-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

10-May-2026



ବଲାଙ୍ଗୀର- ଆଜି ସ୍ଥାନୀୟ ଟାଉନ ବାଳିକା ହାଇସ୍କୁଲ ପରିସରରେ ଅସୀମ କରାଟେ ଏକାଡେମୀ ଓ ବଲାଙ୍ଗୀର ଜିଲ୍ଲା ଟାଇକଣ୍ଡୋ ସଂଘର ମିଳିତ ଉଦ୍ୟମରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟ ସରକାର ପ୍ରକୃତି ମିତ୍ର ପୁରସ୍କାରପ୍ରାପ୍ତ ସଂଗଠନ ବଲାଙ୍ଗୀର ଜିଲ୍ଲା କରାଟେ ଓର୍ଗାନାଇଜେସନର ସାଧାରଣ ସଂପାଦକ ତଥା ଅନ୍ତର୍ଜାତୀୟ କରାଟେ ମାଷ୍ଟର ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିର ଆସନ୍ତା ଜୁନ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ଦିଆଯାଇଛି । ଏହି ସମର କ୍ୟାମ୍ପରେ କରାଟେ, ଟାଇକଣ୍ଡୋ, ଅଗ୍ନିବିର ଟ୍ରେନିଂ, ଯୋଗ, ଝିଅମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ, ଜୁମ୍ବା, ଲାଠି ଚାଳନା, ନାନଚାକୁ, ଅସ୍ତ୍ରଚାଳନା,   ୱେଟ ଲୁଜ ପ୍ରଭୃତି ଟ୍ରେନିଂ ଦିଆଯାଉଥିବା କୋଚ ଅସୀମ କୁମାର ଭୋଇ ପ୍ରକାଶ କରିଛନ୍ତି। ଏହି ଶିବିରରେ କିଶୋରୀ ବାଳିକା ଓ ମହିଳାମମାନଙ୍କ ପାଇଁ ନିଃଶୁଳ୍କ ଆତ୍ମରକ୍ଷା ପ୍ରଶିକ୍ଷଣର ବ୍ୟବସ୍ଥା ଥିବା ସଂଗଠନ ତରଫରୁ ସୂଚନା ଦିଆଯାଇଛି । ଏଥିରେ ୪ ବର୍ଷ ରୁ ୫୩ ବର୍ଷ ପର୍ଯ୍ୟନ୍ତ ସମସ୍ତ ମହିଳା ଓ ପୁରୁଷ ପ୍ରଶିକ୍ଷକ ନେଇ ପାରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like