-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ରାଜ୍ୟ

ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?

09-May-2026



କଟକ, (ତପନ ମହାନ୍ତି): କଟକ ବୋଡ଼ ଅଫ ରେଭିନୁରେ   ଅଘଟଣ    ଲାଲବାଗ ଥାନା ଅନ୍ତର୍ଗତ ବୋର୍ଡ ଅଫ୍ ରେଭିନ୍ୟୁ ର ନୂତନ ନିର୍ମାଣଧୀନ ବିଲିଂ ଛାତରୁ ଖସିପଡ଼ି  ଜଣେ କାର୍ଯ୍ୟରତ ଶ୍ରମିକର ମୃତ୍ୟୁ ଘଟିଛି | ମୃତକ ଜଣକ ହେଲେ ପଶ୍ଚିମବଙ୍ଗର ଆମିନୁଲ୍ ଇସଲାମ୍(୨୦) । ଘଟଣାସ୍ଥଳରେ ପୁଲିସ ପହଞ୍ଚିବା ପରେ ଅନ୍ୟ । ଶ୍ରମିକଙ୍କ ସହଯୋଗରେ । ଆମ୍ବୁଲାନ୍ସ ଯୋଗେ ଗୁରୁତର ଆମିନୁଲ୍‌ଙ୍କୁ ଏସ୍‌ସିବି ମେଡିକାଲ ପଠାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶବବ୍ୟବଚ୍ଛେଦ ଗୃହରେ ଆମିନୁଲ୍‌ଙ୍କ ଶବ ରଖାଯାଇଥିବା ବେଳେ ଆଜି ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଳି ଜଣାପଡ଼ିଛି।

ପୁଲିସ ସୂଚନା ଅନୁସାରେ, ବୋର୍ଡ ଅଫ୍ ରେଭିନ୍ୟୁର ନୂତନ ବିଲଡିଂ ନିର୍ମାଣ କାର୍ଯ୍ୟ ଏକ ଠିକା । ସଂସ୍ଥା ଦ୍ବାରା କରାଯାଉଛି । ଏହି ସଂସ୍ଥା ପକ୍ଷରୁ ପଶ୍ଚିମବଙ୍ଗର ଶ୍ରମିକମାନେ କାର୍ଯ୍ୟ କରୁଛନ୍ତି।

ଶୁକ୍ରବାର ମଧ୍ୟାହ୍ନରେ କାର୍ଯ୍ୟରତ ଶ୍ରମିକମାନେ ତଳେ ଗୋଟିଏ ସ୍ଥାନରେ ବସି ଖାଉଥିଲେ । ଆମିନୁଲ୍ ତାଙ୍କ ଖାଇବା ଟିଫିନ୍ ତୃତୀୟ ମହଲାରେ ଛାଡ଼ି ଦେଇ ଆସିଥ‌ିବାରୁ ନିଜ ଟିଫିନ୍ ବାକ୍ସ ଆଣିବାକୁ  ଯାଇଥିଲେ । ଟିଫିନ୍ ବକ୍ସ ଆଣି ତଳକୁ ଆସୁଥ‌ିବା  ବେଳେ ଲିଫ୍ଟ ଲଗାଯିବା ପାଇଁ  ଫାଙ୍କା ଥିବା ସ୍ଥାନରେ ତାଙ୍କ ପାଦ ପଡ଼ିଯାଇଥିଲା । ଯାହାଫଳରେ ସେ ତୃତୀୟ ମହାଲାରୁ  ସିଧା ତଳେ ସିମେଣ୍ଟ ଚଟାଣରେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ତାଙ୍କ ମୁଣ୍ଡ ଓ  ଦେହରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା I ତାଙ୍କୁ ଆମ୍ବୁଲାନ୍ସ ଯୋଗେ ତୁରନ୍ତ ଏସ୍‌ସିବି ମେଡିକାଲ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା | ଅନ୍ୟପଟେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିର୍ମାଣ ଶ୍ରମିକଙ୍କ କାର୍ଯ୍ୟ ସମୟରେ ପ୍ରଶାସନ ପକ୍ଷରୁ ପରିବର୍ତ୍ତନ କରାଯାଇଛି। ତେବେ ପ୍ରବଳ ଖରାରେ କେମିତି କାର୍ଯ୍ୟ ହେଉଛି ତାହା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବିନା ସୁରକ୍ଷାରେ ଠିକା ସଂସ୍ଥା ଶ୍ରମିକକୁ କାର୍ଯ୍ୟରେ ନିୟୋଜିତ କରିଥିଲା। କାର୍ଯ୍ୟ ହେଉଥିବା ସ୍ଥଳରେ ଯନ୍ତ୍ରୀଙ୍କ ଦେଖା ଦର୍ଶନ ମିଳୁନଥିବା ଅଭିଯୋଗ ହେଉଛି । ପ୍ରବଳ ଖରା ହେଉଥିବା ଯୋଗୁ ଇଂଜିନିୟର ଜଣକ ଏସି ଘରେ ରହୁଥିଲା ବେଳେ ଶ୍ରମିକ ମାନଙ୍କୁ କିପରି   ଦୁ ଦୁ ଖରାରେ କାମ କରୁଥିଲେ  ବୋଲି ଘଟଣା ସ୍ଥଳରେ ଉପସ୍ଥିତ ଥିବା ଲୋକ କୁହନ୍ତି ।ଯେଉଁ ଇଂଜିନିୟର ଦାଇତ୍ୱରେ  ଥିଲେ  ସେମାନଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like