-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||     

HOME   ଜିଲ୍ଲା

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର

10-May-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୋନପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ଗ୍ରାମପଞ୍ଚାୟତ ଲଙ୍ଗଳକଟା ଗ୍ରାମ ଚାଷଜମି ରାସ୍ତାରୁ ଶନିବାର ସକାଳ  ୭ ଟାସମୟରେ  ୨ କ୍ୟୁଣ୍ଟାଲ ୭୨ କିଲୋ  ୨୦୦ ଗ୍ରାମ ଗଂଜେଇ ଜବତ କରି ଗଂଜେଇ ବୋଝେଇ ଏକ କେଟ୍ରା କାର ଗାଡି ନମ୍ବର OD ୧୭X ୭୧୨୭କୁ ଜବତ କରିଛି ଡୁଙ୍ଗୁରିପାଲି ପୋଲିସ।ଗଂଜେଇ ମାଫିଆମାନେ ଗାଡି ଛାଡି ଫେରାର ହୋଇଯାଇଛନ୍ତି। ଓଡିଶାରୁ ଛତିଶଗଡ଼ ଗଂଜେଇ ଚାଲାଣ।

ପ୍ରାପ୍ତ ପୋଲିସ ସୁତ୍ର ରୁ ପ୍ରକାଶ ଯେ ଶନିବାର ବୌଦ୍ଧ ପଟରୁ  ଛତିଶଗଡ କୁ ଗଂଜେଇ ଚାଲାଣ ହେଉ ଥିବା ବେଳେ ଏକ ଧଳା ରଙ୍ଗର ଏକ କାର ଗଂଜେଇ ବୋଝେଇ ଭର୍ତ୍ତି ଆସୁଥିବା ଦେଖି କୌଣସି ସୁତ୍ର ରୁ ଖବର ପାଇଁ ସୋନପୁର ପୋଲିସ ଟିମ କାରକୁ ପିଛା କରି ବିନିକା ଓ ରାମପୁର ପୋଲିସ କୁ ଖବର ଦେଇଥିଲା |ସୋନପୁର, ବିନିକା ଓ ରାମପୁର ଥାନା ପୋଲିସ ଟିମ ମିଳିତ ହୋଇ ଭୋର ୫ ଟା ସମୟରେ  କାର କୁ ପିଛା କରିଥିଲେ |ହେଲେ ଗଂଜେଇ ମାଫିଆ ମାନେ ଗଂଜେଇ ପାର କରି ନ ପାରି  ଡୁଙ୍ଗୁରିପାଲି ଥାନା ବେହେରାମାଲ ଗ୍ରାମପଞ୍ଚାୟତ  ଲଙ୍ଗଳକଟା ଗ୍ରାମ ନିକଟ ଚାଷ ଜମି ରାସ୍ତାରେ ଗଂଜେଇ ଭର୍ତ୍ତି ଏକ ଧଳା କାର କୁ ଛାଡି ଗଂଜେଇ ମାଫିଆ ମାନେ ଫେରାର ହୋଇଯାଇଥିଲେ |ଚାଷଜମି ରାସ୍ତାରେ ସକାଳ ୭ ଟା ରେ ଏକ ଧଳା କାର ଥିବା ଦେଖି ଲଙ୍ଗଳକଟା ଗ୍ରାମର  ରବୀନ୍ଦ୍ର ତ୍ରିପାଠୀ ଡୁଙ୍ଗୁରିପାଲି ପୋଲିସ କୁ ଖବର ଦେଇଥିଲେ |ଡୁଙ୍ଗୁରିପାଲି ପୋଲିସ ଘଟଣା ସ୍ଥଳକୁ ସକାଳ ୭ ଟା ସମୟରେ ପହଂଚିଥିଲେ |ପରେ ଦିନ ୧୧ ଟା ସମୟରେ  ରାମପୁର ଅତିରିକ୍ତ ତହସିଲଦାର ରୋହିତ କୁମାର ବାଘ ମାଜିଷ୍ଟ୍ରେଟ ଦାଇତ୍ୱ ଉପସ୍ଥିତ ରହିଥିଲେ | ପୋଲିସ କାର ଭିତରୁ ଗଂଜେଇସବୁ କୁ  ବାହାର କରିଥିଲେ |କାର ଭିତରୁ ମୋଟ ୨୭୦ ପକେଟ ଗଂଜେଇ ବାହାରି ଥିଲା |ମାଜିଷ୍ଟ୍ରେଟ ବାଘଙ୍କ ଉପସ୍ଥିତ ରେ ଓଜନ କରାଯାଇଥିଲା |ଗଂଜେଇ କୁ

ଓଜନ କଲା ପରେ ୨କ୍ୟୁଣ୍ଟାଲ ୭୨କିଲୋ ୨୦୦ଗ୍ରାମ ହୋଇଥିଲା |ଓଜନ ଗଂଜେଇ ସବୁ ୧୨ ଗୋଟି  ବଡ଼ ବୁରା ପକେଟ ରେ ଭର୍ତ୍ତି କରି ସିଲ କରାଯାଇ ପୋଲିସ ଜବତ କରିରଖିଛି |ଗଂଜେଇ ମାଫିଆ ମାନେ ଗଂଜେଇ ଚାଲାଣ କରୁଥିବା ବେଳେ ଦୁଇଟି ନମ୍ବର ପ୍ଲେଟ ଓଡିଶା ଓ ଛତିଶଗଡ ନମ୍ବର ପ୍ଲେଟ ଓ କାରକୁ ପୋଲିସ ଜବତ କରିଛି |ଜବତ ହୋଇଥିବା ଗଂଜେଇର ସରକାରୀ ମୂଲ୍ୟ ୨୭ ଲକ୍ଷ ଟଙ୍କା ହେବା ପୋଲିସ କହିଛି। ଏ ନେଇ ଡୁଙ୍ଗୁରିପାଲି ପୋଲିସ କେଶ ନଂ -୧୧୫ /୨୬ ରେ ଅବକାରୀ ଆକ୍ଟ ୩୧୮/(୪)ଭାରତୀୟ ନ୍ୟାୟ ସହିତା ଅନୁଯାୟୀ ୨୦ (b)c ୨୫/୨୯ ,୨୦(b)(ii)c ୨୫/୨୯ ମାମଲା ୠଜୁ ହୋଇ ଥିବା ତଦନ୍ତ ଅଧିକାରୀ ଏସଆଇ ଅମିତ କୁମାର ଧଳ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026

You Might Also Like