-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||     

HOME   ଜିଲ୍ଲା

ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ

10-May-2026



ଲୋଇସିଂହା, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଗୁର୍ଜିଭଟା ଚ୍ଛକ ଠାରେ କାର ଓ ବାଇକ ମଧ୍ୟରେ ମୁହଁମୁହିଁ ହେବା ଫଳରେ ଅଳ୍ପକେ ବାର୍ତିଲେ ବାଇକ୍ ଆରୋହୀ, ବିପରୀତ ଦିଗରୁ ଆସୁଥିବା କାର ଭାରସାମ୍ୟ ହରାଇ ଅନ୍ୟ ଜଣକୁ ଧକ୍କାଦେଇ ନିକଟରେ ଥିବା ଏକ ଦୁକାନ ରେ ପିଟି ହୋଇଥିଲା l କାର ରେ ପିଟି ହୋଇ ଥିବା ବ୍ୟକ୍ତି ଗୁରୁତର ଓ କାର୍ ରେ ବସିଥିବା  ତିନି ଜଣ ଙ୍କ ମଧ୍ୟରୁ ମହିଳା ଜଣକ ଆହତ , ଛୋଟ ଶିଶୁ ଓ ଚାଳକ ସାମାନ୍ୟ ଗୁରୁତର l ସୂଚନା ରୁ ପ୍ରକାଶ ଯେ ଆହତ ବ୍ୟକ୍ତି ଜଣକ ହେଲେ ନିକଟସ୍ଥ କେଉଁଟିପାଲି ଗ୍ରାମର ଦିଲୀପ ନନ୍ଦ ଓ କାର ଚାଳକ କଣ୍ଟାମାଳ ର ନାରାୟଣ ବଘାର ଓ   ଆହତ ହୋଇଥିବା ମହିଳା ଓ ଛୋଟ ଶିଶୁ , କାର ରେ ପିଟି ହୋଇଥିବା ବ୍ୟକ୍ତି ଙ୍କୁ ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ହେବାରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ୍ କୁ ସ୍ଥାନାନ୍ତର । ସଡ଼କ ଦୁର୍ଘଟଣାରେ ପୀଡ଼ିତ ବ୍ୟକ୍ତିଙ୍କ ପାଇଁ ଦେବଦୂତ ସାଜିଲେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ। ଗୁର୍ଜିଭଟା ଛକ ନିକଟରେ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ବ୍ୟକ୍ତିଙ୍କୁ  ସ୍ଥାନୀୟ ଲୋକ ଙ୍କ ସହଯୋଗ ସହ ମନ୍ତ୍ରୀ ନିଜେ ଉପସ୍ଥିତ ରହି ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ପଠାଇବା ସହ ତାଙ୍କର ଜୀବନ ରକ୍ଷା ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି l ଆଜି ଭୁବନେଶ୍ୱର ରୁ ଫେରିବା ସମୟରେ ଗୁର୍ଜିଭଟା ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଥିବା ମାନ୍ୟବର ମନ୍ତ୍ରୀ ଦେଖିବାକୁ ପାଇଥିଲେ। ସେଠାରେ ଜଣେ ବ୍ୟକ୍ତି ଗୁରୁତର ଅବସ୍ଥାରେ ପଡ଼ିରହିଥିବା ଦେଖି ମନ୍ତ୍ରୀ ମହୋଦୟ ତୁରନ୍ତ ନିଜେ ଗାଡ଼ିକୁ ଅଟକାଇଥିଲେ।

ବିଳମ୍ବ ନକରି ସେ ନିଜେ ଆମ୍ବୁଲାନ୍ସ ପାଇଁ ଯୋଗାଯୋଗ କରିଥିଲେ ଏବଂ ଆହତ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ମେଡିକାଲରେ ପହଞ୍ଚାଇବା ପାଇଁ ସମସ୍ତ ବ୍ୟବସ୍ଥା କରିଥିଲେ। ଏହି ଘଟଣା ପରେ ମନ୍ତ୍ରୀ ଡ. ମହାଲିଙ୍ଗ ଜନସାଧାରଣଙ୍କୁ ଏକ ନିବେଦନ କରିଛନ୍ତି ଯେ ଦୁର୍ଘଟଣା ସମୟରେ ପୀଡ଼ିତଙ୍କୁ ସହଯୋଗ କରିବା ଆମ ସମସ୍ତଙ୍କର ସାମାଜିକ ଓ ନୈତିକ ଦାୟିତ୍ୱ। କୌଣସି ପ୍ରକାର ଭୟ ନକରି ସଠିକ୍ ସମୟରେ ଆହତଙ୍କୁ ମେଡିକାଲରେ ପହଞ୍ଚାଇବା ପାଇଁ ଆମେ ସମସ୍ତେ ଆଗେଇ ଆସିବା ଆବଶ୍ୟକ। ଜଣଙ୍କର ଅମୂଲ୍ୟ ଜୀବନ ବଞ୍ଚାଇବା ଠାରୁ ବଡ଼ପୁଣ୍ୟ କାର୍ଯ୍ୟ ଆଉ କିଛି ନାହିଁ l ମନ୍ତ୍ରୀ ମହୋଦୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆହତ ବ୍ୟକ୍ତିଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ରାଜ୍ୟବାସୀଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026

You Might Also Like