-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି

09-May-2026



ଲୋଇସିଂହା, (ପ୍ରେରଣା ଖବର) ସରକାରଙ୍କ ପକ୍ଷରୁ ଲୋକଙ୍କ ଯାତାୟାତ ସୁବିଧା ପାଇଁ ପ୍ରତି ବ୍ଲକକୁ ଯୋଗାଇ ଦିଆ ଯାଇଛି ଲକ୍ଷୀବସ୍ ସେବା l ଉକ୍ତ ବସ୍ ତଥା ବସ୍ ରହଣି ଓ ଯାତ୍ରୀ ମାନଙ୍କ ସୁବିଧା ପାଇଁ କୋଟି କୋଟି ଟଙ୍କାରେ ନିର୍ମିତ ହୋଇଛି ବସଷ୍ଟାଣ୍ଡ l ହେଲେ ଲୋଇସିଂହା ବ୍ଲକରେ ନିର୍ମିତ ବସଷ୍ଟାଣ୍ଡ ରେ ମାତ୍ର ତିନୋଟି ଲକ୍ଷୀବସ୍ ଛଡ଼ା ଆଉ କୌଣସି ସରକାରୀ ଅଥବା ବେସରକାରୀ ବସ୍ ବସଷ୍ଟାଣ୍ଡକୁ ଯାଉ ନାହିଁ । ତିନୋଟି ବସ୍ ଯିବା ଆସିବାରେ ସୀମିତ ରହିଛି ବସଷ୍ଟାଣ୍ଡ l ଗୋଟିଏ ବସ୍ ବ୍ଲକ ନିକଟସ୍ଥ ପାଖାପାଖି ଅଞ୍ଚଳରେ ଯିବା ଆସିବା କରୁଥିବା ବେଳେ ଆଉ ଗୋଟିଏ ବସ୍ ଝାରମୁଣ୍ଡା, କୁଶଙ୍ଗ, ସରଗାଡ, ତଳିଉଡାର, ରତାଖଣ୍ଡି ପଟେ ଯିବା ଆସିବା କରୁଛି l ହେଲେ ଆଉ ଗୋଟିଏ ବସ୍ ଉକ୍ତ ରାସ୍ତା ଦେଇ  ଲୋଇସିଂହା ବ୍ଲକର ଲୁଚକିବାହାଲ, ମାହାରପାଲି ଛକ, ବବଜା, ବାନିପାଲି ଘୁଙ୍ଗି, ଗେର୍ଡି ଦେଇ ଯାତାୟାତ କରିବା କଥା । ହେଲେ କାହା ନିର୍ଦ୍ଦେଶରେ ଗୋଟିଏ ବସ୍ ଲୋଇସିଂହାରୁ ବାହାରି ବଲାଙ୍ଗିର ବ୍ଲକର ଫାସଡ ସକମା, ରାଣୀପାଲି, କିରାବାହାଲ ଦେଇ ଲୋଇସିଂହା ବ୍ଲକର କୁଶମେଲକୁ ଯାଉଛି l ପୁଣି କୁଶମେଲରୁ  ତାହା ଫେରୁଛି ବିନା ପାସେଞ୍ଜରରେ l ଅଥଚ ଲୋଇସିଂହା ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳ ରତାଖଣ୍ଡି, ମାହାରପାଲି ଛକ, ବବଜା, ବାନିପାଲି ଜି.ଏସ ଡୁଙ୍ଗୁରିପାଲି ଅଞ୍ଚଳର ଲୋକେ ତଥା କଲେଜ ଛାତ୍ରଛାତ୍ରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଥିବା ବେଳେ ଗୋଟିଏ ବସ କୁ ବଲାଙ୍ଗିର ବ୍ଲକ ଏରିଆକୁ କାହା ସ୍ୱାର୍ଥରେ ଯାଉଛି l ଏ ନେଇ ଅଞ୍ଚଳର ଲୋକେ ଲୋଇସିଂହା ବ୍ଲକରେ ଅନେକ ଥର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନାହିଁ l ଏହାର ସୁବିଧା ପାଇଁ ଜିଲ୍ଲା ପ୍ରଶାସନ ଧ୍ୟାନ ଦେବାକୁ ଅଞ୍ଚଳ ବାସୀ  ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like