-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ

11-May-2026



କଟକ(ତପନ ମହାନ୍ତି) ରାଜ୍ୟରେ ଘଟି ଚାଲିଥିବା ଗୋଟିଏ ପରେ ଗୋଟିଏ ଲୋମହର୍ଷଣକାରୀ ଭିଡ଼ ହତ୍ୟା ଓ ନାରୀ ନିର୍ଯାତନା ଘଟଣା ଅତ୍ୟନ୍ତ ଉଦବେଗ ଜନକ ପରିସ୍ଥିତି ସୃଷ୍ଟି କରିଛି। ୨୦୧୪ ମସିହାରେ କେନ୍ଦ୍ରରେ ବିଜେପି ସରକାର କ୍ଷମତାସୀନ ହେବାପରେ , ବିଶେଷ କରି ଗତ ନିର୍ବାଚନରେ ରାଜ୍ୟରେ ଡବଲ ଇଞ୍ଜିନ ବିଜେପି ସରକାର ପ୍ରତିଷ୍ଠା ହେବା ପରେ ପରିକଳ୍ପିତ ଓ ଯୋଜନାବଦ୍ଧ ଭାବରେ ଶାସକ ଦଳ ଦ୍ୱାରା  ଘୃଣା ଓ ହିଂସା ର ପ୍ରଚାର କରାଯାଉଛି। ଏହା ଫଳରେ ସମଗ୍ର ସମାଜର ଦ୍ରୁତ  ଅପରାଧିକରଣ ଘଟୁଛି। ଏହାର

ଫଳଶ୍ରୁତିରେ ହିଁ ସମ୍ପ୍ରତି ରାଜ୍ୟରେ ଗୋଟିଏ ପରେ ଗୋଟିଏ ବିଭତ୍ସ ହତ୍ୟାକାଣ୍ଡ ଓ ନାରୀ ନିର୍ଯାତନା ଘଟଣା ଘଟି ଚାଲିଛି। ନିଜ ଭିଟାମାଟି ଏବଂ ଚାଷ ଜମିକୁ ରକ୍ଷା କରିବାପାଇଁ ଲଢେଇ କରୁଥିବା ସଧାରଣ ଲୋକ , ବିଶେଷ କରି ଆଦିବାସୀ ପ ଦଳିତ ମାନଙ୍କ ଉପରେ ପୋଲିସ ପ୍ରଶାସନ ଓ ରାଜ୍ୟ ସରକାର ଅକଥନୀୟ ଅତ୍ଯାଚାର କରୁଥିବା ବେଳେ ଏହି ଧରଣର ଅପରାଧ ରୋକିବା କ୍ଷେତ୍ରରେ ସଂପୂର୍ଣ୍ଣ ନିଷ୍କ୍ରିୟ । ବରଂ ଅପରାଧୀମାନେ ପୋଲିସ ପ୍ରଶାସନ ଓ ଶାସକ ଦଳର ପୃଷ୍ଠ ପୋଷାକତା ଲାଭ କରୁଛନ୍ତି।  ଶାସକ ବିଜେପି ଦଳ ଦ୍ୱାରା ସୃଷ୍ଟି କରାଯାଉଥିବା ବିଷାକ୍ତ ସାମାଜିକ ପରିବେଶରେ ମହିଳା ମାନଙ୍କ ଉପରେ ନିର୍ଯାତନା ଦ୍ରୁତ ବଢ଼ି ଚାଲିଛି।  ଏହା ବିରୁଦ୍ଧରେ ଆଜି ଏସୟୁସିଆଇ ( କମ୍ୟୁନିଷ୍ଟ) କଟକ ଜିଲ୍ଲା କମିଟି ଉଦ୍ୟୋଗରେ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ

ପ୍ରଦର୍ଶନ କରାଯାଇଛି। ପାର୍ଟି ଜିଲ୍ଲା ସମ୍ପାଦକ ବିଶ୍ୱାବସୁ ଦାସ ଙ୍କ ନେତୃତ୍ୱରେ ଅନୁଷ୍ଟିତ ବିକ୍ଷୋଭରେ ଖଗେଶ୍ବର ସେଠୀ, ରାଜକିଶୋର ମଲ୍ଲିକ, ବବି ବଳବନ୍ତରାୟ, ବସନ୍ତ ନାୟକ, ସିଦ୍ଧାର୍ଥ ରଥ, ଦୀପକ୍ ଦାସ, ବିନୋଦ ସେଠୀ,ତରୁଣସେନ୍ ନାୟକ, ଇଶା ଧର, ଶିବାନୀ ସାହୁ, ଶୁଭସ୍ମିତା ସାହୁ, ପ୍ୟାଭେଲ ପ୍ରିୟଦର୍ଶନ, ସ୍ୱାଧୀନ ବେହେରା, ସିପ୍ରା ମହାନ୍ତି, ଜୋତ୍ସ୍ନାରାଣୀ ଦାସ, ଭାଗ୍ୟଶ୍ରୀ ପ୍ରଧାନ ଝରଣା ଦାସ, ସୁଜାତା ମହାପାତ୍ର ପ୍ରମୁଖ ବିକ୍ଷୋଭରେ ନେତୃତ୍ୱ ନେଇଥିଲେ। ବିକ୍ଷୋଭ ସ୍ଥଳରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like