-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ରାଜ୍ୟ

ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ

10-May-2026



ବଲାଙ୍ଗୀର(ପ୍ରେରଣା ଖବର):ଆମ ସଂସ୍କୃତିରେ ଯେତେ ପରିବର୍ତ୍ତନ ହେଲେ ମଧ୍ୟ ଆମ ଭିତରେ ଏବେ ବି ଆଶା ଓ ବିଶ୍ୱାସ ଅଛି, ସଂସ୍କାର ଓ ମାନବିକତା ବଞ୍ଚି ରହିଛି l ବର୍ତ୍ତମାନର ଯୁବପିଢ଼ି ହିଁ ହେଉଛନ୍ତି ଆମର ସ୍ଥିତି ଓ ସମ୍ଭାବନା ‌। ତେଣୁ ତାଙ୍କ ଭିତରେ ପରିବାରରୁ ହିଁ ପ୍ରଥମେ ସଂସ୍କାର ଏବଂ

ଶିକ୍ଷାଦାନରେ ପରିବର୍ତ୍ତନ ଆଣିଲେ ଆଗକୁ ସେମାନେ ଆମ ସଂସ୍କୃତିର ଅବକ୍ଷୟକୁ ରୋକି ପାରିବେ l ଜିଲ୍ଲା ସଂସ୍କୃତି ପରିଷଦ ସହଯୋଗରେ ବଲାଙ୍ଗିରର ଅଗ୍ରଣୀ ଅନୁଷ୍ଠାନ 'ରଚନା' ଦ୍ଵାରା ସ୍ଥାନୀୟ ସଂସ୍କୃତି ଭବନରେ ଆୟୋଜିତ "ଆମ ସଂସ୍କୃତି : ସ୍ଥିତି ଓ ସମ୍ଭାବନା" ଶୀର୍ଷକ ଆଲୋଚନାଚକ୍ରରେ ଏହି ମତ ପ୍ରକାଶ ପାଇଛି l 

 

ଏହି କାର୍ଯ୍ୟକ୍ରମରେ ଅତିଥିବକ୍ତା ଭାବରେ ଓଡିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ଏବଂ ଡିଏଭି କଲେଜ, ଟିଟିଲାଗଡ଼ର ଅଧ୍ୟାପିକା ବନ୍ଦନା କର ଯୋଗ ଦେଇ ତାଙ୍କ ବକ୍ତବ୍ୟରେ ପ୍ରାଚୀନ ଗୁରୁକୁଳ ଆଶ୍ରମରେ ବିଦ୍ୟାଦାନ ବ୍ୟବସ୍ଥା, ଗୁରୁଙ୍କୁ ସମ୍ମାନ ପ୍ରଦର୍ଶନ ଓ ସେମାନଙ୍କ ଠାରୁ ସଂସ୍କୃତି ଓ ସଂସ୍କାର ଶିକ୍ଷା ଏବଂ ସାମ୍ପ୍ରତିକ ଶୈକ୍ଷିକ ପରିବେଶକୁ ତୁଳନା କରି, ଆମେ ଅତି ମାତ୍ରାରେ ନିରାଶାବାଦୀ ନ ହୋଇ ଆଶାବାଦୀ ହେବା ଏବଂ ଆମ ସଂସ୍କୃତିର ସଂରକ୍ଷଣ ପାଇଁ ନିଜ ପରିବାର ହିଁ ହେଉଛି ଆମର ପ୍ରାଥମିକ ଗୁରୁକୁଳ ବୋଲି ମତବ୍ୟକ୍ତ କରିଥିଲେ l ଅନ୍ୟତମ ଅତିଥିବକ୍ତା ଭାବରେ ଯୁବ ପ୍ରତିଭା ପ୍ରକାଶ କଲତା ଏବଂ ନିକିତା ସିଂହ ଆମ ଉତ୍କଳୀୟ ଓ ଭାରତୀୟ ସଂସ୍କୃତିର ଅନନ୍ୟତା ଉପରେ ଆଲୋକପାତ କରିଥିଲେ l ଯୁବ ପ୍ରତିଭା ପିଙ୍କି ବାଗ ଓ ଶ୍ରୀତମ କୁମ୍ଭାର ଆଲୋଚ୍ୟ ବିଷୟ ଉପରେ ନିଜ ନିଜ ମତ ରଖିଥିଲେ। 'ରଚନା'ର ସଦସ୍ୟା ସସ୍ମିତା ନେପାକ କାର୍ଯ୍ୟକ୍ରମର ସଂଯୋଜନା ଏବଂ ସହସମ୍ପାଦକ ରତ୍ନମୟ ତ୍ରିପାଠୀ ଧନ୍ୟବାଦ ଦେଇଥିଲେ l ଏହି 'ମାସିକ ରଚନା ସନ୍ଧ୍ୟା'ରେ ଜିଲ୍ଲା ପାଠାଗାରର ଛାତ୍ରଛାତ୍ରୀ ଏବଂ ବହୁ ସାହିତ୍ୟିକ, ବୁଦ୍ଧିଜୀବୀ, କଳାକାର ଓ ସଂସ୍କୃତିପ୍ରେମୀ ଉପସ୍ଥିତ ରହି 'ରଚନା'ର ଏଭଳି ସକାରାତ୍ମକ ପ୍ରୟାସର ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like