-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର

09-May-2026



କଟକ:(ତପନ ମହାନ୍ତି): ବାଲିପାଟଣା ଥାନା ବେଙ୍ଗବତୀ ଗ୍ରାମ ନିକଟ ଅଠାନୁର ଛକରେ ଶୁକ୍ରବାର ଅପରାହ୍ନରେ ଘଟିଛି ଆଉ ଏକ ହତ୍ୟାକାଣ୍ଡ। ସାମାନ୍ୟ ବଚସାରୁ ଲୁହାରଡ଼ରେ ସାଙ୍ଗଙ୍କୁ ପିଟି ହତ୍ୟା କରିଛନ୍ତି ଅଭିଯୁକ୍ତ। ମୃତ ଯୁବକ ହେଲେ ରାକେଶ ମହାନ୍ତି। ଖବରପାଇବା ପରେ ବାଲିପାଟଣା ଥାନା ଅଧିକାରୀ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରି ତଦନୁ ଆରମ୍ଭ କରିଛି । ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ବେଙ୍ଗବତୀ ଗ୍ରାମର ଅଭିଯୁକ୍ତ ଜାକିର୍ ସାହୁଙ୍କୁ ଗିରଫ କରିଛି। ଏଥିରେ ଅନ୍ୟ କେଉଁମାନେ ସମ୍ପୂକୁ ଅଛନ୍ତି ସେନେଇ ପୋଲିସ ଖୋଳତାଡ଼ କରୁଛି। ଶନିବାର ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି। ସୂଚନାନୁସାରେ ଜାକିରଙ୍କ ଠାରୁ ରାକେଶ ୨୦ ହଜାର ଟଙ୍କା ଧାର ଆଣିଥିଲେ। ହେଲେ ଅର୍ଥ ଅଭାବରୁ ସେ ଟଙ୍କା ଦେଇ ପାରି ନ ଥିଲେ। ଶୁକ୍ରବାର ଅପରାହ୍ନରେ ରାକେଶଙ୍କୁ ଜାକିର୍‌ ଅଠାନୁର ଛକକୁ ଆସିବାକୁ କହିଥିଲେ। ସେ ଯିବା ପରେ ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। କିଛି ନିଶାଗ୍ରସ୍ତ ଯୁବକଙ୍କ ସହ ମିଶି ଜାକିର୍ ତାଙ୍କୁ ଲୁହାରଡ଼ରେ ପିଟି ଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like