-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l

10-May-2026



(ତ୍ରିନାଥ ବେଶ୍ରା )
ରାୟଗଡା ଜିଲ୍ଲା ମୁନିଗୁଡା ଅଞ୍ଚଳରେ ଯୁବ ଗୋଷ୍ଠୀ ମାନଙ୍କ ମଧ୍ୟରେ ବର୍ତ୍ତମାନ 
କ୍ରିକେଟ ଖେଳ ବେସ୍ ଉତ୍ସାହ ଆଣିବା ସହ କ୍ରିକେଟ ଖେଳ ପ୍ରତି ତାଙ୍କର ଇଚ୍ଛାଶକ୍ତି କୁ ଦ୍ଵିଗୁଣିତ
କରୁଥିବା ଦେଖିବାକୁ ମିଳୁଛି । ଅଞ୍ଚଳର ବିଭିନ୍ନ ଗାଁ ମାନଙ୍କରେ 
ଏଭଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚାଲୁଥିବା ବେଳେ ସେହିପରି 
ରବିବାର ଦିନ ବରଗୁଡା ଗ୍ରାମ ଠାରେ ମଧ୍ୟ୍ୟ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ 2026 ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଥମ ଦିନ ରେ କଳାହାଣ୍ଡି ଜିଲ୍ଲାର ରାତୁଲ ଗାଁ କ୍ରିକେଟ ଟିମ ସହ  ରାୟଗଡା ଜିଲ୍ଲା ର ଇଛା ପୁର ଗ୍ରାମପଞ୍ଚାୟତ ଡାଙ୍ଗୁବାଡି କ୍ରିକେଟ ଟିମ 
 ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା ।
 ।ଉକ୍ତ ଉଦଘାଟଣୀ କ୍ରିକେଟ ଟୁର୍ନାମେଣ୍ଟ ରେ ମୁଖ୍ୟ ଅତିଥି  ଭାବରେ ବିଜେପି ସାଧାରଣ ସମ୍ପାଦକ , ଭିକାରି ନାହକ,ମୁଖ୍ୟବକ୍ତା ଭାବେ ସୁଶ୍ରୀ ରାଜେ ଶ୍ୱରୀ ମାଝୀ,ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଇଛାପୁର ସରପଞ୍ଚ ନାରେଙ୍ଗା ମାଝୀ, ସାନୁଜ୍ୟ ବାଗ, ବୃନ୍ଦାବନ ମହାନ୍ତି,ଗଜେନ୍ଦ୍ର ଗଉଡ଼, ସୁରେନ୍ଦ୍ର ଗୋତି  ପ୍ରମୁଖ ଯୋଗ ଦେଇ
ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ଶାନ୍ତି ଶୃଙ୍ଖଳା ଭାବରେ ଖେଳିବା ପାଇଁ ପରାମର୍ଶ ଦେଇଥିଲେ ।
ପରୀକ୍ଷିତ ଟଙ୍ଗl ଏବଂ କୁନା ଦୋରା ଖେଲଟିକୁ ସୁନ୍ଦର ଭାବରେ ପରିଚାଳନା କରିଥିବା ବେଳେ   
ମାଠାକୁରାଣୀହାଇଭୋଲ୍ଟେଜ କ୍ରିକେଟ ଟୁର୍ନାମେଣ୍ଟ ର ସମସ୍ତ ସଦସ୍ୟ ଏବଂ ବର ଗୁଡା ଗ୍ରାମବାସୀ ଉପସ୍ଥିତ ରହି ସାହାଯ୍ୟ ସହ ଯୋଗ କରିଥିବା ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like