-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ

10-May-2026



କଟକ(ତପନ ମହାନ୍ତି): କଟକ ବୋର୍ଡ ଅଫ ରେଭିନ୍ୟୁ ନିର୍ମାଣାଧୀନ କୋଠାରୁ ଖସି ପଶ୍ଚିମବଙ୍ଗର ଶ୍ରମିକ ଆମିନୁଲ ଇସଲାମଙ୍କ ମୃତ୍ୟୁ ଘଟିଛି। ଠିକା ସଂସ୍ଥା ଗୁଡ଼ିକ ନିରାପତ୍ତା ନିୟମ ପାଳନ କରୁନଥିବାରୁ ଏଭଳି ଘଟଣା ଘଟୁଛି। ଦୁର୍ଘଟଣାର ନିରପେକ୍ଷ ଉଚ୍ଚସ୍ତରୀୟ ତଦନ୍ତ କରିବା ସହ ଠିକା ସଂସ୍ଥା ଓ ଯନ୍ତ୍ରୀ ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ମୃତ ଶ୍ରମିକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିବାକୁ ଏଆଇୟୁଟିୟୁସି ପକ୍ଷରୁ ଜିଲା ସଭାପତି ଖଗେଶ୍ବର ସେଠୀ, ସମ୍ପାଦକ ରାଜକିଶୋର ମଲ୍ଲିକ ଦାବି ଜଣାଇଛନ୍ତି। ସେହିପରି ସିପିଡିଆରଏସ ଓଡ଼ିଶା ଶାଖା ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି। ନିର୍ମାଣାଧୀନ କୋଠାରେ ବ୍ୟାରିକେଡ୍, ସୁରକ୍ଷା ଜାଲ ଘେରାନଯାଇ କାମ କରାଯାଉଥିଲା। ନିର୍ମାଣ କ୍ଷେତ୍ରରେ ନିୟମ ପାଳନ କରୁନଥିବା ଠିକା ସଂସ୍ଥା ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ମୃତ ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ପାଇଁ ସିପିଡିଆରଏସ ଦାବି କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like