-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ

11-May-2026



କଟକ,(ତପନ ମହାନ୍ତି): ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ଆସନ୍ତା ୧୩ ତାରିଖଠାରୁ ଆରମ୍ଭ ହେବ | ଏହି ଉତ୍ସବ ୧୨ ଦିନ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।

ତେବେ ସାତସାହି ବାଣିଜ୍ୟ ମେଳା ୧୩ ତାରିଖରୁ ଆରମ୍ଭ ହେଉଥିବା ବେଳ ୧୫ ତାରିଖରୁ ନୃତ୍ୟାତ୍ସବ ଆରମ୍ଭ ହେବ ହବ ବୋଲି ଜଣାପଡ଼ିଛି I କଟକ ଜିଲ୍ଲା ପ୍ରଶାସନ, ସାଂସ୍କୃତିକ ପରିଷଦ, କଟକ ମହାନଗର ନିଗମ, କଟକ ଉନ୍ନୟନ କର୍ତ୍ତୃପକ୍ଷ ଏଥରେ ସହଯୋଗ କରୁଛନ୍ତି I ବାଲିଯାତ୍ରା ପଡିଆରେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ଅନୁମତି ମିଳିଛି | ଏହି କାର୍ଯ୍ୟକ୍ରମରେ ଶାସ୍ତ୍ରୀୟ ନୃତ୍ୟ, ଓଡ଼ିଶୀ, ଭାରତନାଟ୍ୟମ୍, ମଣିପୁରୀ, କୁଚିପୁଡ଼ି, ବିହୁ ପରିବେଷଣ କରାଯିବା ସାଙ୍ଗକୁ ଲୋକନୃତ୍ୟ, ସମ୍ବଲପୁରୀ, ଛଉନୃତ୍ୟ ଓ ଦେଶାତ୍ମବୋଧ ସଂଗୀତ ଉପରେ ନୃତ୍ୟ ପରିବେଷଣ କରାଯିବ । ନୃତ୍ୟାତ୍ସବର ପ୍ରଥମ

ସନ୍ଧ୍ୟାରେ ପ୍ରଖ୍ୟାତ ଓଡିଶୀ ନୃତ୍ୟଶିଳ୍ପୀ ଗୁରୁ ମୀରା ଦାସଙ୍କୁ ଜାତୀୟ କଳାରତ୍ନ ସମ୍ମାନ ଓ ବିଶିଷ୍ଟ ସିନେ ଅଭିନେତ୍ରୀ ଇଶା ବେବର୍ତ୍ତାଙ୍କୁ ସମ୍ମାନିତ କରାଯିବ। କଣ୍ଠଶିଳ୍ପୀ ମୋନାଲି ମଧୁସ୍ମିତା ଓ ସାଥୀ କଳାକାରଙ୍କ ପକ୍ଷରୁ ଅକ୍ଷୟ ସଂଗୀତ ଏବଂ ମନଛୁଆଁ ଆଧୁନିକ ସଙ୍ଗୀତ ପରିବେଷଣ ହେବ। ଏହି କାର୍ଯ୍ୟକ୍ରମରେ ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ମଣିପୁର, ଆସାମ, ଛତିଶଗଡ଼, ପଞ୍ଜାବର ବିଭିନ୍ନ ପ୍ରାନ୍ତରୁ୧୫୦ରୁ ଭୁଦ୍ଧର୍ କଳାକାର ସେମାନଙ୍କ ଅନୁଷ୍ଠାନ ସହ ନୃତ୍ୟବିଚିତ୍ରା ପରିବେଷଣ କରିବେ। ପ୍ରତିବର୍ଷ ପରି ଏଥର ମଧ୍ୟ ନୃତ୍ୟାତ୍ସବର ଅନ୍ତିମ ସନ୍ଧ୍ୟାକୁ
କ୍ୟାନସର, ଥାଲାସେମିଆ, ମଧୁମେହ ରୋଗରେ ପୀଡ଼ିତ ଓ ଭିନ୍ନ‌କ୍ଷମ, ଅନାଥ ଶିଶୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯିବ। ଥାଲାସେମିଆ, କ୍ୟାନସର, ମଧୁମେହ ପୀଡ଼ିତ ଶିଶୁ ଓ ଭିନ୍ନକ୍ଷମ, ଅନାଥ ଅନୁଷ୍ଠାନକୁ କମିଟିକୁ ମିଳିଥିବା ସହଯୋଗ ତଥା ମେଳାରୁ ଦାନ ଆକାରରେ ସଂଗୃହୀତ ଅର୍ଥ ପ୍ରଦାନ କରାଯିବ। ଏଥିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ କଳାକାର କୁନା ତ୍ରିପାଠୀ, ଶ୍ରୀତମ ଦାସ, ପୁନମ୍, ଲକି ମନୀଷା, ଇପ୍ସିତା, ଅଭିଜିତ, ଶୁଭମ୍, ରୌମ୍ୟାଞ୍ଜଳି, ଅଙ୍କିତ କୁମାର, ଅଙ୍କିତା, ପ୍ରକାଶ, ସୁଭାଶିଷ ପ୍ରମୁଖ
ଯୋଗଦେଇ ନୃତ୍ୟାତ୍ସବର ଆକର୍ଷଣକୁ ଆହୁରି ଆକର୍ଷଣୀୟ କରିବେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କମିଟି ପକ୍ଷରୁ ମେୟର ତଥା ପରିଚାଳନା କମିଟି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ସିଂହ, ସାଧାରଣ ସମ୍ପାଦକ ଦୀପଶେ ମହାପାତ୍ର ଓ କାର୍ଯ୍ୟକାରୀ ସଭାପତି ଡଃ ଦୁର୍ଗାଚରଣ ଦାଶ ସୂଚନା ଦେଇଛନ୍ତି। ଏଥିରେ ଉପ-ସଭାପତି ରୂପକ ମିଶ୍ର, ଡଃ ଦ୍ବୀପାୟନ ପଟ୍ଟନାୟକ, କୋଷାଧ୍ୟକ୍ଷ ଉଲ୍ଲାସ ସେନ୍, ପୃଷ୍ଠପୋଷକ ସୁନୀଲ୍ ମୁରାରକା, କମିଟିର କର୍ମକର୍ତ୍ତା ପଦ୍ମାଳୟା ବ୍ରହ୍ମଚାରୀ, ରଶ୍ମିରଞ୍ଜନ ତ୍ରିପାଠୀ, ସ୍ନେହାଶିଷ ଦାସ, ପାର୍ଥସାରଥୀ ସ୍ବାଇଁ, ଜିତେନ୍ଦ୍ର ପ୍ରସାଦ, ସୁଶାନ୍ତ ପାତ୍ର, ସୁନୀଲ୍ ଦାସ, ସତ୍ୟପ୍ରସାଦ ବଳସାମନ୍ତ, ଶକ୍ତିପ୍ରସାଦ ସାମଲ, ସନ୍ଦୀପ ମିଶ୍ର, ତନ୍ମୟ ରାୟ, ଅଚ୍ୟୁତାନନ୍ଦ ସ୍ବାଇଁ ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like