-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ

09-May-2026



କଟକ(ତପନ ମହାନ୍ତି):କଲିକତାରୁ ଫେରିବା ପରେ ସନ୍ଧ୍ୟା ରେ ଲୋକସେବା ଭବନରେ ଏକ ଜରୁରୀ ଉଚ୍ଚସ୍ତରୀୟ ବୈଠକ ଡାକି ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁଲିସ ଡିଜି ଶ୍ରୀ ଖୁରାନିଆଙ୍କୁ ସତର୍କ ଓ ସଜାଗ ରହିବାପାଇଁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଛନ୍ତି। ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ରାଜ୍ୟରେ ଆଇନଶୃଙ୍ଖଳାର ବିପର୍ଯ୍ୟସ୍ତ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ଷୁବ୍ଧ। ବାଲିଅନ୍ତାରେ ଜିଆରପି କନେଷ୍ଟବଳଙ୍କୁ ପିଟିପିଟି ହତ୍ୟା କରାଯିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଉଦବେଗ ବ୍ୟକ୍ତ କରିବା ସହ କ୍ରାଇମବ୍ରାଂଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ପୁଲିସ ଡିଜି ୱାଇବି ଖୁରାନିଆଙ୍କୁ ତାଗିଦ୍ କରି କଡ଼ା ଭାଷାରେ ବର୍ଷିଥିବା ଜଣା ପଡ଼ିଛି। ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋଲକାତାରେ ବିଜେପି ସରକାରର ଶପଥ ସମାରୋହ ଉତ୍ସବରେ ସାମିଲ ହୋଇ ଫେରିବା ପରେ ସନ୍ଧ୍ୟାରେ ଲୋକସେବା ଭବନରେ ଏକ ଜରୁରୀ ଉଚ୍ଚସ୍ତରୀୟ ବୈଠକ ଡାକି ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି।

ବୈଠକରେ ରାଜ୍ୟରେ ବଢ଼ୁଥିବା ଅମାନବୀୟ ନୃଶଂସ ହତ୍ୟା ଓ ଅପରାଧ ଘଟଣାକୁ ନେଇ ଉଦବେଗ ବ୍ୟକ୍ତ କରିବା ସହ ପୁଲିସ ପ୍ରଶାସନର ଶିଥିଳତା ଉପରେ ବର୍ଷିଥିବା ସୂଚନା ମିଳିଛି।

ସୂତ୍ର ଅନୁସାରେ, ବୈଠକରେ ପୁଲିସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟରେ ତୁଳନାତ୍ମକ ଅପରାଧର ତଥ୍ୟ ପ୍ରଦାନ କରାଯାଇ ଥିଲେ ମଧ୍ୟ କେଉଁ କାରଣ ପାଇଁ ଏଭଳି ଅମାନବିକ ହତ୍ୟା ହେଉଛି ଓ ସେଥିରେ କାହିଁକି ନିୟନ୍ତ୍ରଣ ଆସୁନି ବୋଲି ପୁଲିସ ଡିଜିଙ୍କୁ ପ୍ରଶ୍ନ କରିଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like