବି ଚନ୍ଦ୍ର ପଶାୟତ, ରାମନାରାୟଣ ଦାଶ ପ୍ରମୁଖ ଚାରି ଜଣଙ୍କୁ ରେଡକ୍ରସ ପେଟ୍ରନ ଭାବରେ ଅନ୍ୟାନ୍ୟ ୩୧ ଜଣ ସ୍ୱେଚ୍ଛାସେବୀ ରେଡକ୍ରସର ଆଜିବନ ସଦସ୍ୟତା ଗ୍ରହଣ କରିଥିଲେ । ବିଗତ ବର୍ଷ ରେଡକ୍ରସ ପାଣ୍ଠି ଯୋଗାଇ ଥିବାରୁ ଜିଲ୍ଲାପାଳ କାର୍ଯ୍ୟାଳୟର ଅଦାଲତି ଶାଖା, ମୁଖ୍ୟ

ବେସାମରିକ ଯୋଗାଣ ଅଧିକାରୀ ଓ ଜିଲ୍ଲା ଅବକାରୀ ନିରୀକ୍ଷକଙ୍କୁ ରେଡକ୍ରସ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା, ତା ଛଡା ଗତ ବର୍ଷ ବୈଶାଖ ମେଳା ହରିଶଙ୍କର ଠାରେ ସାମାଜିକ ସେବା ପ୍ରଦାନ କରିଥିବା  ସ୍ୱେଚ୍ଛାସେବୀମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ରକ୍ତକେନ୍ଦ୍ର ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ସଂଜୟ ମିଶ୍ର, ଜୟନ୍ତ ବେହେରା, ଚନ୍ଦନ ରଥ, ଇଶାନେଶ୍ୱର ମିଶ୍ର ଓ ସଂଗୀତା ଦାଶ ସମେତ ଯୁବ ତଥା ଜୁନିୟର ରେଡକ୍ରସର ସ୍ୱେଚ୍ଛାସେବୀମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like