-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ

09-May-2026



ବଲାଙ୍ଗୀର (ପ୍ରେରଣା ଖବର ): କୁଡ଼ସିଂହା ଅଞ୍ଚଳର ଗୋପାଳ ସାହୁ ଆଜି ଅତ୍ୟନ୍ତ ଦୁଃଖଦ ଓ ଅସହାୟ ପରିସ୍ଥିତି ମଧ୍ୟରେ ଜୀବନ କାଟୁଛନ୍ତି। ଚିକିତ୍ସାଜନିତ ସମସ୍ୟା କାରଣରୁ ପ୍ରଥମେ ପ୍ରାୟ ଦୁଇ ବର୍ଷ ପୂର୍ବେ ତାଙ୍କର ଗୋଟିଏ ଗୋଡ଼  କାଟିବାକୁ ପଡ଼ିଥିଲା। ପରେ ଶାରୀରିକ ଅବସ୍ଥା ଅଧିକ ଜଟିଳ ହେବାରୁ ସମ୍ପ୍ରତି ତାଙ୍କର ଆଉ ଗୋଟିଏ ଗୋଡ଼ ମଧ୍ୟ କାଟିବାକୁ ପଡ଼ିଛି।ପରିବାରର ଏକମାତ୍ର ଉପାର୍ଜନକାରୀ ଥିବା ଶ୍ରୀ ସାହୁ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବେ ଶଯ୍ୟାଶାୟୀ ଅବସ୍ଥାରେ ଅଛନ୍ତି। ଦୁଇଟି ଗୋଡ଼

ହରାଇବା ପରେ ତାଙ୍କ ପରିବାରର ଆର୍ଥିକ ସ୍ଥିତି ଭାଙ୍ଗି ପଡ଼ିଛି। ଦୈନନ୍ଦିନ ଖାଦ୍ୟ ଓ ଔଷଧ ଖର୍ଚ୍ଚ ଯୋଗାଡ଼ କରିବା ମଧ୍ୟ ପରିବାର ପାଇଁ କଷ୍ଟକର ହୋଇପଡ଼ିଛି। ପରିବାର ଚଲାଇବା ପାଇଁ ତାଙ୍କ ସ୍ତ୍ରୀ ଦିନମଜୁରିଆ ଭାବେ କାମ କରି ପରିବାରକୁ ସମ୍ଭାଳୁଥିବା ଜଣାପଡ଼ିଛି।ଏହି ଦୁଃଖଦ ପରିସ୍ଥିତି ବିଷୟରେ ଜାଣିବା ପରେ ମାହେଶ୍ୱରୀ ପକ୍ଷରୁ ସହଯୋଗ ରାଶି ତାଙ୍କ ଘରକୁ ପହଞ୍ଚି ପ୍ରଦାନ କରାଯାଇଛି। ସଙ୍ଗଠନର ସଭାପତି ଶୋଭନ କୁମାର ଅଗ୍ରୱାଲ, ସଦସ୍ୟ ସୂରଜ କୁମାର ପଟେଲ, ପଦ୍ମାଳୟା ବାରିକ, ମନୋରଞ୍ଜନ ଝଙ୍କାର, ଲୋକନାଥ ପଧାନ, ହିରନ୍ ମଲ୍ଲିକ, ଯୁଳିଏନା ରିଟଚେ ତାଙ୍କ ସହ ସାକ୍ଷାତ କରି ଆଗାମୀ ଚିକିତ୍ସା, ଔଷଧ, ଫିଜିଓଥେରାପି ଓ ପୁନର୍ବାସ ପାଇଁ ସମସ୍ତଙ୍କୁ

ସହଯୋଗର ହାତ ବଢ଼ାଇବାକୁ ଅନୁରୋଧ କରିଛନ୍ତି।

ମାହେଶ୍ୱରୀ ସଙ୍ଗଠନ ର ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ କହିଛନ୍ତି ଯେ, ସମାଜର ଅସହାୟ ଓ ଆବଶ୍ୟକତାରେ ଥିବା ଲୋକଙ୍କ ପାଖରେ ଠିଆ ହେବା ହିଁ ସଂଗଠନର ମୂଳ ଉଦ୍ଦେଶ୍ୟ ଓ ଆଗାମୀ ଦିନରେ ମଧ୍ୟ ଏଭଳି ମାନବିକ କାର୍ଯ୍ୟ ଜାରି ରହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like