-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ 

09-May-2026



ଜଗତସିଂହପୁର (ଚିନ୍ମୟ ବିଶ୍ୱାଳ):  ଜଗତସିଂହପୁର ଜିଲ୍ଲାରେ ନିଶାର  ପାଦୂର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହା ସମଗ୍ର ଜିଲ୍ଲାର  ଯୁବପିଢିକୁ ନିଶାରେ କବଳିତ କରିସାରିଲାଣି। ଯୁଆଡ଼େ ଦେଖିବ ଚାରିଆଡ଼େ ମଦର ବନ୍ୟା ଛୁଟିଛି । ଖାଲି ମଦ କାହିଁକି, ବ୍ରାଉନ ସୁଗାର , ଗଞ୍ଜେଇ , ଭାଙ୍ଗ, ଅଫିମ, କଫ୍ ସିରପ ଭଳି ମାରାତ୍ମକ ନିଶା ର ଶାଖା ଚାରିଆଡ଼େ  ବ୍ୟାପି ଗଲାଣି । ବାଇକ୍ ଚୋର ଓ ମୋବାଇଲ୍ ଚୋରଙ୍କ ସଂଖ୍ୟା ମଧ୍ଯ ବଢ଼ିଗଲାଣି । ପୋଲିସ କିନ୍ତୁ ଉପଯୁକ୍ତ ଅଭିଯୁକ୍ତକୁ ଧରିବାରେ ବିଫଳ। କିନ୍ତୁ ଜଗତସିଂହପୁର ଥାନାର ନୂତନ ଅଧିକାରୀ ଭାବରେ  ସୁଶାନ୍ତ କୁମାର ସାହୁ ଦାୟିତ୍ଵ ନେବା ପରେ  ନିଶାଡୀ, ନିଶା ବେପାରୀ ଓ  ବାଲି ମାଫିଆ ଙ୍କ ମନରେ  କୋକୁଆ ଭୟ ସୃଷ୍ଟି  ହେଇଛି । ପ୍ରକାଶ ଥାଉକି ଏସ୍.ପି ଙ୍କ ନିର୍ଦ୍ଦେଶରେ ଗତକାଲି ସନ୍ଧ୍ୟାରେ ଜଗତସିଂହପୁର ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ  କୌଣସି ସୂତ୍ରରୁ ଖବର ପାଇ ଉକ୍ତ ଥାନା ଅଧୀନ ସମଙ୍ଗ ଗ୍ରାମନିକଟରେ ଜ୍ୟୋତିର୍ମୟ ବେହେରା ନାମକ ଏକ ଯୁବକକୁ ଗିରଫ କରିଛି। ସେ ରଘୁନାଥପୁର ଥାନା ଅଧୀନ

କୁଅମଙ୍ଗା ଗ୍ରାମର ଜଣାପଡିଛି। ସେ ପୁରାତନ ଓ ଅଭ୍ୟାସଗତ ନିଶା ବେପାରୀ ହୋଇଥିବାରୁ  ଏବଂ ଗାଁ ଗାଁ ବୁଲି  ମଦ ବେପାର କଲା ସମୟରେ ତା ଠାରୁ ଏକ ନୀଳ ରଙ୍ଗର ସ୍କୁଟି ଗାଡ଼ି ନମ୍ୱର୍ ଓ.ଡି-୨୧-କ୍ୟୁ -୬୬୪୨ , ୧୪,୭୩୦ ଟଙ୍କା ଓ ୩୫ ଲିଟର ବିଦେଶୀ ମଦ ଜବତ କରିବା ସଙ୍ଗେ ସଙ୍ଗେ ଓଡିଶା ଅବକାରୀ ନିୟମ ଅନୁଯାୟୀ ପୋଲିସ କେସ ନମ୍ବର -୩୮୫ /୨୬ ରୁଜୁ କରି ବିଚାର  ବିଭାଗୀୟ ଅଦାଲତକୁ ପଠାଇ ଦେଇଛି। ସାମ୍ବାଦିକ ସମ୍ମିଳନୀ କରି ଜଗତସିଂହପୁର ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ଓ  ଏସ୍.ଡି.ପି.ଓ  ରଶ୍ମି ରଂଜନ ଦାସ  ସୂଚନା ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like