-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା

11-May-2026



ବରଗଡ(ପ୍ରେରଣା ଖବର): ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଭୁବନେଶ୍ଵର ସ୍ଥିତ ତାଙ୍କ ବାସଭବନରେ ଆଜି ସାକ୍ଷାତ କରି ବରଗଡ଼ ସାଂସଦୀୟ କ୍ଷେତ୍ରର ବହୁ ସମସ୍ୟା ଓ ପ୍ରସଙ୍ଗ ଉପରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା । ବିଶେଷ ଭାବରେ ବରଗଡ଼-ନୁଆଁପଡ଼ା ରେଲୱେ ଲାଇନ୍ ପାଇଁ ଜମି ଅଧିଗ୍ରହଣ ଓ କାର୍ଯ୍ୟ ତ୍ଵରାନ୍ନିତ କରିବା,ବରଗଡ଼ କେନ୍ସସର ହସ୍ପିଟାଲ ତୁରନ୍ତ ସଚଳ କରିବା,

 ଝାରସୁଗୁଡା ଜିଲ୍ଲାରେ ପ୍ରତିଷ୍ଠିତ ସମସ୍ତ ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବକ ଯୁବତୀ ମାନଙ୍କୁ ଅଗ୍ରଧିକାର ଭିତ୍ତିରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା, ରାଜ୍ୟର ଅନ୍ୟାନ୍ୟ  ସ୍ଥାନ ପରି ବରଗଡ଼ ଚିନି କାରଖାନାକୁ ପୁନଃରୁଦ୍ଧାର କରିବା, 

ନୃସିଂହନାଥ-ହରିଶଙ୍କର ମଧ୍ୟରେ ରୋପୱେ ନିର୍ମାଣ କରିବା, ଧାନ ସଂଗ୍ରହ ନୀତି, କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସମସ୍ୟା ଆଦି ପ୍ରସଙ୍ଗରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ଓ ସାସଂଦଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ହେବାକୁ ଥିବା ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଉପରେ ମଧ୍ୟ ବରଗଡ଼ ଲୋକସଭା କ୍ଷେତ୍ରର ସ୍ଥିତି ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା ମଧ୍ୟ କରିଥିଲେ ।ପୁନଃ ଉଦ୍ଧାର କରିବା, ନୃସିଂହନାଥ- ହରିଶଙ୍କର ମଧ୍ୟରେ ରୋପୱେ ନିର୍ମାଣ କରିବା, ଧାନ ସଂଗ୍ରହ ନୀତି, କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସମସ୍ୟା ଆଦି ପ୍ରସଙ୍ଗରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ଓ ସାସଂଦଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ହେବାକୁ ଥିବା ଆଗାମୀ ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ ଉପରେ ମଧ୍ୟ ବରଗଡ଼ଲୋକସଭା କ୍ଷେତ୍ରର ସ୍ଥିତି ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା ମଧ୍ୟ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like