-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ 

11-May-2026



(ରଂଜିତ ମହାନ୍ତି )
 ବରୀ ଶିକ୍ଷା ମଣ୍ଡଳୀ ଅଧିନ ବାଲିବିଲ ପଞ୍ଚାୟତର କନକ ଦୁର୍ଗା ବିଦ୍ୟାପୀଠର ୨୦୦୧ ମାଟ୍ରିକ ବ୍ୟାଚର ୨୫ ତମ ବା ରୌପ୍ୟ ଜୟନ୍ତି ବନ୍ଧୁମିଳନ ଉତ୍ସବ ମହାସମାରେlହରେ ପାଳିତ ହେlଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଧୁସୂଦନ ଦଳାଇ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁରେଶ ସାମଲ, ବୈଷ୍ଣବ ପତି, ମାଧବାନନ୍ଦ ସାହୁ, ବନ ବିହାରି ମହାନ୍ତି, ପ୍ରହଲ୍ଲାଦ ନାୟକ, ସୂର୍ଯ୍ୟମଣି ମିଶ୍ର, ପ୍ରମୋଦ ନାଥ, ମନୋଜ କୁମାର ଦାସ, ଅମିୟ କୁମାର ସାମଲ, ବୃନ୍ଦାବନ ପରିଡ଼ା ପ୍ରମୁଖ ଉପସ୍ଥିତରହି ପୁରାତନ ଛାତ୍ର, ଛାତ୍ରୀଙ୍କ ସହିତ ୨୫ ବର୍ଷର ସ୍ମୃତିକୁ ମନେ ପକାଇବା ସହିତ ସମସ୍ତଙ୍କର ଉତ୍ତରୋତର କାମନା କରିବା ସହିତ ନିଜ ନିଜର ଉତ୍ତର ପିଢିଙ୍କୁ ଜଣେ ଜଣେ ଉତ୍ତମ ନାଗରିକ କରି ଗଢି ତୋଳିବା ପାଇଁ ପ୍ରବର୍ତ୍ତାବା ସହ ଗୁରୁଙ୍କୁ ଭକ୍ତି କରିବା ଜଣେ ଉତ୍ତମ ଛାତ୍ରର କର୍ତ୍ତବ୍ୟ ସତ୍ୟ କିନ୍ତୁ ପିତା ମାତା ହେଉଛନ୍ତି ପ୍ରଥମ ଗୁରୁ ତେଣୁ ପିତା ମାତାଙ୍କ ସେବା କରିବା ପ୍ରଥମ ଧର୍ମ ବୋଲି କହିଥିଲେ। ଏହି ଅବସରେରେ ଗୁରୁପୂଜନ ଅନୁଷ୍ଠିତ ହେଇଥିଲା। ଏହି ବ୍ୟାଚର ଛାତ୍ର/ଛାତ୍ରୀମାନେ ନିଜର ସ୍ମୃତି ଯେଉଁ ବିଦ୍ୟାଳୟ ଦିନେ ପାଠ ପଢିଥିଲେ ସେହି କଥା ମନେ ପକାଇବା ସହିତ ନାଚ ଗୀତ ମାଧ୍ୟରେ ଉପଭୋଗ କରିଥଲେ। କାର୍ଯ୍ୟକ୍ରମକୁ ପୁରାତନ ଛାତ୍ର ପଦାରବିନ୍ଦ ସାମଲ, ରଜତ ଶତପଥୀ, ମାନସ ପତି, ଅଖିଳ ସାମଲ, ଧନଞ୍ଜୟ ସାମଲ, ସୁଧାଂଶୁ ପଣ୍ଡା, ଶକ୍ତି କଲ୍ୟାଣ ନାଥ, ରଶ୍ମି ରଂଜନ ନାଥ, ଗୋପବନ୍ଧୁ ଦାସ, ଶ୍ରୀକାନ୍ତ ମଲିକ, ରାଜଶ୍ରୀ ସାମଲ, ସୁଭସ୍ମିତା ସାମଲ, ସ୍ନିଗ୍ଧା ରାଣୀ ସାମଲ, ଅମ୍ରିତା ସାମଲ, ସ୍ୱାଗତିକା ସାମଲ ସବିତା ପଡ଼ିହାରି, ସ୍ଵର୍ଣ୍ଣ ଲତା ଦାଶଙ୍କ ସମେତ ବହୁ ପୁରାତନ ଛାତ୍ର ଓ ଛାତ୍ରୀ ଯୋଗଦାନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like