-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*

09-May-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର) ଝରିଗାଁ ବ୍ଲକ ରେ କେନ୍ଦୁ ପତ୍ର  ଋତୁ ଆସିଲେ ଆଦିବାସୀ ଗ୍ରାମାଞ୍ଚଳରେ ଲୋକଙ୍କ ପାଇଁ ରୋଜଗାର ବାଟ ପିଟୁଛି।ଏଥିପାଇଁ ମହିଳା ମାନେ  ରାତି ପାଇଲେ ତୋଳିବା ପାଇଁ ଘରୁ ବାହାରି ନିକଟସ୍ତୁ ଜଙ୍ଗଳକୁ ଯାଇ କେନ୍ଦୁ ପତ୍ର ତୋଳି ଆଣୁଛନ୍ତି। ଘରେ ବସୀ ସେଗୁଡିକୁ ବିଡା କରି ବିକ୍ରି ପାଇଁ ପ୍ରସ୍ତୁତ କରୁଛନ୍ତି ।କେନ୍ଦୁପତ୍ର ତୋଳାଳୀମାନେ ଓଡ଼ିଶାର ଅର୍ଥନୀତିରେ ଏକ ମୁଖ୍ୟ ଭୂମିକା ଗ୍ରହଣ କରିଥାନ୍ତି । ଋତୁ ଆସିଲେ ଗ୍ରାମାଞ୍ଚଳର ଲୋକଙ୍କ ପାଇଁ ଅର୍ଥ ଉପାର୍ଜନର ଏକ ବଡ ବାଟ ଏହି କାମକରି ବହୁ ପରିବାର ଦୈନିକ ଆୟ କରି ପରିବାର ଚଳାଉଥିବା ତୋଳାଳି ମାନେ କହିଛନ୍ତି…କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ କେନ୍ଦୁ ପତ୍ର।ବିଗତ ସରକାର ବିଭିନ୍ନ ଯୋଜନା ପ୍ରଣୟ ନ କରିଥିବା ବେଳେ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଡବଲ ବୋନସ ଏବଂ ଝିଅ ବିବାହ ପାଇଁ ସରକାର ସହାୟତା ମିଳୁଥିବାରୁ ଗ୍ରାମାଞ୍ଚଳର ଲୋକେ ଆଗ୍ରହର ସହ କେନ୍ଦୁପତ୍ର ତୋଳିବା ପାଇଁ ରାତି ପାଇଲେ ଘରୁ ବାହାରି ଜଙ୍ଗଲ କୁ ଯାଇ କେନ୍ଦୁ ପତ୍ର ସଂଗ୍ରହ କରିଥାନ୍ତି। ଗୋଟିଏ ବିଡା  ରେ
୫୦ଟି ପତ୍ର ରହୁଛି ୫୦ଟିର ସରକାର ମୂଲ୍ୟ ୩. ୨୦ ପଇସା ନିର୍ଦ୍ଧାରିତ ହୋଇଥିବା ବେଳେ ଜଣେ ଜଣେ ଶ୍ରମିକ ଦିନକୁ ୧୦୦ରୁ ୧୩୫ ବିଡା କରୁଛନ୍ତି । ସେମାନେ ଦିନକୁ ୩୦୦ରୁ ୪୦୦ ଟଙ୍କା ପର୍ଯ୍ୟନ୍ତ ରୋଜଗାର କରୁଛନ୍ତି । ଗରିବ ଆଦିବାସୀ ପରିବାର ପାଇଁ ଏହା ଏକ ବଡ଼ ଆର୍ଥିକ ସହାୟତା ଯୋଗାଇ ଦେଇଥିବାରୁ ତାଙ୍କ ପେଟକୁ ଦାନ ଯୋଗାଇବାରେ ମୁଖ୍ୟ ଭୂମିକା ନେଇଛି । ଏଥର ବିଭାଗ ତରଫରୁ ୩ଲକ୍ଷ ବିଡା ସଂଗ୍ରହର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏ ସମ୍ପର୍କରେ ଚେକର ଲକ୍ଷ୍ମଣ ନାୟକ କହିଛନ୍ତି ଗତ କିଛି ଦିନ ହେଲା ଚଟା ଟାଗୁଡା, ନାୟକ ଗୁଡା, ପୂଜାରୀଗୁ ଡା, ଡ଼ଙ୍ଗାରୀଗୁଡା, କପାସାକୁ ଟାଳି ପାଞ୍ଚ ଗୋଟି ଗ୍ରାମର ୪୦ ଉର୍ଦ୍ଧ ଶ୍ରମିକ 
ନିୟୋଜିତ  ଦେଖ‌ିବାକୁ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like