-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

09-May-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ସେଣ୍ଟସ ଭ୍ୟାଲି ହାଇସ୍କୁଲରେ ଅଧ୍ୟୟନରତ ଛାତ୍ର ଛାତ୍ରୀଙ୍କ ମଧ୍ୟରୁ ଚଳିତ ବର୍ଷ ମ୍ୟାଟ୍ରିକ୍ ପରୀକ୍ଷାରେ A1 ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ସୁରେଖା ପୁରୋହିତ ଓ ତାଙ୍କ ପିତା କୃଷ୍ଣଚନ୍ଦ୍ର ପୁରୋହିତ,ମାତା  ରଞ୍ଜିତା ପୁରୋହିତ ଏବଂ ଛାତ୍ର ସୋମପ୍ରକାଶ ପଣ୍ଡା,ତାଙ୍କ ପିତା ବିଶ୍ୱମ୍ବର ପଣ୍ଡା ଓ ମାତା  ସୁଦେଷ୍ଣା  ପଣ୍ଡାଙ୍କୁ ଅନୁଷ୍ଠାନ ତରଫରୁ ପୁଷ୍ପଗୁଚ୍ଛ ତଥା ଉପଢୌକନ ଦେଇ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ସ୍କୁଲ ପରିଚାଳକ ତଥା ପ୍ରଧାନ ଶିକ୍ଷକ ବାଳଗୋପାଳ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନିଲ କୁମାର ମିଶ୍ର,ଶିକ୍ଷକ ଜୟଲାଲ ସେବକ , ଦେବଦତ୍ତ ପଣ୍ଡା,ସତ୍ୟନାରାୟଣ ସାହୁ ଯୋଗଦେଇ ପିଲାମାନେ କିପରି ନିଜ ଭବିଷ୍ୟତ ନିର୍ମାଣରେ ଗୁରୁତ୍ୱ ଦେବେ ସେ ବିଷୟରେ ଉଦବୋଧନ ଦେଇଥିଲେ l ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷ ଦଶମ ଶ୍ରେଣୀର ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ଅଭିଭାବକ ଅଭିଭାବିକା ଉପସ୍ଥିତ ରହି ପିଲାମାନଙ୍କ ଭବିଷ୍ୟତ ଗଠନ ଦିଗରେ ଉନ୍ନତି ଆସିବ ସେଦିଗରେ ଉପସ୍ଥିତ ଶିକ୍ଷକ/ଶିକ୍ଷୟତ୍ରୀ ଅମର ମେହେର,ସୂର୍ଯ୍ୟ ନାରାୟଣ ମେହେର,ଦେବାଶିଷ ମହାପାତ୍ର,ଭୋଜରାଜ ବିଶି, ଦେବେନ୍ଦ୍ର କମ୍ପ,ସୁବ୍ରତ ପଧାନ, ସୁବ୍ରତ ମିଶ୍ର,ବର୍ଷାରାଣୀ ପାତ୍ର, ସସ୍ମିତା ସାହୁ,ଇପ୍ସିତା ପଣ୍ଡା, କମଳିନୀ ପଧାନ,ରୋହିତ ବାଘ ଦୀପାଳି ସାହୁ ପ୍ରମୁଖଙ୍କ ସହିତ ବିଶଦ ଆଲୋଚନା କରିଥିଲେ ଏହି ଅବସରରେ ଅନୁଷ୍ଠାନ ତରଫରୁ  A1 ଗ୍ରେଡ୍ ଲାଭ କରିଥିବା ୨ଛାତ୍ର ଛାତ୍ରୀଙ୍କ ଉଚ୍ଚ ଶିକ୍ଷା ଅନୁଷ୍ଠାନ ତରଫରୁ ଏଗାର ହଜାର ଏକ ଶହ ଏଗାର ଟଙ୍କାର  ଚେକ ପ୍ରଦାନ କରାଯାଇଥିଲା l  ବରିଷ୍ଠ ଶିକ୍ଷକ ଦେବଦତ୍ତ ପଣ୍ଡା ସଭା ସଂଯୋଜନା କରିଥିବାବେଳେ ଶେଷରେ ଶିକ୍ଷକ ଭୋଜରାଜ ବିଶି ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like