-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,

10-May-2026



ଶପଥ ମଞ୍ଚରୁ ବଡ଼ ଘୋଷଣା କରିଛନ୍ତି ବିଜୟ। ୨୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍, ଡ୍ରଗ୍ସ ନିୟନ୍ତ୍ରଣ ଓ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ ପାଇଁ ପାଇଁ ବିଶେଷ ଟାସ୍କ ଫୋର୍ସ ଗଠନ ହେବ। ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମଞ୍ଚରେ ଶପଥ ନେବାପରେ ସେହିଠାରେ ହିଁ ତିନି ବଡ଼ ନିଷ୍ପତ୍ତି ନେଇଛନ୍ତି ତାମିଲନାଡ଼ୁର ନୂଆ ମୁଖ୍ୟମନ୍ତ୍ରୀ ବିଜୟ। ଦାୟିତ୍ୱ ନେବା ପରେ ସେ କିଛି ଗୁରୁତ୍ୱପୂର୍ଣ୍ଣ ଫାଇଲରେ ସ୍ୱାକ୍ଷର କରିଛନ୍ତି। ବିଜୟ ନେଇଥିବା ତିନି ନିଷ୍ପତ୍ତି ହେଉଛି, ୨୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍ ଯୋଗାଣ, ଡ୍ରଗ୍ସ ନିୟନ୍ତ୍ରଣ ପାଇଁ ବିଶେଷ ଟାସ୍କ ଫୋର୍ସ ଗଠନ କରାଯିବ। ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ନିଶା ନିବାରଣ ୟୁନିଟ୍ ଖୋଲାଯିବ ବୋଲି ଘୋଷଣା କରିଛନ୍ତି ବିଜୟ। ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ବିଶେଷ ଟାସ୍କ ଫୋର୍ସ ଗଠନ କରାଯିବ। ସାଧାରଣ ଲୋକଙ୍କ ସୁବିଧା, ସମାଜର ସୁରକ୍ଷା ଏବଂ ଆଇନ-ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବିଜୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

ବିଜୟ କହିଛନ୍ତି ଯେ ପୂର୍ବତନ ଡିଏମକେ ସରକାର ରାଜ୍ୟ ଉପରେ ୧୦ ଲକ୍ଷ କୋଟି ଟଙ୍କାର ଋଣ ଛାଡିଯାଇଛି। ଏନେଇ ୨୦୨୧-୨୦୨୬ ଅବଧିର ରାଜ୍ୟ ଆର୍ଥିକ ସ୍ଥିତି ଉପରେ ଏକ ଶ୍ୱେତପତ୍ର ପ୍ରକାଶ କରାଯିବ। ଶପଥ ଗ୍ରହଣ ପରେ ବିଜୟ ଲୋକଙ୍କୁ ସମ୍ବୋଧିତ କରି ସ୍ୱଚ୍ଛ ପ୍ରଶାସନ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସେ କହିଛନ୍ତି, ନିର୍ବାଚନ ସମୟରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ପାଇଁ ସେ ଚେଷ୍ଟା କରିବେ। ଶିକ୍ଷା, ସ୍ୱାସ୍ଥ୍ୟ, ଖାଦ୍ୟ ଯୋଗାଣ ଓ ମହିଳା ସୁରକ୍ଷା ତାଙ୍କ ସରକାରର

ପ୍ରମୁଖ ଧ୍ୟାନ କ୍ଷେତ୍ର ରହିବ ବୋଲି ସେ କହିଛନ୍ତି।
ରାଜ୍ୟରେ ସ୍ବଚ୍ଛ ପ୍ରଶାସନ
ସେ ଆହୁରି କହିଛନ୍ତି ଯେ ସରକାରରେ କୌଣସି ଦ୍ୱିତୀୟ ଶକ୍ତି କେନ୍ଦ୍ର ରହିବ ନାହିଁ ଏବଂ ସମସ୍ତ କାମ ସ୍ୱଚ୍ଛ ଭାବରେ କରାଯିବ। ବିରୋଧୀଙ୍କୁ ମଧ୍ୟ ସାଙ୍ଗରେ ନେଇ ତାମିଲନାଡୁର ଉନ୍ନତି ପାଇଁ କାମ କରିବେ ବୋଲି ବିଜୟ କହିଛନ୍ତି। ଏପରିକି ଯେଉଁମାନେ ମୋତେ ସମାଲୋଚନା ଏବଂ ଅପମାନିତ କରିଥିଲେ, ସେମାନେ ମଧ୍ୟ ମୋର ଲୋକ ବୋଲି କହିଛନ୍ତି ବିଜୟ।
ବିଜୟଙ୍କ ଅଭିଭାଷଣ ବହୁ ଗୁରୁତ୍ବ ବହନ କରୁଛି। କାରଣ ୨୩୪ ସଦସ୍ୟ ବିଶିଷ୍ଟ ତାମିଲନାଡୁ ବିଧାନସଭାରେ ସରକାରଙ୍କ ପାଖରେ କେବଳ କ୍ଷୀଣ ବହୁମତ ଅଛି, ଏବଂ ଅନେକ ଛୋଟ ଦଳର ସମର୍ଥନରେ ସରକାର ଗଢା ହୋଇଛି।

ରିପୋର୍ଟ : ତପନ ମହାନ୍ତି 


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like