-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||     

HOME   ଜିଲ୍ଲା

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର

10-May-2026



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ଗ୍ରାମପଞ୍ଚାୟତ ଲଙ୍ଗଳକଟା ଗ୍ରାମ ଚାଷଜମି ରାସ୍ତାରୁ ଶନିବାର ସକାଳ ୭ଟା ସମୟରେ ୨କୁଇଣ୍ଟାଲ ୭୨କିଲୋ  ୨୦୦ଗ୍ରାମ ଗଂଜେଇ ଜବତ କରି ଗଂଜେଇ ବୋଝେଇ ଏକ କ୍ରେଟା କାର୍ ଗାଡି ନମ୍ବର ଓଡ଼ି ୧୭ଏକ୍ସ ୭୧୨୭କୁ ଜବତ କରିଛି ଡୁଙ୍ଗୁରିପାଲି ପୋଲିସ।ଗଂଜେଇ ମାଫିଆମାନେ ଗାଡି ଛାଡି ଫେରାର ହୋଇ ଯାଇଛନ୍ତି। ଓଡିଶାରୁ ଛତିଶଗଡ଼ ଗଂଜେଇ ଚାଲାଣ।

ପ୍ରାପ୍ତ ପୋଲିସ ସୂତ୍ରରୁ ପ୍ରକାଶ ଯେ, ଶନିବାର ବୌଦ୍ଧ ପଟରୁ  ଛତିଶଗଡକୁ ଗଂଜେଇ ଚାଲାଣ ହେଉଥିବା ବେଳେ ଧଳା ରଙ୍ଗର ଏକ କାର୍ ଗଂଜେଇ ବୋଝେଇ ଭର୍ତ୍ତି ଆସୁଥିବା ଦେଖି କୌଣସି ସୂତ୍ରରୁ ଖବର ପାଇଁ ସୋନପୁର ପୋଲିସ ଟିମ୍ କାରକୁ ପିଛା କରି ବିନିକା ଓ ରାମପୁର ପୋଲିସକୁ ଖବର ଦେଇଥିଲା। ସୋନପୁର, ବିନିକା ଓ ରାମପୁର ଥାନା ପୋଲିସ ଟିମ୍ ମିଳିତ ହୋଇ ଭୋର ୫ ଟା ସମୟରେ କାର୍ କୁ ପିଛା କରିଥିଲେ।ହେଲେ ଗଂଜେଇ ମାଫିଆ ମାନେ ଗଂଜେଇ ପାର କରି ନପାରି ଡୁଙ୍ଗୁରିପାଲି ଥାନା ବେହେରାମାଲ ଗ୍ରାମପଞ୍ଚାୟତ  ଲଙ୍ଗଳକଟା ଗ୍ରାମ ନିକଟ ଚାଷଜମି ରାସ୍ତାରେ ଗଂଜେଇ ଭର୍ତ୍ତି ଏକ ଧଳା କାରକୁ ଛାଡି ଫେରାର ହୋଇ ଯାଇଥିଲେ।ଚାଷଜମି ରାସ୍ତାରେ ସକାଳ ୭ଟା ରେ ଏକ ଧଳା କାର୍ ଥିବା ଦେଖି ଲଙ୍ଗଳକଟା ଗ୍ରାମର  ରବୀନ୍ଦ୍ର ତ୍ରିପାଠୀ ଡୁଙ୍ଗୁରିପାଲି ପୋଲିସ କୁ ଖବର ଦେଇଥିଲେ।ଡୁଙ୍ଗୁରିପାଲି ପୋଲିସ ଘଟଣାସ୍ଥଳକୁ ସକାଳ ୭ ଟା ସମୟରେ ପହଂଚିଥିଲେ। ପରେ ଦିନ ୧୧ ଟା ସମୟରେ  ରାମପୁର ଅତିରିକ୍ତ ତହସିଲଦାର ରୋହିତ କୁମାର ବାଘ ମାଜିଷ୍ଟ୍ରେଟ ଦାଇତ୍ୱ ଉପସ୍ଥିତ ରହିଥିଲେ। ପୋଲିସ କାର ଭିତରୁ ଗଂଜେଇ ସବୁକୁ  ବାହାର କରିଥିଲେ। କାର ଭିତରୁ ମୋଟ ୨୭୦ ପକେଟ ଗଂଜେଇ ବାହାରିଥିଲା। ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ଓଜନ କରାଯାଇଥିଲା। ଗଂଜେଇକୁ ଓଜନ କଲା ପରେ ଏହାର ପରିମାଣ ୨କୁଇଣ୍ଟାଲ ୭୨କିଲୋ 

୨୦୦ଗ୍ରାମ ହୋଇଥିଲା। ଓଜନ ଗଂଜେଇ ସବୁ ୧୨ ଗୋଟି  ବଡ଼ ବୁରା ପକେଟରେ ଭର୍ତ୍ତି କରି ସିଲ୍ କରାଯାଇ ପୋଲିସ ଜବତ କରିରଖିଛି।ଗଂଜେଇ ମାଫିଆ ମାନେ ଗଂଜେଇ ଚାଲାଣ କରୁଥିବା ବେଳେ ଦୁଇଟି ନମ୍ବର ପ୍ଲେଟ ଓଡିଶା ଓ ଛତିଶଗଡ ନମ୍ବର ପ୍ଲେଟ ଓ କାରକୁ ପୋଲିସ ଜବତ କରିଛି। ଜବତ ହୋଇଥିବା ଗଂଜେଇର ସରକାରୀ ମୂଲ୍ୟ ୨୭ ଲକ୍ଷ ଟଙ୍କା ହେବା ପୋଲିସ କହିଛି। ଏ ନେଇ ଡୁଙ୍ଗୁରିପାଲି ପୋଲିସ କେଶ୍ ନଂ -୧୧୫ /୨୬ ରେ ଅବକାରୀ ଆକ୍ଟ ୩୧୮/(୪)ଭାରତୀୟ ନ୍ୟାୟ ସହିତା ଅନୁଯାୟୀ ୨୦(b) c ୨୫/୨୯ ,୨୦(b)(ii)c ୨୫/୨୯ ମାମଲା ରୁଜୁ ହୋଇଥିବା ତଦନ୍ତଅଧିକାରୀ ଏ.ଏସ.ଆଇ ଅମିତ କୁମାର ଧଳ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026

You Might Also Like