-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ

11-May-2026



କଟକ(ତପନ ମହାନ୍ତି) : କଟକ ଡେଭଲପମେଣ୍ଟ ଅଥରିଟି (ସିଡିଏ) ପକ୍ଷରୁ ମହାନଦୀବିହାର ଡେଭଲପମେଣ୍ଟ ଆସୋସିଏସନ ଓ ଜଗନ୍ନାଥ ସାଂସ୍କୃତିକ ପରିଷଦର ମିଳିତ ସହ‌ଯୋଗରେ ପବିତ୍ର ଚନ୍ଦନ ଯାତ୍ରା ୪୭ ନଂ. ୱାର୍ଡ ମହାନଦୀବିହାରସ୍ଥିତ ଶ୍ରୀ ଜଗ ଜଗନ୍ନାଥ ଉଦ୍ୟାନ ପରିସରରେ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଉଦ୍ୟାନ ପରିସରରେ ସୁନ୍ଦର ଆଲୋକ ସଜ୍ଜା, ପୁଷ୍ପ ସଜା ଓ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନୀ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସ‌ହିତ ମହାପ୍ରଭୁଙ୍କ ପବିତ୍ର ଚାପ ଖେଳ ଅନୁଷ୍ଠିତ ହୋଇଥିଲା। ଏମ୍‌ଡିଏ ସଞ୍ଜୟ କୁମାର ଜେନାଙ୍କ  ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟ କ୍ରମରେ ବିଧାୟକ ସୌଭିକ ବିଶ୍ଵାଳ ମୁଖ୍ୟଅତିଥି ଭାବେ ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସିଡିଏ ମେମ୍ବର ଇଂ. ଅତନୁ ସାମନ୍ତ, ଏହି ଏସିପି ଜୋନ୍ -୫ ସୁଧାଂଶୁ ଜେନା, ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତି, ୪୭ ନଂ. ଓ୍ବାର୍ଡ କର୍ପୋରେଟର ଇଂ.ସୁବ୍ରତ ଘଡେଇ ପ୍ରମୁଖ ଯୋଗ ଦେଇଥିଲେ।

ଦ୍ଵିତୀୟ ଦିନରେ ଅତିଥି ଭାବେ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳ, ବିଜେପି ନେତା ଶ୍ରୀତମ ଦାସ, ଓର୍‌ମାସ କାର୍ଯ୍ୟ ନିର୍ବାହୀ ଅଧୂକାରୀ ବିପିନ ରାଉତ, କଟକ କ୍ଲବ ସମ୍ପାଦକ ଶୁଭେନ୍ଦୁ ପଟ୍ଟନାୟକ, ଏମ୍‌ଡିଏ ସମ୍ପାଦକ ହିମାଂଶୁ ଷଡ଼ଙ୍ଗୀ, ଉପସଭାପତି ସରୋଜ ସ୍ବାଇଁ, ଜ୍ଞାନ ରଞ୍ଜନ ଦାସ, ପ୍ରଭାକର ରଣା, ଜଗନ୍ନାଥ ସାଂସ୍କୃତିକ ପରିଷଦର କାର୍ଯ୍ୟକାରୀ ସଭାପତି ଇଂ.ସୁବୋଧ ରାଉତରାୟ, ଉପସଭାପତି ବୈକୁଣ୍ଠ ନାଥ ଆଚାର୍ଯ୍ୟ, ସହ ସମ୍ପାଦକ ରାକେଶ ତ୍ରିପାଠୀ, କୋଷାଧ୍ଯକ୍ଷ ଶଶି ଭୂଷଣ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଗାଲେଖ ଚନ୍ଦ୍ର କାନୁନଗୋ, ବରଦା ପ୍ରସନ୍ନ ନାୟକ, ବିଷ୍ଣୁ ପ୍ରସାଦ କର, ଶରତ ଚନ୍ଦ୍ର ଦାସ, ପ୍ରମୋଦ ଦାସ, ମହେନ୍ଦ୍ର ନାଥ ପଣ୍ଡା, ପ୍ରହ୍ଲାଦ ଚନ୍ଦ୍ର ମହାନ୍ତି, ଇଂ.ଗାପାଳ ଚନ୍ଦ୍ର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହ‌ଯୋଗ କରିଥିଲେ ଜଗନ୍ନାଥ ସାଂସ୍କୃତିକ ପରିଷଦର ସଭାପତି ଚତୁର୍ଭୁଜ ମହାପାତ୍ର ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like